ଓଡ଼ିଶାରୁ ମୋଦିଙ୍କ ସିଧା ଟାର୍ଗେଟ, ରାହୁଲଙ୍କୁ କରିଦେଲେ ଚ୍ୟାଲେଞ୍ଜ!

ଭୁବନେଶ୍ୱର, ୨୭।୯: ଝାରସୁଗୁଡ଼ା ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାବାସୀଙ୍କୁ ସମ୍ବୋଧନ କରିଛନ୍ତି। ଏହା ସହ ନବରାତ୍ର ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହ ୫୦ହଜାର କୋଟିରୁ ଅଧିକ ମୂଲ୍ୟର ଭେଟି ଦେଇଛନ୍ତି।

ତେବେ ଝାରସୁଗୁଡାରୁ କଂଗ୍ରେସକୁ ସିଧା ଟାର୍ଗେଟ କରିଛନ୍ତି ମୋଦି। ସେ କହିଛନ୍ତି, କଂଗ୍ରେସ ଆପଣଙ୍କୁ ଲୁଟିବାର କୌଣସି ମୌକା ଛାଡ଼ିନି। କଂଗ୍ରେସର ଲୁଟତନ୍ତ୍ରରୁ ଆମେ ବାହାର କରିଛୁ। ୨ ଲକ୍ଷ ରୋଜଗାର କଲେ କଂଗ୍ରେସ ଟ୍ୟାକ୍ସ ନେଉଥିଲା। ଏବେ ୧୨ ଲକ୍ଷ ଯାଏ ରୋଜଗାରରେ ଜିରୋ ଟ୍ୟାକ୍ସ। GSTରେ ବି ଏବେ ସୁଧାର କରାଯାଇଛି। କଂଗ୍ରେସ ସରକାର ଯେଉଁଠି ରହିବ ଲୁଟ କରିବ। କଂଗ୍ରେସ ଠାରୁ ଲୋକଙ୍କୁ ବଞ୍ଚିକି ରହିବାର ଅଛି।

୨୦୧୪ରେ କ୍ଷମତାକୁ ଆସିବା ପରେ ଦେଶକୁ ଲୁଟତନ୍ତ୍ରରୁ ରକ୍ଷା କଲି। ୨୦୧୪ ପର୍ଯ୍ୟନ୍ତ କଂଗ୍ରେସ ଦେଶକୁ ଲୁଟ କରୁଥିଲା। ଆମ ସରକାର ୧୨ ଲକ୍ଷ ଆୟ ପର୍ଯ୍ୟନ୍ତ ଆୟକର ମୁକ୍ତ କରିଛନ୍ତି। କଂଗ୍ରେସ ସରକାର ବେଳେ ୧ ଲକ୍ଷ ଖର୍ଚ୍ଚ ପାଇଁ ୨୫ ହଜାର ଟିକସ ପଡ଼ୁଥିଲା। ମାତ୍ର ଆମ ସରକାରରେ ବର୍ତ୍ତମାନ ୧ ଲକ୍ଷରେ କେବଳ ୪ରୁ ୫ ହଜାର ଟିକସ ଦେବାକୁ ପଡୁଛି ବୋଲି ମୋଦି କହିଛନ୍ତି।

ଓଡ଼ିଶା ପାଇଁ ହାତ ଖୋଲିଦେଲେ ମୋଦି, କଲେ ସବୁଠୁ ବଡ଼ ଘୋଷଣା

 

Dharitri – Odisha’s No.1, Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri