Posted inଜାତୀୟ

ମୋଦିଙ୍କ କଡ଼ା ଜବାବ: ବିହାରରେ ଡବଲ୍‌ ଯୁବରାଜଙ୍କ ସ୍ଥିତି ହେବ ଦୟନୀୟ, ଡବଲ ଇଞ୍ଜିନ ସରକାର ଆଗେଇବ

ପାଟନା,୧।୧୧: ବିହାର ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଛପରାଠାରେ ଆୟୋଜିତ ସଭାରେ ଜନସାଧାରଣଙ୍କୁ ସମ୍ବୋଧିତ କରିଛନ୍ତି। ସେ କଂଗ୍ରେସର ରାହୁଲ ଗାନ୍ଧୀ ଏବଂ ଆର୍‌ଜେଡ଼ିର ତେଜସ୍ବୀ ଯାଦବଙ୍କ ନାମ ନ ନେଇ କହିିଛନ୍ତି ଯେ, ବିହାରରେ ଡବଲ ଯୁବରାଜ ନିର୍ବାଚନ ଜିଣିବାର ଉଦ୍ୟମ କରୁଛନ୍ତି। ତେବେ ଶେଷରେ ସେମାନଙ୍କ ଅବସ୍ଥା ଉତ୍ତରପ୍ରଦେଶ ଭଳି ହେବ। ରାଜ୍ୟରେ ଜଣେ ଯୁବରାଜଙ୍କ ଯୋଗୁ ଜଙ୍ଗଲରାଜ ଆରମ୍ଭ ହୋଇଥିଲା। ମାତ୍ର ଏନ୍‌ଡିଏର ଡବଲ ଇଞ୍ଜିନ ସରକାର ଯୋଗୁ ରାଜ୍ୟର ବହୁବିଧ ବିକାଶ ସମ୍ଭବ ହୋଇପାରିଛି। ବିଧାନସଭା ନିର୍ବାଚନରେ ଡବଲ ଇଞ୍ଜିନ ସରକାର ଆଗେଇବ। କିନ୍ତୁ ଅପରପକ୍ଷରେ ଡବଲ ଯୁବରାଜଙ୍କ ସ୍ଥିତି ଦୟନୀୟ ହେବ। ବିହାର ଜନତା ଉତ୍ତରପ୍ରଦେଶ ଭଳି ଯୁବରାଜମାନଙ୍କୁ ପ୍ରତ୍ୟାଖାନ କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟରୁ ଖୋଲିପାରେ ସିନେମା ହଲ୍‌!

ନୂଆଦିଲ୍ଲୀ,୨୫।୭: କରୋନା ସଙ୍କଟ ଯୋଗୁ ସବୁ କ୍ଷେତ୍ର ଭଳି ଫିଲ୍ମ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ପଡ଼ିଛି। ଦେଶରେ ମାର୍ଚ୍ଚରୁ ସିନେମା ହଲ୍‌ ବନ୍ଦ ଥିବା...

ମହାରାଷ୍ଟ୍ରର ପରବର୍ତ୍ତୀ ବାଚସ୍ପତି କଂଗ୍ରେସରୁ

ପୁଣେ, ୧୧।୭: ମହାରାଷ୍ଟ୍ର ବିଧାନସଭାର ପରବର୍ତ୍ତୀ ବାଚସ୍ପତି କଂଗ୍ରେସ ଦଳରୁ ହେବେ। ଏନେଇ ଶାସକ ମହା ବିକାଶ ଅଘାଡ଼ି(ଏମ୍‌ଭିଏ) ନିଷ୍ପତ୍ତି ନେଇଥିବା ଏନ୍‌ସିପି ଅଧ୍ୟକ୍ଷ ଶରଦ...

ବରିଷ୍ଠତା ଆଧାରରେ ହୋଇଥାଏ ସିଇସିଙ୍କ ନିଯୁକ୍ତି : ସୁପ୍ରିମ୍‌କୋର୍ଟରେ କେନ୍ଦ୍ର ସରକାରଙ୍କ ଜବାବ…

ନୂଆଦିଲ୍ଲୀ,୨୩।୧୧ : ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଏବଂ ନିର୍ବାଚନ କମିଶନର (ଇସି) ନିଯୁକ୍ତି ପ୍ରକ୍ରିୟା ଉପରେ ସୁପ୍ରିମକୋର୍ଟଙ୍କ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ସରକାର କହିଛନ୍ତି...

ଚାଇନା ସୀମା ବିବାଦ: ଉତ୍ତରରେ ଶତ୍ରୁକୁ କଡା ଜବାବ ଦେବ ମିଗ୍‌-୨୯କେ

ନୂଆଦିଲ୍ଲୀ,୨୧।୭: ଭାରତ-ଚାଇନା ସୀମା ବିବାଦ ଦିନକୁ ଦିନ ବଢି ଚାଲିଥିବା ବେଳେ ସୀମାରେ ବି ନିଜର ଶକ୍ତି ବୃଦ୍ଧିରେ ଲାଗିଛି ଭାରତୀୟ ନୌସେନା। ଏବେ ଭାରତୀୟ...

ବ୍ରତ ଭାଙ୍ଗିବା ପାଇଁ ପନୀର ବଦଳରେ ଆସିଲା ଚିକେନ

ନାଗପୁର,୬।୭: ପୁଣେର ଅତିରିକ୍ତ ଜିଲା ଉପଭୋକ୍ତା ଫୋରମ ଖାଦ୍ୟ ଡେଲିଭରି କରୁଥିବା କମ୍ପାନୀ ଜୋମାଟୋ ଓ ହୋଟେଲ ଉପରେ ୫୫ହଜାର ଟଙ୍କାର ଜୋରିମାନା ଲଗାଇଛନ୍ତି। ଉକ୍ତ...

ବେଡ୍‌ରୁମ ପାଲଟିଛି ଆଇସିୟୁ, କାର୍‌ ହୋଇଛି ଆମ୍ବୁଲାନ୍ସ; ପୂରା ଘଟଣା ଜାଣିଲେ ହେବେ ଭାବୁକ

ଭୋପାଳ,୨୧ା୧୧: ମଧ୍ୟପ୍ରଦେଶର ଜବଲପୁରରେ ଅବସରପ୍ରାପ୍ତ ଇଞ୍ଜିନିୟର ଅସୁସ୍ଥ ସ୍ତ୍ରୀଙ୍କ ପାଇଁ ତାଙ୍କ ଘରର ସମସ୍ତ ମାନଚିତ୍ର ପରିବର୍ତ୍ତନ କରି ଦେଇଛନ୍ତି। ସେ ତାଙ୍କ ବେଡ୍‌ରୁମକୁ ଆଇସିୟୁରେ...

କରୋନା ମୃତକଙ୍କ ସତ୍କାର ପୂର୍ବରୁ ସ୍ବାସ୍ଥ୍ୟକର୍ମୀଙ୍କ ଅବସ୍ଥା ହେଲା ଏପରି: ଭିଡିଓ ଶେୟାର କଲେ ଆଇଏଏସ୍‌ ଅଫିସର

ନୂଆଦିଲ୍ଲୀ, ୮।୮: କରୋନା ମହାମାରୀ ସମୟରେ ଆଗଧାଡିର ଯୋଦ୍ଧା ପାଲଟିଛନ୍ତି ସ୍ବାସ୍ଥ୍ୟକର୍ମୀ। ସେମାନେ ନିଜ ଜୀବନକୁ ବାଜି ଲଗାଇ ନିସ୍ବାର୍ଥପର ଭାବେ ଲୋକଙ୍କ ସେବା କରିଚାଲିଛନ୍ତି।...

ମୋଦିଙ୍କୁ ଚିଠି ଲେଖିଲେ ଦିଦି

କୋଲକାତା,୧୫।୭: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଛନ୍ତି। ତାଙ୍କ ରାଜ୍ୟକୁ ପର୍ଯ୍ୟାପ୍ତ ଟିକା ଦିଆଯାଉ ନାହିଁ ବୋଲି...

Advertisement
Archives

Model This Week