‘ମୋଦିଙ୍କ ଗ୍ୟାରେଣ୍ଟି, ୧ ବର୍ଷରେ ଯୁବକଙ୍କୁ ମିଳିବ…’

କେନ୍ଦ୍ରାପଡ଼ା,୨୭।୫: କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ପାଟକୁରାରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ବିଜେଡି ଉପରେ ବର୍ଷିଛନ୍ତି। ବିଶ୍ବଶର୍ମା ତାଙ୍କ ବକ୍ତବ୍ୟରେ କହିଛନ୍ତି, ଏ ରାଜ୍ୟକୁ ଯଦି ଭଲ ସରକାର ମିଳେ, ଓଡ଼ିଶା ୧ ନମ୍ବର ହୋଇପାରିବ। ଏବେ ଓଡ଼ିଶାର ହାଲତ କଣ ଅଛି ସମସ୍ତେ ଦେଖିପାରୁଥିବେ।

ରାଜ୍ୟରେ ୧ ଲକ୍ଷ ଚାକିରି ଖାଲିପଡ଼ିଛି, ଯୁବକଙ୍କୁ ଚାକିରି ମିଳୁନି। ନବୀନ ବାବୁ ଚାହିଁଥିଲେ, ୧ ବର୍ଷରେ ୧ ଲକ୍ଷ ଚାକିରି ଦେଇପାରିଥାନ୍ତେ। ଓଡ଼ିଶାରେ ଭାଜପା ସରକାର ଆସିଲେ ପ୍ରଥମ ବର୍ଷ ୧ ଲକ୍ଷ ଚାକିରି ମିଳିବ। ଏହା ମୋଦିଙ୍କ ଗ୍ୟାରେଣ୍ଟି ବୋଲି ହିମନ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନକିଣାରେ ଅବ୍ୟବସ୍ଥା: ଚିନ୍ତାରେ ଶତାଧିକ ଚାଷୀ

ତିହିଡ଼ି,୧୭ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ ଧାନ ଅମଳ…

ଭାଜପାରେ ସାମିଲ ହେଲେ ବିଜେଡି-କଂଗ୍ରେସର ବହୁ କର୍ମକର୍ତ୍ତା

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡ଼ିଆ ସଦର ବ୍ଲକ କଲ୍ୟାଣମଣ୍ଡପଠାରେ ଭାରତୀୟ ଜନତା ପାର୍ଟିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ମିଶ୍ରଣ ପର୍ବରେ ମାଲକାନଗିରି ବିଧାୟକ…

ପ୍ରବଳ ଖରା ଯୋଗୁ ସକାଳୁଆ ସ୍କୁଲ, ଜାଣନ୍ତୁ କେଉଁ ଜିଲାରେ ହେଲା ଘୋଷଣା

ନୂଆପଡା,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

ଆନ୍ତଃଜିଲା ବାଇକ ଚୋରି ର଼୍ୟାକେଟ୍‌ର ପର୍ଦ୍ଦାଫାଶ, ୭ ଗିରଫ

ରିଷିଡା ୧୭।୬: (ସୁଶାନ୍ତ ମଲ୍ଲିକ): ମ.ରାମପୁର ପୋଲିସକୁ ମିଳିଛି ବଡ଼ ସଫଳତା । ଆନ୍ତଃ ଜିଲା ବାଇକଚୋରି ର଼୍ୟାକେଟ ବର୍ତ୍ତମାନ ପୋଲିସ ହାତରେ । ଦୀର୍ଘଦିନ ଧରି…

ସ୍ବାଧୀନତାର ୭୮ ବର୍ଷ ପରେ ବି ଅନ୍ଧାରରେ ଗ୍ରାମବାସୀ: ଦେଲେ ଏଭଳି ଚେତାବନୀ, ବିଜୁଳି ନ ମିଳିଲେ …

ଥୁଆମୁଳ ରାମପୁର, ୧୭।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଆଦିବାସୀ ଅଧ୍ୟୁଷିତ ଥୁଆମୁଳ ରାମପୁର ବ୍ଲକ ଅଧୀନସ୍ଥ ‘ତୁମୋନୀଖୋଲ’ ଗ୍ରାମକୁ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ପହଞ୍ଚି…

ସୁବର୍ଣ୍ଣପୁର ପରେ ଏହି ଜିଲାରେ ସ୍କୁଲ ଛୁଟି, ୨୨ରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

ଅନ୍ଧାରରେ ଲୁଚି ମଣିଷର ଜାସୁସୀ କରୁଛନ୍ତି ଏଲିଅନ! ବୈଜ୍ଞାନିକଙ୍କ ଏହି ଚେତାବନୀ ସାରା ବିଶ୍ୱରେ ସୃଷ୍ଟି କଲାଣି ଆତଙ୍କ

ବିଗତ ଅନେକ ବର୍ଷ ଧରି ଏହି ସୌରମଣ୍ଡଳରେ ଏଲିଅନଙ୍କ ଉପସ୍ଥିତିକୁ ନେଇ ଅନେକ ବଡ଼ ବଡ଼ ଦାବି କରାଯାଇଛି। ହେଲେ ଏପର୍ଯ୍ୟନ୍ତ ଏହା ଏକ ଅସମାହିତ ପ୍ରଶ୍ନ…

ଗର୍ଜିଲା ଶୁଭମନଙ୍କ ବ୍ୟାଟ୍‌; ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ କଲେ ଏମିତି କାରନାମା, ସବୁ ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୧୭।୬: ଲକ୍ଷ୍ନୌରେ ଖେଳାଯାଉଥିବା ଭାରତ ବନାମ ଆଫଗାନିସ୍ତାନ ଦ୍ୱିତୀୟ ଦିନିକିଆ (ODI) ମ୍ୟାଚରେ ଶୁଭମନ ଗିଲ ଏକ ଚମତ୍କାର ଶତକ ହାସଲ କରିଛନ୍ତି। ସେ ୭୭ ବଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri