Posted inଜାତୀୟ

ଅମ଼୍ବାନୀ ଘର ବାହାଘର: ରାସ୍ତାସାରା ଲାଗିଛି ମୋଦିଙ୍କ ପୋଷ୍ଟର

ମୁମ଼୍ବାଇ, ୧୨।୦୭: ଏସିଆର ସବୁଠାରୁ ଧନୀ ବ୍ୟବସାୟୀ ମୁକେଶ ଅମ଼୍ବାନୀ ଏବଂ ନୀତା ଅମ଼୍ବାନୀଙ୍କ ସାନପୁଅ ଅନନ୍ତ ଅମ଼୍ବାନୀ ଆଜି ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି । ମୁମ଼୍ବାଇର ଜିଓ ୱାଲର୍‌ଡ ସେଣ୍ଟରରେ ଅନନ୍ତ, ରାଧିକା ମର୍ଚ୍ଚାଣ୍ଟଙ୍କ ସହ ସାତଫେରା ନେବେ । ବିଶ଼୍ବର ବିଭିନ୍ନ କୋଣରୁ ସେଲିବ୍ରେଟିମାନେ ଏହି ବିବାହ ଉତ୍ସବରେ ସାମିଲ୍‌ ହେବେ । ତେଣୁ ଏହି ହାଇ-ପ୍ରୋଫାଇଲ୍‌ ବାହାଘରକୁ ନେଇ ଚର୍ଚ୍ଚା ଲାଗିରହିଛି ।

ମୁମ଼୍ବାଇର ବିବାହ ଭେନ୍ୟୁକୁ ଯିବାକୁ ଥିବା ରାସ୍ତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୋଷ୍ଟର ସମସ୍ତଙ୍କ ଧ୍ୟାନ ଆକର୍ଷଣ କରିଛି । ମିଳିଥିବା ସୂଚନା ଅନୁସାରେ ଏହି ପୋଷ୍ଟର ଭାରତୀୟ ଜନତା ପାର୍ଟି ପକ୍ଷରୁ ଲଗାଯାଇଛି । ଅମ଼୍ବାନୀଙ୍କ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଜିଓ ୱାଲର୍‌ଡ ସେଣ୍ଟରର ରାସ୍ତାରେ ବିଭିନ୍ନ ପ୍ରକାରର ପୋଷ୍ଟର ଲଗାଯାଇଛି । ଏଥିରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁମ଼୍ବାଇକୁ ହାର୍ଦ୍ଦିକ ସ଼୍ବାଗତ ବୋଲି ଏହି ପୋଷ୍ଟର ଗୁଡ଼ିକରେ ଉଲ୍ଲେଖ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା ପାଇଁ ଲୋକମାନେ ନୟାନ୍ତ ହେବା ଅତ୍ୟନ୍ତ ଦୁଃଖଦାୟକ: ନବୀନ

ଭୁବନେଶ୍ୱର,୧୯।୬(ସୁନିତ୍‌ ମିଶ୍ର): ରାଜ୍ୟର ଲୋକମାନେ ଭତ୍ତା ପାଇଁ ନୟାନ୍ତ ହେବା ଅତ୍ୟନ୍ତ ଦୁଃଖଦାୟକ। ୨ ବର୍ଷ ପୂରଣ କରିଥିବା ଭାଜପା ସରକାରର ଏଇଆ କ’ଣ ଫାଇଦା କି…

କାର୍‌ ସହ ଭାଜପା ନେତାଙ୍କୁ ଜାଳିଦେଲେ

ରାୟପୁର, ୧୯।୬: ଛତିଶଗଡ଼ କୋରିଆ ଜିଲାରେ ବାଲି ଖନନକୁ କେନ୍ଦ୍ର କରି ୨ଗୋଷ୍ଠୀ ମଧ୍ୟରେ ଏକ ଜଘନ୍ୟ ହିଂସାକାଣ୍ଡ ଘଟିଛି। ଅଭିଯୁକ୍ତମାନେ ଏକ କାର୍‌କୁ ଧକ୍କା ଦେଇ…

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri