‘ଭୋକାଲ ଫର୍‌ ଲୋକାଲ’ ଲାଗି ମୋଦିଙ୍କ ଆହ୍ବାନ

ନୂଆଦିଲ୍ଲୀ: ସ୍ଥାନୀୟ ଅର୍ଥ ବ୍ୟବସ୍ଥାର ବିକାଶ ଲାଗି ଯୋଗଦାନ ରଖିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଆହ୍ବାନ ଜଣାଇଛନ୍ତି। ଦିଓ୍ବାଲିରେ ଲୋକମାନେ ସ୍ଥାନୀୟ ସାମଗ୍ରୀକୁ ବ୍ୟବହାର କରିଥିବାରୁ ଏହାକୁ ନେଇ ମୋଦି ଖୁସି ବ୍ୟକ୍ତ କରିଛନ୍ତି। ‘ଭୋକାଲ ଫର୍‌ ଲୋକାଲ’ ବାର୍ତ୍ତାକୁ ସମସ୍ତଙ୍କ ନିକଟରେ ପହଞ୍ଚାଇବାକୁ ସେ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିକ ଗାଡ଼ିର ରେଜିଷ୍ଟ୍ରେଶନ ଫିସ୍‌ ହେବ ଛାଡ଼

ନୂଆଦିଲ୍ଲୀ,୨୧-୬: ଦେଶରେ ପ୍ରଦୂଷଣମୁକ୍ତ ଇଲେକ୍ଟ୍ରିକ ବାହନ ଚଳାଚଳକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ବ୍ୟାଟେରି ଚାଳିତ ସମସ୍ତ ପ୍ରକାର ଗାଡ଼ିର ରେଜିଷ୍ଟ୍ରେଶନ ଫିସ୍‌କୁ ଛାଡ଼...

ସାମ୍‌ସଙ୍ଗ ଗାଲାକ୍ସି ନୋଟ୍‌ ୧୦ ଲାଇଟ୍‌ରେ ମିଳୁଛି ଜବରଦସ୍ତ ଅଫର୍‌; ୫ ହଜାର ଟଙ୍କା ପର୍ଯ୍ୟନ୍ତ କ୍ୟାଶବ୍ୟାକ୍

‌ନୂଆଦିଲ୍ଲୀ,୨୧।୬: ପ୍ରମୁଖ ସ୍ମାର୍ଟଫୋନ ନିର୍ମାଣକାରୀ କମ୍ପାନୀ ସାମ୍‌ସଙ୍ଗ ଏହାର ଲୋକପ୍ରିୟ ସିରିଜ୍‌ ଗାଲାକ୍ସି ନୋଟ୍‌ ୧୦ ଲାଇଟ୍‌ ମୂଲ୍ୟରେ ହ୍ରାସ କରିଛି। ଏହା କମ୍ପାନୀର ଏକ...

ଭାକ୍ସିନ ବିଳମ୍ବ ହେଲେ ଜିଡିପି ଉପରେ ପ୍ରଭାବ

ନୂଆଦିଲ୍ଲୀ,୧୪।୧ ସାରା ଦେଶରେ ଭାକ୍ସିନ ଯୋଗାଣ ଲାଗି ସରକାର ଘୋଷଣା କରିଛନ୍ତି। ଏହା ପର୍ଯ୍ୟାୟ ଭିତ୍ତିରେ ହେବ। ଏଭଳି ସ୍ଥିତିରେ ଯଦି ଭାକ୍ସିନ ଯୋଗାଣରେ ବିଳମ୍ବ...

ନିଜ କର୍ମଚାରୀଙ୍କୁ ଆମାଜନର ପ୍ରସ୍ତାବ ;ଚାକିରି ଛାଡ଼, ବ୍ୟବସାୟ କର

ନୂଆଦିଲ୍ଲୀ,୧୫-୫: ବିଶ୍ୱର ସର୍ବବୃହତ ଇ-କମର୍ସ କମ୍ପାନୀ ଆମାଜନ ଏହାର କର୍ମଚାରୀଙ୍କୁ ଏକ ଅଦ୍ଭୁତ ପ୍ରସ୍ତାବ ଦେଇଛି। ଗ୍ରାହକଙ୍କ ନିକଟରେ ସାମଗ୍ରୀକୁ ଯଥାଶୀଘ୍ର ପହଞ୍ଚାଇବା ଲକ୍ଷ୍ୟରେ କମ୍ପାନୀ...

ପ୍ରିଭେସି ଅପ୍‌ଡେଟ୍‌ ପ୍ରତ୍ୟାହାର ଲାଗି ହ୍ବାଟ୍ସଆପ୍‌କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ: ହ୍ବାଟ୍ସଆପ୍‌ର ନୂଆ ପ୍ରିଭେସି ପଲିସି ପରିବର୍ତ୍ତନକୁ ନେଇ ଗତ କିଛିଦିନ ହେବ ୟୁଜରଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ଲାଗି ରହିଥିବା ବେଳେ ମଙ୍ଗଳବାର ଏହି ଘଟଣାରେ...

ଭୁବନେଶ୍ୱର ସହିତ ୪ ସହରରେ ୧ ଡିସେମ୍ବରରୁ ଡିଜିଟାଲ ଟଙ୍କାର ରିଟେଲ ଟ୍ରାଏଲ…

ନୂଆଦିଲ୍ଲୀ,୨୯।୧୧ : ମଙ୍ଗଳବାର ଭାରତୀୟ ରିଜର୍ଭ ବ୍ୟାଙ୍କ ଦେଇଥିବା ସୂଚନାରେ କୁହାଯାଇଛି ଯେ ଖୁଚୁରା ବିଭାଗ ପାଇଁ ଖୁଚୁରା ଡିଜିଟାଲ ଟଙ୍କାର ପାଇଲଟ ପ୍ରକଳ୍ପ ୧...

ଚାହିଦା, ଅଭିବୃଦ୍ଧି ଲାଗି ସରକାର ନେବେ ଅଧିକ ପଦକ୍ଷେପ

ନୂଆଦିଲ୍ଲୀ,୨୦ -୧୦: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଅଭିବୃଦ୍ଧି ୬ ବର୍ଷର ସର୍ବନିମ୍ନ ସ୍ତରକୁ ଖସିଛି। ଚାହିଦା ପ୍ରଭାବିତ ସ୍ଥିତିରେ ରହିଛି। ଏହାକୁ ବଢାଇବା...

ଆମେରିକାକୁ କାଲିଠାରୁ ବିମାନ ସେବା

ନୂଆଦିଲ୍ଲୀ,୧୬।୭: କରୋନା ପାଇଁ ଗତ କିଛିଦିନ ହେବ ବିଦେଶକୁ ବିମାନ ସେବା ବନ୍ଦ ରହିଛି। ଶୁକ୍ରବାରଠାରୁ ଆମେରିକାକୁ ବିମାନ ସେବା ପୁଣି ଥରେ ଶୁଭାରମ୍ଭ ହେବ।...

Advertisement
Archives

Model This Week