Posted inଜାତୀୟ

ମୋଦିଙ୍କ କଡ଼ା ଜବାବ: ବିହାରରେ ଡବଲ୍‌ ଯୁବରାଜଙ୍କ ସ୍ଥିତି ହେବ ଦୟନୀୟ, ଡବଲ ଇଞ୍ଜିନ ସରକାର ଆଗେଇବ

ପାଟନା,୧।୧୧: ବିହାର ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଛପରାଠାରେ ଆୟୋଜିତ ସଭାରେ ଜନସାଧାରଣଙ୍କୁ ସମ୍ବୋଧିତ କରିଛନ୍ତି। ସେ କଂଗ୍ରେସର ରାହୁଲ ଗାନ୍ଧୀ ଏବଂ ଆର୍‌ଜେଡ଼ିର ତେଜସ୍ବୀ ଯାଦବଙ୍କ ନାମ ନ ନେଇ କହିିଛନ୍ତି ଯେ, ବିହାରରେ ଡବଲ ଯୁବରାଜ ନିର୍ବାଚନ ଜିଣିବାର ଉଦ୍ୟମ କରୁଛନ୍ତି। ତେବେ ଶେଷରେ ସେମାନଙ୍କ ଅବସ୍ଥା ଉତ୍ତରପ୍ରଦେଶ ଭଳି ହେବ। ରାଜ୍ୟରେ ଜଣେ ଯୁବରାଜଙ୍କ ଯୋଗୁ ଜଙ୍ଗଲରାଜ ଆରମ୍ଭ ହୋଇଥିଲା। ମାତ୍ର ଏନ୍‌ଡିଏର ଡବଲ ଇଞ୍ଜିନ ସରକାର ଯୋଗୁ ରାଜ୍ୟର ବହୁବିଧ ବିକାଶ ସମ୍ଭବ ହୋଇପାରିଛି। ବିଧାନସଭା ନିର୍ବାଚନରେ ଡବଲ ଇଞ୍ଜିନ ସରକାର ଆଗେଇବ। କିନ୍ତୁ ଅପରପକ୍ଷରେ ଡବଲ ଯୁବରାଜଙ୍କ ସ୍ଥିତି ଦୟନୀୟ ହେବ। ବିହାର ଜନତା ଉତ୍ତରପ୍ରଦେଶ ଭଳି ଯୁବରାଜମାନଙ୍କୁ ପ୍ରତ୍ୟାଖାନ କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri