ଜେସିବି ଇଣ୍ଡିଆ ସହ ମଫିଲ୍‌ର ଚୁକ୍ତି

ଭୁବନେଶ୍ୱର,୧୦।୧୦: ଦେଶର ଅଗ୍ରଣୀ ଘରୋଇ ଆର୍ଥିକ ସଂସ୍ଥା ମଣପୁରମ ଫାଇନାନ୍ସ ଇଣ୍ଡିଆ ଲିମିଟେଡ (ଏମ୍‌ଏଏଫ୍‌ଆଇଏଲ୍‌ ବା ମଫିଲ) ଏବଂ ନିର୍ମାଣ ଉପାଦାନ ନିର୍ମାତା ଜେସିବି ଇଣ୍ଡିଆ ଲିମିଟେଡ ମଧ୍ୟରେ ଏକ ଦ୍ୱିପାକ୍ଷିକ ଚୁକ୍ତି ବା ବୁଝାମଣା ପତ୍ର (ଏମ୍‌ଓୟୁ) ନିକଟରେ ସ୍ବାକ୍ଷରିତ ହୋଇଯାଇଛି। ବିଶେଷକରି ଉକ୍ତ ବୁଝାମଣା ଅନୁସାରେ ଉଭୟ କମ୍ପାନୀର କାରବାର ବୃଦ୍ଧି ସହ ସାରା ଦେଶରେ ଗ୍ରାହକ ସନ୍ତୁଷ୍ଟିକୁ ଗୁରୁତ୍ୱ ଦିଆଯିବ ବୋଲି କୁହାଯାଇଛି। ଏହି ପରିପ୍ରେକ୍ଷୀରେ ମଣପୁରମ ଫାଇନାନ୍ସର ମୁଖ୍ୟ (ଭେଇକିଲ ଆଣ୍ଡ ଇକ୍ୟୁପମେଣ୍ଟ ଫାଇନାନ୍ସ) କମଲ ପରମାର ଏବଂ ଜେସିବି ଇଣ୍ଡିଆର ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ଉକ୍ତ ଏମ୍‌ଓୟୁ ସ୍ବାକ୍ଷର ହୋଇଥିଲା। ଏ ସମ୍ପର୍କରେ ମଣପୁରମ ଫାଇନାନ୍ସର ଏମ୍‌ଡି ତଥା ସିଇଓ ଭି.ପି. ନନ୍ଦନକୁମାର କହିଛନ୍ତି, ଜେସିବି ଇଣ୍ଡିଆ ସହ ଏମ୍‌ଓୟୁ ସ୍ବାକ୍ଷର କରି ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଏହି ଚୁକ୍ତି ଉଭୟ ସଂସ୍ଥାର କାରବାର ବୃଦ୍ଧିରେ ବେଶ୍‌ ସହାୟକ ହେବ। ସେହିଭଳି ଗ୍ରାହକ ଚାହିଦା ଓ ଆବଶ୍ୟକତା ପୂରଣ ଦିଗରେ ଉଭୟ କମ୍ପାନୀ ମିଳିତ ଭାବେ କାର୍ଯ୍ୟ କରିବେ ବୋଲି ସେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ୍ ପ୍ରଣାଳୀ ନିକଟରେ ଭାରତୀୟ ଜାହାଜ ଉପରେ ଆକ୍ରମଣ, ଏପରି କାର୍ଯ୍ୟକୁ ବରଦାସ୍ତ….

ନୂଆଦିଲ୍ଲୀ,୧୪।୫: ଓମାନ ଉପକୂଳରେ ଏକ ଭାରତୀୟ ଜାହାଜ ଉପରେ ଆକ୍ରମଣ ହୋଇଛି । ଏହାକୁ ନେଇ ଭାରତ ତୀବ୍ର କ୍ରୋଧ ପ୍ରକାଶ କରିଛି । ଏହି ଘଟଣାକୁ…

ବାଂଲାଦେଶ ସରକାରଙ୍କ ବଡ଼ ବୟାନ, କହିଲେ ‘ଭାରତରେ ମୁସଲମାନମାନଙ୍କ ଉପରେ ନିର୍ଯାତନାର କୌଣସି ପ୍ରମାଣ ନାହିଁ’

ଢାକା,୧୪।୫: ବାଂଲାଦେଶ ସରକାର ଦେଶର ସର୍ବବୃହତ ଇସଲାମିକ ଦଳ, ଜମାତ-ଏ-ଇସଲାମି ଏବଂ ଏହାର ସହଯୋଗୀମାନଙ୍କ ଦ୍ୱାରା କରାଯାଇଥିବା ଦାବିକୁ ସମ୍ପୂର୍ଣ୍ଣ ପ୍ରତ୍ୟାଖ୍ୟାନ କରିଛି, ଯେଉଁଥିରେ କୁହାଯାଇଛି ଯେ…

ମେଗା ଜଳସେଚନ ଯୋଜନାରୁ ବାଦ୍‌ପଡ଼ିଛି କାଣ୍ଡସର, ଜଳସେଚନ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ବିକ୍ଷୋଭ

ଦିଗପହଣ୍ଡି,୧୪ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗାଁକୁ ପାର୍ବତୀଗିରି ମେଗା ଉଠା ଜଳସେଚନ ପ୍ରକଳ୍ପ ଯୋଜନାରୁ ବାଦ୍‌ ଦିଆଯାଇଥିବା…

ଭୁବନେଶ୍ୱରରେ ଘନେଇଲା ତେଲ ସଙ୍କଟ: ଆଉ ୨ଦିନ ପରେ ଗଡବନି ବସ୍‌!

ଭୁବନେଶ୍ୱର, ୧୪।୫: ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ସଙ୍କଟ ଏବେ ଚରମ ସୀମାରେ ପହଞ୍ଚିଛି। ସହରର ଅଧିକାଂଶ ପେଟ୍ରୋଲ ପମ୍ପରେ ତେଲ ସରିଯାଇଥିବାରୁ ‘ନୋ ଷ୍ଟକ୍’…

ଭୁବନେଶ୍ୱରରେ ଆଉ ମିଳୁନି ପେଟ୍ରୋଲ, ଡିଲର ସଂଘ କହିଲେ ଆମ ପାଖରେ ଆଉ…

ଭୁବନେଶ୍ୱର, ୧୪।୫: ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ସଙ୍କଟ ଏବେ ଚରମ ସୀମାରେ ପହଞ୍ଚିଛି। ସହରର ଅଧିକାଂଶ ପେଟ୍ରୋଲ ପମ୍ପରେ ତେଲ ସରିଯାଇଥିବାରୁ ‘ନୋ ଷ୍ଟକ୍’…

ବାରଣ୍ଡାରେ ଶୋଇଥିବା ବେଳେ କାମୁଡିଦେଲା ସାପ, ଚାଲିଗଲା ବୃଦ୍ଧଙ୍କ ଜୀବନ

ଗଜପତି,୧୪ା୫(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ କୁଜାସିଂ ପଞ୍ଚାୟତର ଲଣ୍ଡାହାତୀ ଗ୍ରାମରେ ସାପ କାମୁଡ଼ାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ…

ଏହି ତାରିଖ ସୁଦ୍ଧା ଆଣ୍ଡାମାନ-ନିକୋବର ଛୁଇଁବ ମୌସୁମୀ

ଭୁବନେଶ୍ୱର,୧୪ା୫(ସୌମ୍ୟରଞ୍ଜନ ରାଉତ):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ସକ୍ରିୟ ଲଘୁଚାପ କ୍ଷେତ୍ର ବୁଧବାର ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। କିନ୍ତୁ ଏହା ଅବପାତର ରୂପ ନେବା ସମ୍ଭାବନା କମ୍‌…

ବିଦ୍ୟୁତ ଆଘାତରେ ବ୍ୟକ୍ତି ଗୁରୁତର, ବିଦେଇପୁର ବିଦ୍ୟୁତ କାର୍ଯ୍ୟାଳୟ ଆଗରେ ଗ୍ରାମବାସୀଙ୍କ ଧାରଣା

ବାସୁଦେବପୁର,୧୪।୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବିଦେଇପୁର ୩୩ କେଭି ଷ୍ଟ୍ରକ୍ଚର ଠାରେ ବିଦ୍ୟୁତ ଆଘାତରେ ସହଦେଵ ତରେଇ ଆହତ ହୋଇଥିଲେ । ତାଙ୍କୁ କ୍ଷତିପୂରଣ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri