Posted inଜାତୀୟ

କୋଲକାତା ଘଟଣାକୁ ନେଇ ମୋଦିଙ୍କ ବଡ଼ ବୟାନ, ମିଳିବ କଠୋର ଦଣ୍ଡ…

ନୂଆଦିଲ୍ଲୀ,୨୫।୮: କୋଲକାତାର ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ଜଣେ ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବଡ଼ ବୟାନ ଦେଇଛନ୍ତି। ମୋଦି କହିଛନ୍ତି, ମହିଳାଙ୍କ ପ୍ରତି ଅପରାଧ କ୍ଷମା ଯୋଗ୍ୟ ନୁହେଁ। ଶୋଷିତ ଯେ କେହି ବି ହେଉନା କାହିଁକି, ତାଙ୍କୁ ରକ୍ଷା କରାଯିବା ଉଚିତ ନୁହେଁ।

ଏହି ଘଟଣା ସମ୍ପର୍କରେ ମୋଦି କହିଛନ୍ତି, ମହିଳାଙ୍କ ପ୍ରତି ଅପରାଧ ଅକ୍ଷମଣୀୟ। ଯିଏ ଶୋଷିତ ହୁଏ, ତାଙ୍କୁ ରକ୍ଷା କରାଯିବା ଉଚିତ ନୁହେଁ। ଯେଉଁମାନେ ତାଙ୍କୁ ସାହାଯ୍ୟ କରନ୍ତି ସେମାନଙ୍କୁ ମଧ୍ୟ କ୍ଷମା ଦେବା ଉଚିତ ନୁହେଁ। ଡାକ୍ତରଖାନା, ବିଦ୍ୟାଳୟ, କାର୍ଯ୍ୟାଳୟ ହେଉ କିମ୍ବା ଅନ୍ୟ କେଉଁ କାର୍ଯ୍ୟାଳୟ ଯେଉଁଠି ବି ଏହି ମାମଲାକୁ ନେଇ ଅବହେଳା ହୋଛି ତା’ର ହିସାବ ହେବା ଦରକାର। ଉପର ମହଲାରୁ ତଳ ମହଲା ଯାଏଁ ସବୁଠି ଏହି ବାର୍ତ୍ତା ଯିବା ଉଚିତ ଯେ ଏହି ପାପ ଅକ୍ଷମଣୀୟ ଅଟେ। ଏକ ସମାଜ ତଥା ସରକାର ଭାବରେ ଆମର ଏହା ବଡ ଦାୟିତ୍ୱ ଯେ ଆମ ସରକାରରେ ଯେଉଁମାନେ ମହିଳାଙ୍କ ଉପରେ ଅତ୍ୟାଚାର କରଛନ୍ତି ସେମାନଙ୍କୁ କଠୋର ଦଣ୍ଡ ଦିଆଯିବ। ଏନେଇ କଡା ଆଇନ୍‌ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri