Posted inଜାତୀୟ

ମୋଦିଙ୍କ ଗସ୍ତରେ ଛାନିଆ ଡ୍ରାଗନ: ୨ କିମି ପଛକୁ ହଟିଲେ ସୈନ୍ୟ

ଲଦାଖ,୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲଦାଖର ଲେହ ଗସ୍ତର ଦୁଇ ଦିନ ପରେ ଚାଇନା ସୈନ୍ୟ ଗଲଓ୍ବାନ ଘାଟିରେ ଶିବିର ପକାଇଥିବା ଅଞ୍ଚଳରୁ ୨ କିମି ପଛକୁ ହଟିଯାଇଛନ୍ତି। ଦୀର୍ଘ ୨୦ ଦିନ ପରେ ଚାଇନା ସୈନ୍ୟ ପଛକୁ ହଟିଯାଇଥିବା କୁହାଯାଉଛି। ୧୫ ଜୁନ୍‌ରେ ହିଂସକ ସଂଘର୍ଷ ହେବା ପରେ ଏଭଳି ପ୍ରଥମ ଥର ପାଇଁ ଘଟିଛି। କେତେକ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ଏଡ଼େ ଖବର ପ୍ରକାଶିତ ହୋଇଛି। ମୋଦିଙ୍କ ଗସ୍ତ ପରେ ଚାଇନା ଛାନିଆରେ ଅନ୍ତର୍ଜାତୀୟ ଚାପର ସମ୍ମୁଖୀନ ହେବା ପୂର୍ବରୁ ଏଭଳି କରିଛି। ପୂର୍ବ ଲଦାଖର ବିବାଦୀୟ ଅଞ୍ଚଳଠାରେ ନିର୍ମାଣ କରାଯାଇଥିବା ତମ୍ବୁଗୁଡ଼ିକ ମଧ୍ୟ ଚାଇନା ସୈନ୍ୟ ଭାଙ୍ଗି ଦେଇଥିବା କୁହାଯାଉଛି। ଜୁନ୍‌ ୩୦ରେ ଭାରତ ଏବଂ ଚାଇନା ମଧ୍ୟରେ କମାଣ୍ଡରସ୍ତରୀୟ ଆଲୋଚନା ହୋଇଥିଲା। ତେବେ ଏଥିରେ ସୁଫଳ ମିଳି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଲତବି ରହିଲା ମୁଜାଫରପୁର ସେଲ୍‌ଟର ହୋମ୍‌ ମାମଲାର ଶୁଣାଣି

ନୂଆଦିଲ୍ଲୀ,୨୮।୧: ଦିଲ୍ଲୀର ସାକେତ କୋର୍ଟ ମଙ୍ଗଳବାର ବହୁ ଚର୍ଚ୍ଚିତ ମୁଜାଫରପୁର ସେଲ୍‌ଟର ହୋମ୍‌ ମାମଲାର ଶୁଣାଣିକୁ ମୁଲତବି ରଖିଛନ୍ତି। ଏହି ମାମଲାର ବିଚାରପତି ଛୁଟିରେ ଥିବାରୁ...

କୋର୍ଟରେ ବାଜିଲା ଚିଦାମ୍ବରମଙ୍କ ଫୋନ: ଜଜ୍‌ କହିଲେ, ‘ନ୍ୟାୟିକ କାର୍ଯ୍ୟରେ ବାଧା ଦେଲେ ଜବତ ହୋଇପାରେ ମୋବାଇଲ’

ଅହମ୍ମଦାବାଦ,୨୧।୬: ଗୁଜରାଟ ହାଇକୋର୍ଟରେ ୨୦୧୭ ରାଜ୍ୟସଭା ନିର୍ବାଚନକୁ ନେଇ ଗୁରୁବାର କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ସହ ଭାଜପା ନେତାଙ୍କ ଓକିଲ ମଧ୍ୟରେ ପ୍ରଶ୍ନ...

ସବୁ ଜିଲାରେ ହେବ କୋଭିଡ-୧୯ ଟେଷ୍ଟିଂ ଲ୍ୟାବ: ଯୋଗୀ

ଲକ୍ଷ୍ନୌ,୭।୪: ଉତ୍ତରପ୍ରଦେଶର ସମସ୍ତ ଜିଲାରେ ହେବ କୋଭିଡ-୧୯ ଟେଷ୍ଟିଂ ଲ୍ୟାବ। ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏନେଇ ଘୋଷଣା କରିଛନ୍ତି।...

ଯୋଗୀଙ୍କ ନାଁରେ ଅଭିଯୋଗ ଆଣିଲା ଏଏପି

ନୂଆଦିଲ୍ଲୀ,୨।୨: ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ କରି ନିର୍ବାଚନ କମିଶନଙ୍କ ଦ୍ୱାରସ୍ଥ ହୋଇଛି ଆମ ଆଦମୀ ପାର୍ଟି(ଏଏପି)। ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା...

୫ ଲକ୍ଷ ଲୋକଙ୍କୁ ଖାଦ୍ୟ ଯୋଗାଉଥିବା ଆମ୍ମା କ୍ୟାଣ୍ଟିନ ଏବେ ୧୧ ଲକ୍ଷ ଭୋକିଲାଙ୍କ ପେଟକୁ ଯୋଗାଉଛି ଦାନା

ଚେନ୍ନାଇ,୧୧।୪: ତାମିଲନାଡୁର ଆମ୍ମା କ୍ୟାଣ୍ଟିନ ଦେଶ ବିଦେଶରେ ବେଶ୍‌ ପରିଚିତ। ଦୌନିକ ଏହି କ୍ୟାଣ୍ଟିନ ପାଖାପାଖି ୫ ଲକ୍ଷ ଲୋକଙ୍କୁ ଖାଦ୍ୟ ଯୋଗାଉଥିଲା। ହେଲେ କରୋନା...

ଅନନ୍ତନାଗ ହାଇଓ୍ବେରେ ଆଇଇଡି ସନ୍ଦେହ: ଅମରନାଥଯାତ୍ରା ସ୍ଥଗିତ

ଶ୍ରୀନଗର,୨୩।୭: ଜମ୍ମୁ କଶ୍ମୀର ଅନନ୍ତନାଗ ହାଇଓ୍ବେରେ ଆଇଇଡି ଥିବା ସନ୍ଦେହରେ ଅମରନାଥ ଯାତ୍ରାକୁ କିଛି ସମୟ ପାଇଁ ବନ୍ଦ କରି ଦିଆଯାଇଛି। ମଙ୍ଗଳବାର ମୀର ବଜାରରେ...

କେନ୍ଦ୍ର, ଦିଲ୍ଲୀ ସରକାରଙ୍କୁ ହାଇକୋର୍ଟ ନୋଟିସ

ନୂଆଦିଲ୍ଲୀ, ୨୦।୧୨(ପି.ଟି.):ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ବିରୋଧରେ ଆନ୍ଦୋଳନ ବେଳେ ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟରେ ଘଟିଥିବା ହିଂସାକାଣ୍ଡର ତଦନ୍ତ ପାଇଁ ବିଚାର ବିଭାଗୀୟ କମିଶନ ଗଠନ...

୩ ଭାଜପା ନେତାଙ୍କୁ ଗୁଳି କରି ହତ୍ୟା

ଶ୍ରୀନଗର,୩୦।୧୦: ଆତଙ୍କବାଦୀଙ୍କ ଟାର୍ଗେଟରେ ଏବେ ନେତା। ଦକ୍ଷିଣ କଶ୍ମୀରର କୁଲଗାମ ଜିଲା ଗୁରୁବାର ଆତଙ୍କବାଦୀମାନେ ୩ ଜଣ ସ୍ଥାନୀୟ ଭାଜପା କର୍ମୀଙ୍କୁ ହତ୍ୟା କରିଛନ୍ତି। ସେମାନେ...

Play 250+ Trending Games
Archives

Model This Week

Why Dharitri