Posted inଖେଳ

ଫାଇନାଲ ପାଇଁ ନ୍ୟୁଜିଲାଣ୍ଡକୁ ଦରକାର ୧୬୭ ରନ୍‌

ଆବୁଧାବି,୧୦।୧୧: ଚଳିତ ଟି୨୦ ବିଶ୍ୱକପ୍‌ର ଫାଇନାଲରେ ସ୍ଥାନ ପକ୍କା କରିବା ପାଇଁ ନ୍ୟୁଜିଲାଣ୍ଡକୁ ୧୬୭ ରନ୍‌ ଦରକାର। ସ୍ଥାନୀୟ ଶେଖ ଜାୟେଦ ଷ୍ଟାଡିୟମରେ ବୁଧବାର ଖେଳାଯାଉଥିବା ସେମିଫାଇନାଲରେ ପ୍ରଥମେ ବ୍ୟାଟିଂ କରିଥିବା ଇଂଲଣ୍ଡ ୨୦ ଓଭରରେ ୪ ଉଇକେଟ ହରାଇ ୧୬୬ ରନ କରିଛି।

ଟସ୍‌ ଜିତିବା ଠାରୁ ଆରମ୍ଭ କରି ପ୍ରାରମ୍ଭିକ ୧୦ ଓଭର ପର୍ଯ୍ୟନ୍ତ ମ୍ୟାଚ୍‌କୁ ନିୟନ୍ତ୍ରଣରେ ରଖିଥିଲା ନ୍ୟୁଜିଲାଣ୍ଡ। ୧୦ ଓଭର ସୁଦ୍ଧା ଇଂଲଣ୍ଡ ୨ ଉଇକେଟ ହରାଇ ମାତ୍ର ୬୭ ରନ୍‌ କରିଥିଲା। କିନ୍ତୁ ଡଓ୍ବେିଡ ମଲାନ ( ୪୨ ରନ୍‌, ୪ ଚୌକା ଓ ୧ ଛକା), ମୋଇନ ଅଲି ( ୫୧ ରନ୍‌, ୩ ଚୌକା ଓ ୨ ଛକା) ଓ ଲିଆମ ଲିଭିଂଷ୍ଟୋନ (୧୭ ରନ୍‌, ୧ ଲେଖାଏ ଚୌକା ଓ ଛକା)ଙ୍କ ଯୋଗୁ ଇଂଲଣ୍ଡ ଅନ୍ତିମ ୧୦ ଓଭରରେ ୨ ଉଇକେଟ ହରାଇ ୯୯ ରନ୍‌ ଯୋଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri