Posted inଜାତୀୟ

ଟିକାକରଣ ସାର୍ଟିଫିକେଟରୁ ହଟିବ ମୋଦିଙ୍କ ଫଟୋ:  ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୬।୩: କରୋନା ଟିକାକରର ପରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ପ୍ରଦାନ କରାଯାଉଥିବା ସାର୍ଟିଫିକେଟରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ହଟାଇବା ପାଇଁ ଭାରତୀୟ ନିର୍ବାଚନ କମିଶନ ନିର୍ଦ୍ଦେଶ ଜାରି କରିଛନ୍ତି। ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଆଚରଣ ବିଧି ଅନ୍ତର୍ଗତ ନିର୍ବାଚନ କମିଶନ ଏଭଳି ତିଷ୍ପତ୍ତି ଗ୍ରହଣ କରିଛନ୍ତି। ସାର୍ଟିଫିକେଟରୁ ମୋଦିଙ୍କ ଫଟୋ ହଟାଇବା ଲାଗି ନିର୍ବାଚନ କମିଶନ ସ୍ବାସ୍ଥ୍ୟ ମନ୍ତ୍ରଣାଳୟକୁ ନିର୍ଦ୍ଦେଶ ଦେଇଛନ୍ତି। ମୋଦିଙ୍କ ଫଟୋକୁ ନେଇ ବିରୋଧୀ ଦଳଙ୍କ ପକ୍ଷରୁ ଅଭିଯୋଗ ହୋଇଥିଲା। ଅଭିଯୋଗ ଆଧାରରେ ନିର୍ବାଚନ ଆଚରଣ ବିଧିର ଯେପରି ଉଲ୍ଲଂଘନ ନ ହେବ ସେନେଇ ନିର୍ବାଚନ କମିଶନ ଏହି ପଦକ୍ଷେପ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri