Posted inଜାତୀୟ

ମୋଦିଙ୍କ ୟୁଏଇ ଗସ୍ତ ଆମପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ: ୟୁଏଇ ରାଷ୍ଟ୍ରଦୂତ

ଦିଲ୍ଲୀ,୧୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦୁଇ ଦିନିଆ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଗସ୍ତ କରିବେ। ଏହି ଅବସରରେ ମୋଦି ଏବଂ ୟୁଏଇ ରାଷ୍ଟ୍ରପତି ଶେଖ ମହମ୍ମଦ ବିନ ଜାଏଦ ଅଲ୍‌ ନାହୟାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ଏପରିକି ଆବୁଧାବିରେ ନିର୍ମିତ ହୋଇଥିବା ପ୍ରଥମ ହିନ୍ଦୁ ମନ୍ଦିରର ଉଦ୍‌ଘାଟନ କରିବେ।

ୟୁଏଇର ଭାରତରେ ଥିବା ରାଷ୍ଟ୍ରଦୂତ ଅବଦୁଲ ନାସିର ଅଲଶାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୟୁଏଇ ଗସ୍ତକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବର୍ଣ୍ଣନା କରିଛନ୍ତି। ଏପରିକି ଦୁଇ ଦେଶର ରଣନୀତିକ ସମ୍ପର୍କ ସହ ଭାରତ-ୟୁଏଇ ସମ୍ପର୍କକୁ ମଜଭୁତ କରିବା ସହ ନୂତନ ଉଚ୍ଚତାକୁ ନେଇଯିବ। ଆମେ ଭାଗ୍ୟବାନ ଯେ, ପ୍ରଧାନମନ୍ତ୍ରୀ ମୋଦୀ ବିଶ୍ୱ ସରକାର ସମ୍ମିଳନୀରେ ଆମର ଅତିଥି ହେବେ। ଏପରିକି ବିଏପିଏଏସ୍‌ ମନ୍ଦିରର ଉଦ୍‌ଘାଟନ କରିବେ।

ସୂଚନା ଯୋଗ୍ୟ, ଜାନୁଆରୀରେ ଭାରତ ଗସ୍ତରେ ଆସିଥିଲେ ୟୁଏଇର ରାଷ୍ଟ୍ରପତି ଶେଖ ମହମ୍ମଦ ବିନ ଜାଏଦ ଅଲ୍‌ ନାହୟାନ। ସେ ମୋଦିଙ୍କ ସହ ଅହମଦାବାଦରେ ରୋଡ ଶୋ କରିଥିଲେ। ଏପରିକି ଅହମଦାବାଦ ବିମାନ ବନ୍ଦରରେ ମୋଦି ୟୁଏଇ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri