Posted inଜାତୀୟ

୨ଥର ପ୍ରଧାନମନ୍ତ୍ରୀ ହେବା ପରେ ମୋଦିଙ୍କ ଆଗାମୀ ଲକ୍ଷ୍ୟ ରହିଛି…

ନୂଆଦିଲ୍ଲୀ,୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତର ଦ୍ୱିତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହୋଇଛନ୍ତି। ୭୧ ବର୍ଷ ବୟସରେ ମଧ୍ୟ ସେ ଦେଶର ଦାୟିତ୍ୱ ପରିଚାଳନା କରିବା ପାଇଁ ପ୍ରତିଶ୍ରୁତିବଦ୍ଧ। ନିଜର ଆଗାମୀ ଲକ୍ଷ୍ୟ ବିଷୟରେ ମତ ରଖି ମୋଦି କହିଛନ୍ତି, ସେ ଦୁଇଥର ଦେଶର ପ୍ରଧାନମନ୍ତ୍ରୀ ହୋଇଥିଲେ ମଧ୍ୟ ତାଙ୍କର ଉଦ୍ଦେଶ୍ୟ ‘ବିଶ୍ରାମ‘ ନୁହେଁ, ବରଂ ସରକାରୀ ଯୋଜନାର ଶତପ୍ରତିଶତ ଲକ୍ଷ୍ୟ ହାସଲ କରିବା। ଏଥିପାଇଁ ସେ ନୂତନ ସଂକଳ୍ପ ଏବଂ ନୂତନ ଶକ୍ତି ସହିତ ଆଗକୁ ବଢିବାକୁ ପ୍ରସ୍ତୁତ ହେଉଛନ୍ତି।
ଭିଡିଓ କନଫରେନ୍ସ ଜରିଆରେ ‘ଉତ୍କର୍ଷ ସମାରୋହ’କୁ ସମ୍ବୋଧିତ କରିବାବେଳେ ପ୍ରଧାନମନ୍ତ୍ରୀ କହିଛନ୍ତି, ଦିନେ ବିରୋଧୀ ଦଳର ଜଣେ ବଡ ନେତା ତାଙ୍କୁ ଭେଟିବାକୁ ଆସିଥିଲେ ଏବଂ ସେ ତାଙ୍କୁ କହିଥିଲେ ଯେ, ମୋଦି ଜି ଆଉ କ’ଣ କରିବାର ଅଛି,ଦେଶ ଆପଣଙ୍କୁ ଦୁଇଥର ପ୍ରଧାନମନ୍ତ୍ରୀ କରାଇଲା। ଏବେ ଆଉ କଣ କରିବେ।

ପ୍ରଧାନମନ୍ତ୍ରୀ ଉକ୍ତ ନେତାଙ୍କ ନାମ ରଖି ନାହାଁନ୍ତି, କିନ୍ତୁ ରାଜନୈତିକ ସ୍ତରରେ ତାଙ୍କୁ ବିରୋଧ ଜାରି ରଖିଛନ୍ତି ବୋଲି କହିଛନ୍ତି, କିନ୍ତୁ ମୁଁ ମଧ୍ୟ ତାଙ୍କୁ ସମ୍ମାନ ଦେଉଛି। ସେ ଜାଣନ୍ତି ନାହିଁ ଯେ ମୋଦି ଏକ ଭିନ୍ନ ମାଟିରୁ ଆସିଛନ୍ତି। ଗୁଜରାଟ ମାଟିି ତାଙ୍କୁ ପ୍ରସ୍ତୁତ କରିଛି। ଯାହା ବି ହେଉ, ବିଶ୍ରାମ ନୁହେଁ,ମୋର ସ୍ବପ୍ନ – ପରିପୂର୍ଣ୍ଣତା। ସରକାରୀ ଯୋଜନାଗୁଡିକ ୧୦୦% ଲକ୍ଷ୍ୟ ଆଡକୁ ଆଗକୁ ବଢିଛି। ଲୋକଙ୍କ ନିକଟରେ ସବୁ ଯୋଜନାଗୁଡିକ ପହଞ୍ଚାଇବାକୁ ପଡ଼ିବ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri