Posted inଜାତୀୟ

ଲୋକଙ୍କ ପାଇଁ କାମ କରୁଥିବା ବ୍ୟକ୍ତିଙ୍କୁ ପଦ୍ମ ସମ୍ମାନ ଲାଗି ମୋଦିଙ୍କ ଆହ୍ବାନ…

ନୂଆଦିଲ୍ଲୀ,୧୧।୭: ତୃଣମୂଳସ୍ତରରେ ଲୋକଙ୍କ ପାଇଁ ନିସ୍ବାର୍ଥପର ଭାବେ କାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କୁ ପିପୁଲସ୍‌ ପଦ୍ମ ସମ୍ମାନ ପ୍ରଦାନ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଆହ୍ବାନ ଜଣାଇଛନ୍ତି। ରବିବାର ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ ଏଭଳି କହିଛନ୍ତି। ସେବା କରୁଥିବା ଲୋକ ଚିହ୍ନଟ କରି ସେମାନଙ୍କ ସମ୍ପର୍କରେ ପଦ୍ମ ସମ୍ମାନ ଓ୍ବେବସାଇଟ୍‌ ମାଧ୍ୟମରେ ସୂଚନା ଅପଲୋଡ୍‌ କରିବାକୁ ମୋଦି କହିଛନ୍ତି। ୨୦୨୧ ଜାନୁୟାରୀରେ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ପ୍ରଧାନନ୍ତ୍ରୀ ନିସ୍ବାର୍ଥପର ଭାବେ ଲୋକସେବା କରୁଥିବା ଲୋକଙ୍କ ଉପରେ ଗୁରୁତ୍ୱାରୋପ କରିଥିଲେ। ପିପୁଲସ୍‌ ପଦ୍ମ ସମ୍ମାନ ନୋମିନେଶନ ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ଖୋଲା ରହିବ ବୋଲି ମୋଦି ଟୁଇଟ୍‌ କରି କହିଛନ୍ତି।

ସୂଚନାଯୋଗ୍ୟ, ଦେଶରେ ୧୯୫୪ଠାରୁ ପ୍ରତିବର୍ଷ ସାଧାରଣତନ୍ତ୍ର ଦିବସ ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ପଦ୍ମ ସମ୍ମାନ ଅନ୍ତର୍ଗତ ପଦ୍ମ ବିଭୁଷଣ, ପଦ୍ମ ଭୁଷଣ ଏବଂ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରାଯାଇଥାଏ। ପଦ୍ମ ସମ୍ମାନ କଳା, ସାହିତ୍ୟ, ଶିକ୍ଷା, ଖେଳ, ଔଷଧ, ସାମାଜିକ ସେବା, ବିଜ୍ଞାନ, ଇଞ୍ଜିନିୟରିଂ, ଲୋକ ବ୍ୟାପାର, ପ୍ରଶାସନିକ ସେବା, ବାଣିଜ୍ୟ ଏବଂ ଶିଳ୍ପ ଆଦି କ୍ଷେତ୍ରରେ ଅବଦାନ ପାଇଁ ପ୍ରଦାନ କରାଯାଇଥାଏ। ଏନେଇ ଏକ ନିଦ୍ଦିଷ୍ଟ ସରକାରୀ ଫର୍ମାଟ୍‌ରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିଷୟରେ ୮୦୦ ଶବ୍ଦରେ ଲେଖିବାକୁ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri