ମୋଦିଙ୍କ ଜନ୍ମଦିନକୁ ଆଡମ୍ବରରେ ପାଳିବ ଗଞ୍ଜାମ ନଗର ଶାଖା, ‘ସେବା ପକ୍ଷ’ ଲାଗି ଭାଜପାର ପ୍ରସ୍ତୁତି….

ଗଞ୍ଜାମ,୯।୯(ବିଦ୍ୟାଧର ସାହୁ): ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏଥିପାଇଁ
ମଙ୍ଗଳବାର ଭାରତୀୟ ଜନତା ପାର୍ଟି ଗଞ୍ଜାମ ନଗର ଶାଖା ପକ୍ଷରୁ କାର୍ଯ୍ୟାଳୟ ଠାରେ “ସେବା ପକ୍ଷ” (୧୭ ସେପ୍ଟେମ୍ବର – ୨ ଅକ୍ଟୋବର) ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା l ଏଥିରେ ନଗର ସଭାପତି
ଭଗବାନ ପ୍ରଧାନ ସଭାପତିତ୍ୱ କରିଥିଲେ l ଏହି ବୈଠକରେ ମୋଦିଙ୍କଙ୍କ ଜନ୍ମଦିବସ ତଥା ସେବା ଦିବସ ଉପଲକ୍ଷେ ସଫେଇ, ବୃକ୍ଷରୋପଣ, ରକ୍ତଦାନ ଶିବିର, ସ୍ବାସ୍ଥ୍ୟ ଶିବିର ଆଦି କାର୍ଯ୍ୟକ୍ରମ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା l ଏହାକୁ ବୁଥ ସ୍ତରରେ ପହଞ୍ଚାଇବା ପାଇଁ ଯୋଜନା ପ୍ରସ୍ତୁତ କରାଯାଇଥିଲା l ଏଥିରେ ପୂର୍ବତନ ସଭାପତି କାନ୍ତରି ଦଳେଇ, କାଉନସିଲର ମୋହନ ରେଡି, ନେତାବସନ୍ତ ସାବତ, ପୂର୍ବତନ କାଉନଶିଲର ଦୁର୍ଗା ମାଧବ ପାଣିଗ୍ରାହୀ,ରଞ୍ଜନ ବେହେରା, ପ୍ରକାଶ ରାଉଳ ,କାମେଶ୍ୱର ସାହୁ,ଦୀପକ ବେହେରା,ଗଣେଶ ମହାରଣା,ଆଶୁତୋଷ ଦାସ,ବସନ୍ତ ରେଡ୍ଡୀ,ବାଲାଜୀ ପାଢ଼ୀ,ମୁରଲୀ ଦାସ,କାମେଶ୍ୱର ସାହୁ, ଟୁନା ମହାନ୍ତି,ସତ୍ୟ ବ୍ରତ ବେହେରା ପ୍ରମୁଖ ଉପସ୍ଥିତ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ପୁଅର ମୁଣ୍ଡନ ପୂଜା ପାଇଁ ଯାଉଥିଲେ ଘଟିଲା ଭୟଙ୍କର ଦୁର୍ଘଟଣା: ୫ ଜଣଙ୍କ ଅବସ୍ଥା ଗୁରୁତର

ଦିଗପହଣ୍ଡି,୮|୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ପିଲିକାଢ଼ିଅ ଗ୍ରାମ ନିକଟ କେରାଣ୍ଡି ମାଳ ପାହାଡ଼ ବାଙ୍କେଶ୍ୱରୀ ଘାଟି ରାସ୍ତାରେ ରବିବାର…

ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ବେପରୁଆ ନୀତି : ବିଭାଗକୁ ସିଧା ସଳଖ ଦାୟୀ

ଗଞ୍ଜାମ,୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଐତିହାସିକ ଦୋଳ ପୂର୍ଣ୍ଣମୀ ଯାତ୍ରା ସମାପନ ହେବା ପରେ ଆରମ୍ଭ ହୋଇଛି ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରା । ପ୍ରତି ବର୍ଷ ଭଳି…

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ କରିନିଅନ୍ତୁ ଚେକ୍‌

ପୁରୀ,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା। ପୁରୀ ତାଳବଣିଆ ସଭାସ୍ଥଳରୁ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ନିଜର ସେବା ଜରିଆରେ ନିଆରା ଉଦାହରଣ ସୃଷ୍ଟି କରିଥିଲେ ଡା. ନାରାୟଣୀ ପଣ୍ଡା: ମହିଳା ଦିବସରେ ବୁଜିଲେ ଆଖି

ସମ୍ବଲପୁର,୮।୩(ପ୍ରମୋଦ ବହିଦାର): ସମ୍ବଲପୁରର ବିଶିଷ୍ଟ ସ୍ତ୍ରୀ ରୋଗ ବିଶେଷଜ୍ଞ ତଥା ଜଣାଶୁଣା ସମାଜସେବୀ ଡା. ନାରାୟଣୀ ପଣ୍ଡାଙ୍କର ରବିବାର ପୂର୍ବାହ୍ନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ…

ବିଳମ୍ବିତ ରାତିରେ  ଘରେ ପଶିଗଲା ଆମ୍ବୁଲାନ୍ସ 

ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା  ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ…

ଧାମରା ରେଳପଥରେ ଅଘଟଣ: ଟ୍ରେନରେ କଟିଗଲେ ଯୁବକ

ତିହିଡି଼,୮।୩(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥରେ ତିହିଡି଼ ଥାନା ଦୋଳସାହି ପଞ୍ଚାୟତ ଅଧୀନ ଗାଜିପୁର ନିକଟରେ ଶନିବାର ରାତିରେ ଏକ ଅଘଟଣ ଘଟିଛି। ରେଳପଥରେ ଟ୍ରେନରେ କଟି…

ଦାରିଙ୍ଗବାଡିରେ ଓଡ଼ିିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ: ବଦଳିବ ଦାରିଙ୍ଗବାଡି ପର୍ଯ୍ୟଟନର ମାନଚିତ୍ର 

ଦାରିଙ୍ଗବାଡି,୮।୩(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଦିନିକିଆ ଗସ୍ତରେ ଆସିଛନ୍ତି ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri