Posted inଜାତୀୟ

ଅନୁଚ୍ଛେଦ ୩୭୦ ହଟିବା ପରେ ମୋଦିଙ୍କ ପ୍ରଥମ ଜମ୍ମୁ-କଶ୍ମୀର ଗସ୍ତ, ୨୦ ହଜାର କୋଟିର ପରିଯୋଜନା ଉପହାର…

ଶ୍ରୀନଗର, ୨୪।୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଜମ୍ମୁ-କଶ୍ମୀରର ସାମ୍ବାରେ ପହଞ୍ଚିଛନ୍ତି। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟିବା ପରେ ଏହା ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଜମ୍ମୁ-କଶ୍ମୀର ଗସ୍ତ। ସେ ଏଠାରେ ପ୍ରାୟ ୨୦ ହଜାର କୋଟି ଟଙ୍କା ମୂଲ୍ୟର ପରିଯୋଜନାର ଲୋକାର୍ପିତ କରିଛନ୍ତି। ସେଥିମଧ୍ୟରେ ବାନିହଲ-କାଜିଗୁଣ୍ଡ ସଡକ ଟନେଲର ଉଦଘାଟନ ମଧ୍ୟ ଅନ୍ତର୍ଭୁକ୍ତ।

ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ସାମ୍ବା ଜିଲାର ପଲ୍ଲୀ ପଞ୍ଚାୟତରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ସେଠାରୁ ସେ ସାରା ଦେଶରେ ଗ୍ରାମ ସଭାକୁ ସମ୍ବୋଧିତ କରିଛନ୍ତି। ଏଠାରୁ ଦେଶର ପ୍ରତ୍ୟେକ ଜିଲାର ୭୫ ଟି ଜଳାଶୟ ବିକାଶ ତଥା ନବୀକରଣ ପାଇଁ ପ୍ରୟାସର ଏକ ଅଂଶ ଭାବରେ ପ୍ରଧାନମନ୍ତ୍ରୀ ଅମୃତ ସରୋବର ନାମକ ଏକ ନୂତନ ପଦକ୍ଷେପ ଆରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀ ପ୍ରାୟ ୧୧ଟା ୫୦ ରେ ଜମ୍ମୁରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri