ମୋଦିଙ୍କ ପାଦ ଛୁଇଁଲେ ଅନ୍ତର୍ଜାତୀୟ ଗାୟିକା ମେରି ମିଲବେନ

ଓ୍ବାଶିଂଟନ,୨୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୧ରୁ ୧୩ଜୁନ ମଧ୍ୟରେ ତିନି ଦିନିଆ ଆମେରିକା ଗସ୍ତରେ ଥିଲେ। ବର୍ତ୍ତମାନ ସେ ଇଜିପ୍ଟ ଗସ୍ତରେ ବାହାରିଛନ୍ତି। ଆମେରିକା ଗସ୍ତ ସମୟରେ ସେ ଅନେକ କାର୍ଯ୍ୟକ୍ରମରେ ଭାଗ ନେଇଥିଲେ। ତାଙ୍କର ଗସ୍ତର ଶେଷ ଦିନରେ ସେ ରାଜଧାନୀ ୱାଶିଂଟନର ରୋନାଲ୍ଡ ରିଗନ ବିଲଡିଂରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଡିଆରପିଏକୁ ସମ୍ବୋଧିତ କରିଥିଲେ। ଏଠାରେ ତାଙ୍କ କାର୍ଯ୍ୟକ୍ରମରେ ଜାତୀୟ ସଂଗୀତ ଗାଇବାକୁ ଆସିଥିବା ଅନ୍ତର୍ଜାତୀୟ ଗାୟିକା ମେରି ମିଲବେନ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପସ୍ଥିତିରେ ଜନ ଗଣ ମନ ଗାଇଥିଲେ। ଏହି ସମୟରେ ସେ ପିଏମ ମୋଦିଙ୍କ ପାଦ ଛୁଇଁଥିଲେ। ମେରି ମିଲବେନ କହିଛନ୍ତି ଯେ ଏଠାରେ ଥିବାରୁ ମୁଁ ଅତ୍ୟନ୍ତ ଗୌରବାନ୍ବିତ। ପ୍ରଧାନମନ୍ତ୍ରୀ ମୋଦି ଜଣେ ଅଦ୍ଭୁତ ଏବଂ ଦୟାଳୁ ବ୍ୟକ୍ତି। ଏହି ସପ୍ତାହରେ ତାଙ୍କ ରାଜକୀୟ ଯାତ୍ରାରେ ସାମିଲ ହେବା ମୋ ପାଇଁ ଗୌରବର ବିଷୟ।

 


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri