Posted inଜାତୀୟ

ଏଥର ମୋଦିଙ୍କ ପ୍ରଭାବ ପଡ଼ିବ ନାହିଁ: ସଚିନ ପାଇଲଟ

ଜୟପୁର,୨୦।୯: ରାଜସ୍ଥାନ ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ଏଥିପାଇଁ ସମସ୍ତ ଦଳ ଜିତିବାକୁ ଉଦ୍ୟମ କରୁଛନ୍ତି। ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ କଂଗ୍ରେସ ଦଳର ପ୍ରସ୍ତୁତି ବିଷୟରେ ବୁଧବାର ସୂଚନା ଦେଇଛନ୍ତି। ପାଇଲଟ କହିଛନ୍ତି, ରାଜସ୍ଥାନ କଂଗ୍ରେସରେ ବିବାଦ ପରିସ୍ଥିତିକୁ ନିୟନ୍ତ୍ରଣ କରାଯାଇଛି ଏବଂ ବର୍ତ୍ତମାନ କଂଗ୍ରେସ ଏକତା ସହିତ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବ। ଗତ ନିର୍ବାଚନରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜସ୍ଥାନରେ ପ୍ରଚାର କରିଥିଲେ, କିନ୍ତୁ ସରକାର କଂଗ୍ରେସ ଗଠନ କରିଥିଲା। ଏଥର ମଧ୍ୟ ମୋଦିଙ୍କ ଗସ୍ତକୁ ନେଇ ଜନସାଧାରଣଙ୍କ ଉପରେ କୌଣସି ପ୍ରଭାବ ପଡ଼ିବ ନାହିଁ। ଏ
ମୁଖ୍ୟମନ୍ତ୍ରୀ ଏବଂ ବିଧାୟକ ପଦବୀ ପାଇଁ ଦାବିଦାରଙ୍କ ପ୍ରଶ୍ନ ଉପରେ ସଚିନ ପାଇଲଟ କହିଛନ୍ତି ଯେ, କଂଗ୍ରେସ ପାର୍ଟିରେ କାହାକୁ କେଉଁ ପଦବୀ ମିଳିବ ତାହା ହାଇକମାଣ୍ଡଙ୍କ ଦ୍ୱାରା ନିଷ୍ପତି ନିଆଯାଏ। କଂଗ୍ରେସ କାର୍ଯ୍ୟକାରିଣୀ ବୈଠକରେ ୫ଟି ରାଜ୍ୟରେ ହେବାକୁ ଥିବା ନିର୍ବାଚନ ଉପରେ ଆଲୋଚନା ହୋଇଛି ଏବଂ ସମସ୍ତ ରାଜ୍ୟରେ କିପରି ନିର୍ବାଚନ ଜିତିବେ ସେନେଇ ଆଲୋଚନା ହୋଇଛି। ଏଥର ମିଳିତ ମେଣ୍ଟ ‘ଇଣ୍ଡିଆ’ କେନ୍ଦ୍ର ସରକାର ଗଢହିବ ବୋଲି ପାଇଲଟ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri