Posted inଜାତୀୟ

ମୋଦିଙ୍କ ନୂଆ ଟିମ୍‌ରେ ୪ ଡାକ୍ତର

ନୂଆଦିଲ୍ଲୀ,୭।୭: ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତ୍ରିମଣ୍ଡଳ ବୁଧବାର ସମ୍ପ୍ରସାରଣ ହୋଇଛି। ୪୩ ଜଣ ମନ୍ତ୍ରୀ ଶପଥ ଗ୍ରହଣ ନେଇଛନ୍ତି। ଗୁରୁତ୍ୱପୂର୍ଣ୍ଣ ବିଷୟ ମୋଦିଙ୍କ ନୂଆ ଟିମ୍‌ରେ ୪ ଜଣ ଡାକ୍ତର ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ପଶ୍ଚିମବଙ୍ଗର ବାଙ୍କୁରା ଆସନରୁ ଲୋକସଭାକୁ ଆସିଥିବା ସୁବାସ ସରକାର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଶପଥ ନେଇଛନ୍ତି। ଏମ୍‌ପି ସୁବାସ ପେଶାରେ ଜଣେ ଡାକ୍ତର। ସେ ସ୍ତ୍ରୀ ଓ ପ୍ରସୂତୀ ବିଶେଷଜ୍ଞ ଭାବେ କାମ କରିଛନ୍ତି ।

ରାଜ୍ୟସଭା ଏମ୍‌ପି ଡାକ୍ତର ଭାଗବତ କ୍ରିଷ୍ଣାରାଓ କରାଡଙ୍କୁ ମଧ୍ୟ ମୋଦିଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ମିଳିଛି । ଭାଗବତ କ୍ରିଷ୍ଣାରାଓ କରାଡ ଜଣେ ଡାକ୍ତର ଭାବେ ଔରଙ୍ଗାବାଦରେ ଏକ ମଲ୍ଟି ସ୍ପେଶାଲିଷ୍ଟ ହସ୍ପିଟାଲ ଆଣ୍ଡ ରିସର୍ଚ୍ଚ ସେଣ୍ଟର ଚଳାଉଛନ୍ତି । ସେହିପରି ମନ୍ତ୍ରୀ ଭାବେ ଶପଥ ନେଇଥିବା ମହାରାଷ୍ଟ୍ର ଡିଣ୍ଡୋରି ଏମ୍‌ପି ଭାରତୀ ପରଭିନ ପାୱାର ମଧ୍ୟ ପେଶାରେ ଜଣେ ଡାକ୍ତର । ରାଜନୀତିକୁ ଆସିବା ଆଗରୁ ସେ ଡାକ୍ତର ଭାବେ ଲୋକଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇ ଦେଉଥିଲେ । ମନ୍ତ୍ରୀ ଭାବେ ଆଉ ଜଣେ ଶପଥ ନେଇଥିବା ଡାକ୍ତର ହେଉଛନ୍ତି ଗୁଜୁରାଟ ସୁରେନ୍ଦ୍ର ନଗର ଏମ୍‌ପି ମୁଞ୍ଜାପରା ମହେନ୍ଦ୍ର ଭାଇ। ଗୁଜୁରାଟ ୟୁନିଭର୍ସିଟିରେ ସେ ଜେନେରାଲ ମେଡିସିନର ଏମ୍‌ଡି ଭାବେ କାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ରାଜ୍ୟପାଳଙ୍କୁ ଭେଟିଲେ କଙ୍ଗନା

ମୁମ୍ବାଇ,୧୩ ।୯: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାନାୱତ ଓ ମହାରାଷ୍ଟ୍ରର ଶିବସେନା ସରକାରଙ୍କ ମଧ୍ୟରେ ଲାଗି ରହିଛି ବିବାଦ । ଏହାରି ଭିତରେ ବିଏମ୍‌ସି ପକ୍ଷରୁ...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆସନ୍ତା ୬ ମାସ ମାସ୍କ ପିନ୍ଧିବା ବାଧ୍ୟତାମୂଳକ

ମୁମ୍ବାଇ,୨୦।୧୨-ସାରା ଦେଶରେ କରୋନା ତାର କାୟା ବିସ୍ତାର କରିଚାଲିଥିବାବେଳେ ଏଥିରେ ସବୁଠୁ ପ୍ରଭାବିତ ହୋଇଛି ମହାରାଷ୍ଟ୍ର। ବର୍ତ୍ତମାନ ଶୀତ ଋତୁ ଆରମ୍ଭ ହୋଇଯାଇଥିବାରୁ ମହାମାରୀ କରୋନା...

ଶହୀଦଙ୍କ ଭଉଣୀ କହିଲେ, ‘ଆଜି ମୋ ଭାଇର ଆତ୍ମାକୁ ଶାନ୍ତି ମିଳିବ’

ଲକ୍ଷ୍ନୌ,୧୦।୭: ଉତ୍ତର ପ୍ରଦେଶର ମୋଷ୍ଟ ୱାଣ୍ଟେଡ ଗ୍ୟାଙ୍ଗଷ୍ଟର ବିକାଶ ଦୁବେ ଗିରଫ ହେବାର ଗୋଟିଏ ଦିନ ପରେ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ଉତ୍ତର ପ୍ରଦେଶ ପୋଲିସର...

ନାମାଙ୍କନପତ୍ର ଦାଖଲ କଲେ ଜୟଶଙ୍କର

ନୂଆଦିଲ୍ଲୀ,୨୬ା୬(ପି.ଟି.): ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଗୁଜରାଟରୁ ଭାଜପାର ରାଜ୍ୟ ସଭା ପ୍ରାର୍ଥୀ ହୋଇଛନ୍ତି। ଜୁଲାଇ ୫ରେ ହେବାକୁ ଥିବା ଉପନିର୍ବାଚନ ଲାଗି ସେ ମଙ୍ଗଳବାର...

କଂଗ୍ରେସକୁ ଟାର୍ଗେଟ କଲେ ଶାହ

ଦିସପୁର,୯।୯: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ସୋମବାର ଆସାମ ଗସ୍ତରେ ଯାଇ ସେଠାରେ ଆୟୋଜିତ ନର୍ଥ ଇଷ୍ଟ ଡେମୋକ୍ରେଟିକ୍‌ ଆଲାଏନ୍ସ(ଏନ୍‌ଇଡିଏ)ରେ ଯୋଗ ଦେଇଥିଲେ। ଏଠାରେ ଉଦ୍‌ବୋଧନ ଦେବା...

ଆମେରିକାରେ ଭାରତର ରାଷ୍ଟ୍ରଦୂତ ହେବେ ସାନ୍ଧୁ

ନୂଆଦିଲ୍ଲୀ,୧୫ା୧(ପି.ଟି.): ଶ୍ରୀଲଙ୍କାରେ ଭାରତର ହାଇକମିଶନର ଭାବେ କାର୍ଯ୍ୟରତ ତରନ୍‌ଜିତ ସିଂ ସାନ୍ଧୁ ଆମେରିକାରେ ପରବର୍ତ୍ତୀ ରାଷ୍ଟ୍ରଦୂତ ଭାବେ କାର୍ଯ୍ୟ କରିବେ। ଆମେରିକାରେ ଭାରତର ରାଷ୍ଟ୍ରଦୂତ ଥିବା...

ତୃତୀୟ ଲହରରେ ଶିଶୁ-କିଶୋରଙ୍କୁ କିଭଳି ମିଳିବ ସୁରକ୍ଷା: ଜବାବ୍‌ ତଲବ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୬।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦିଲ୍ଲୀର ବିଭିନ୍ନ ହସ୍ପିଟାଲରେ ଦେଖାଦେଇଥିବା ଅକ୍ସିଜେନ୍‌ ଅଭାବ ମାମଲାର ବିଚାର ସମୟରେ ସୁପ୍ରିମ୍‌କୋର୍ଟ ଦିଲ୍ଲୀ ସରକାରଙ୍କୁ ଜବାବ୍‌ ତଲବ...

ଦାରିଦ୍ର୍ୟ ଯୋଗୁ ନିଜ ପିଲାଙ୍କୁ ବନ୍ଧା ରଖି ଋଣ ଆଣୁଛନ୍ତି ଲୋକେ

ଶିବପୁରୀ,୯।୮: ଉତ୍ତର ପ୍ରଦେଶ ଶିବପୁରୀ ଜିଲାର ମୁଧେନି ଗାଁରେ ଦାରିଦ୍ର୍ୟତାର ଏକ କରୁଣ ଚିତ୍ର ଦେଖିବାକୁ ମିଳିଛି। ଏହି ଗାଁର ଲୋକେ ମେଷପାଳକଙ୍କ ପାଖରେ ନିଜ...

Advertisement


Archives

Model This Week