Posted inଜାତୀୟ

ମୋଦିଙ୍କ କ୍ୟାବିନେଟ୍‌ରେ ‘ଅଟଳ ଟିମ୍‌’ ସଦସ୍ୟ ସଂଖ୍ୟା ୪ରେ ସୀମିତ…

ନୂଆଦିଲ୍ଲୀ,୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ ସମ୍ପ୍ରସାରଣରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଟିମ୍‌ର ସଦସ୍ୟ ସଂଖ୍ୟା ଏବେ ୪ରେ ସୀମିତ ହୋଇ ରହିଯାଇଛି। ଗତ ୭ ବର୍ଷ ମଧ୍ୟରେ ଧୀରେଧୀରେ ‘ଅଟଳ ଟିମ୍‌’ ସଦସ୍ୟ କ୍ୟାବିନେଟ୍‌ରୁ ବାହାରି ଯାଇଛନ୍ତି। ଏବେ କ୍ୟାବିନେଟ୍‌ରେ କେବଳ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ, ସଂଖ୍ୟାଲଘୁ ମନ୍ତ୍ରୀ ମୁଖତାର୍‌ ଅବାସ୍‌ ନକ୍‌ଭୀ, ଶ୍ରୀପଦ ନାୟକ ଏବଂ ପ୍ରହ୍ଲାଦ ସିଂ ପଟେଲ ରହିଛନ୍ତି। ଶ୍ରୀପଦ ନାୟକ ଏବଂ ପ୍ରହ୍ଲାଦ ସିଂ ପଟେଲ ରାଷ୍ଟ୍ରମନ୍ତ୍ରୀ ଭାବେ ରହିଛନ୍ତି। ପୂର୍ବରୁ ଅଟଳଙ୍କ ଟିମ୍‌ର ବରିଷ୍ଠ ସଦସ୍ୟ ଲାଲ୍‌ କୃଷ୍ଣ ଆଡଭାଣୀ, ମୂରଲୀ ମନୋହର ଯୋଶୀ, ଯଶଓ୍ବନ୍ତ ସିହ୍ନା, ଯଶଓ୍ବନ୍ତ ସିଂ, ଅରୁଣ ସୌରୀ ପ୍ରମୁଖକୁ ନୂଆ ପିଢ଼ି ସହିତ ସାମିଲ କରାଯାଇ ନ ଥିଲା। ସେହିପରି ଶ୍ରତୁଘ୍ନ ସିହ୍ନା, ଶାହନଓ୍ବାଜ୍‌ ହୁସେନ୍‌ ପ୍ରମୁଖଙ୍କୁ ସୁଯୋଗ ଦିଆଯାଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

CJPକୁ କେଉଁଠୁ ମିଳୁଛି ପାଣ୍ଠି? ଦୀପକେ କହିଲେ, ‘ମୁଁ ୩୦ ହଜାର ଟଙ୍କାର ଜୋତା…’

ନୂଆଦିଲ୍ଲୀ,୧।୧୦: ଗୁରୁବାର (ଅକ୍ଟୋବର ୧) ମୁମ୍ବାଇରେ ଏକ ସାମ୍ବାଦିକ ସମ୍ମିଳନୀରେ କୋକରୋଚ ଜନତା ପାର୍ଟି(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ସମ୍ବୋଧିତ କରିଥିଲେ। ସେ କହିଛନ୍ତି ଯେ ମୁଖ୍ୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଜ୍ଞାନେଶ କୁମାରଙ୍କ ବିରୋଧରେ ଅଭିଜିତ ଦୀପକେଙ୍କର ବଡ ଘୋଷଣା, ‘ଆମେ ଜନ୍ତର ମନ୍ତ୍ରରେ ବସିବୁ ଏବଂ …’

ନୂଆଦିଲ୍ଲୀ,୧।୨୬: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାର ଏବଂ SIR କୁ ନେଇ ଚାଲିଥିବା ବିବାଦ ମଧ୍ୟରେ, Cockroach Janata Party (CJP) ଶୁକ୍ରବାର ମୁମ୍ବାଇରେ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?