Posted inଜାତୀୟ

ଦୁର୍ନୀତି ଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ମୋଦିଙ୍କ କଡ଼ା ପଦକ୍ଷେପ

ନୂଆଦିଲ୍ଲୀ, ୩।୧୦: ଦୁର୍ନୀତି ବିରୋଧରେ ଜିରୋ ଟୋଲରେନ୍ସ ଅନ୍ତର୍ଗତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ଏଣିକି ଚାକିରିରୁ ଅବସର ନେବାର ୩୦ ଦିନ ପୂର୍ବରୁ ଦୁର୍ନୀତି ଗ୍ରସ୍ତ ଅଧିକାରୀଙ୍କ ଫାଇଲ କେନ୍ଦ୍ରୀୟ ଭିଜିଲାନ୍ସ୍‌ କମିଶନ(ସିଭିସି)ଙ୍କ ଠାରେ ଦାଖଲ କରାଯିବ। ଏହାଦ୍ୱାରା ଅବସର ଗ୍ରହଣ କରିବା ପୂର୍ବରୁ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ। ନେଇ ସମସ୍ତ ବିଭାଗକୁ ସିଭିସି ନିର୍ଦ୍ଦେଶକ ଜେ. ବିନୋଦ କୁମାରଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପନିର୍ବାଚନରେ ଭାଜପା ହାତ ଖାଲି…

ନୂଆଦିଲ୍ଲୀ, ୧୬।୪ : ଦେଶର ଗୋଟିଏ ଲୋକସଭା ଏବଂ ଚାରୋଟି ବିଧାନସଭା ଆସନରେ ଅନୁଷ୍ଠିତ ଉପ-ନିର୍ବାଚନର ଫଳାଫଳ ଘୋଷଣା ହୋଇଛି। ଚାରୋଟି ବିଧାନସଭା ଆସନ ହେଉଛି...

ରାଜୌରିରେ ଆତଙ୍କବାଦୀଙ୍କ ସହ ମୁହାଁମୁହିଁରେ ୫ ଯବାନ ଶହୀଦ, ଜଣେ ହସ୍ପିଟାଲରେ ଭର୍ତ୍ତି; ଅପରେଶନ ଜାରି

ରାଜୌରି,୫।୫: ଜମ୍ମୁ ସଂଭାଗର ରାଜୌରି ଜିଲାର କଂଡି ଅଞ୍ଚଳରେ ଶୁକ୍ରବାର ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ସଂଘର୍ଷ ଜାରି ରହିଛି। ଉଭୟ ପକ୍ଷରୁ ଗୁଳିବିନିମୟ ଚାଲିଛି।...

କତାର ଏୟାରୱେଜରେ ବୋମା ଆତଙ୍କ: କୋଲକାତାରେ ଅଟକିଲା ବିମାନ

କୋଲକାତା,୬।୬: କୋଲକାତାରୁ ଦୋହା ଅଭିମୁଖେ ଯାଉଥିବା କତାର ଏୟାରୱେଜ ବିମାନରେ ବୋମା ଥିବା ନେଇ ଉତ୍ତେଜନା ଦେଖାଦେଇଛି। ବିମାନରେ ବୋମା ଥିବା ନେଇ ଜଣେ ଯାତ୍ରୀ...

ନିର୍ବାଚନ ପରବର୍ତ୍ତୀ ହିଂସା, ସିବିଆଇ-ଏସ୍‌ଆଇଟିକୁ ରିପୋର୍ଟ ଦାଖଲ ନିର୍ଦ୍ଦେଶ…

କୋଲକାତା,୮।୧୧: ପଶ୍ଚିମବଙ୍ଗରେ ନିର୍ବାଚନ ପରବର୍ତ୍ତୀ ହିଂସା ମାମଲାରେ ହାଇକୋର୍ଟ କଠୋର ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାରେ ନୂତନ ତଦନ୍ତ ରିପୋର୍ଟ ଦାଖଲ କରିବାକୁ କୋଲକାତା ହାଇକୋର୍ଟ...

ପୁଣି ୩ ଏମ୍‌ପି ରାଜ୍ୟ ସଭାରୁ ନିଲମ୍ବିତ

ନୂଆଦିଲ୍ଲୀ,୨୮।୭: ସଂସଦରେ ବିଶୃଙ୍ଖଳା ସୃଷ୍ଟି କରିବା ଅଭିଯୋଗରେ ଗୁରୁବାର ଆଉ ତିନି ଜଣ ଏମ୍‌ପିଙ୍କୁ ରାଜ୍ୟ ସଭାରୁ ନିଲମ୍ବିତ କରାଯାଇଛି। ନିଲମ୍ବିତ ଏମ୍‌ପିମାନଙ୍କ ମଧ୍ୟରେ ଆମ...

ରାଜସ୍ଥାନରେ ପୁଣି ଫୁଟିବ ପଦ୍ମ: ଶାହା

ଜୟପୁର,୫।୧୨: କେନ୍ଦ୍ର ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହା ଦୁଇ ଦିନିଆ ରାଜସ୍ଥାନ ଗସ୍ତରେ ଅଛନ୍ତି। ରବିବାର ସେ ଜୟପୁରରେ ଭାଜପା କର୍ମୀଙ୍କୁ ସମ୍ବୋଧିତ କରିଥିଲେ। ସେ...

୧୨ ରେଳଯାତ୍ରୀଙ୍କୁ କରୋନା

ନୂଆଦିଲ୍ଲୀ,୨୨।୩(ପି.ଟି.): ଦୁଇଟି ଟ୍ରେନରୁ ୧୨ ଜଣଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରୁ ଗତ ୧୩ ତାରିଖରେ ଏପି ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସରେ ୮...

ଦିଲ୍ଲୀ ମୁହାଁ ୧୫ ଶହ ଗାଡ଼ି: ୭ ଜିଲାର ହଜାରେ ଗାଁର ବାସିନ୍ଦା ଏକଜୁଟ

ନୂଆଦିଲ୍ଲୀ,୧୨।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ଅନ୍ନଦାତାଙ୍କ ଆନ୍ଦୋଳନ ୧୭ ଦିନରେ ପହଞ୍ଚିଛି। ଆନ୍ଦୋଳନକୁ ଜୋର୍‌ଦାର କରିବା ଲାଗି ପଞ୍ଜାବରୁ ଦିଲ୍ଲୀ ମୁହାଁ...

Advertisement
Archives

Model This Week