Posted inଜାତୀୟ

ମୋହାଲି ବିସ୍ଫୋରଣ ଘଟଣାରେ ୫ ଗିରଫ

ଚଣ୍ଡିଗଡ଼,୧୩।୫: ପଞ୍ଜାବ ପୋଲିସର ମୋହାଲି କାର୍ଯ୍ୟାଳୟରେ ହୋଇଥିବା ଆର୍‌ପିଜି ଆକ୍ରମଣ ଘଟଣାରେ ସମ୍ପୃକ୍ତ ୫ ଜଣଙ୍କୁ ଗିରଫ କରାଯାଇଛି। ଏହି ଆକ୍ରମଣ ପଛରେ ଆତଙ୍କବାଦୀ ସଂଗଠନ ବାବର ଖାଲ୍‌ସା ଇଣ୍ଟରନ୍ୟାଶନାଲ(ବିକେଆଇ) ଏବଂ ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ସମ୍ପୃକ୍ତ ଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଷଷ୍ଠ ଅଭିଯୁକ୍ତ ଅନ୍ୟ ଏକ ମାମଲାରେ ପୋଲିସ ହାଜତରେ ରହିଥିବା ବେଳେ ତାଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ଡିଜିପି ଭି.କେ. ଭାଓରା କହିଛନ୍ତି। ସୂଚନାଯୋଗ୍ୟ, ଗତ ସୋମବାର ଆତଙ୍କବାଦୀମାନେ ମୋହାଲି ସେକ୍ଟର ୭୭ସ୍ଥିତ ପୋଲିସ ଗୋଇନ୍ଦା ମୁଖ୍ୟାଳୟ ଉପରକୁ ରକେଟ-ପ୍ରୋପେଲ୍ଡ ଗ୍ରେନେଟ ଆକ୍ରମଣ କରିଥିଲେ। ଆଇଏସ୍‌ଆଇ ତରଫରୁ ବିକେଆଇ-ଗ୍ୟାଙ୍ଗଷ୍ଟର ଆକ୍ରମଣ କରିଥିବା ବେଳେ ତର୍ନତରନ ଅଞ୍ଚଳର ଲଖବୀର ସିଂ ଓରଫ ଲଣ୍ଡା ସେମାନଙ୍କୁ ସମସ୍ତ ସହାୟତା ଯୋଗାଇଦେଇଥିଲେ ବୋଲି ଡିଜିପି କହିଛନ୍ତି। ପାକିସ୍ତାନୀ ଗ୍ୟାଙ୍ଗଷ୍ଟରରୁ ଆତଙ୍କବାଦୀ ହୋଇଥିବା ହରବିନ୍ଦର ସିଂ ରିଣ୍ଡାଙ୍କର ସେ ଘନିଷ୍ଠ ସହଯୋଗୀ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା, ରକ୍ଷାବନ୍ଧନରେ ୩ ଦିନ ମାଗଣା ବସ୍ ସେବା

ଲକ୍ଷ୍ନୌ,୧୬।୮: ରକ୍ଷାବନ୍ଧନ ଅବସରରେ ଉତ୍ତରପ୍ରଦେଶର ମହିଳାମାନଙ୍କ ପାଇଁ ବଡ଼ ଖୁସି ଖବର ସାମ୍ନାକୁ ଆସିଛି । ଉତ୍ତର ପ୍ରଦେଶ ରାଜ୍ୟ ସଡ଼କ ପରିବହନ ନିଗମ (UPSRTC) ମହିଳାଙ୍କୁ…

ବନ୍ୟାପାଣିରେ ବୁଡ଼ିଲା ଶିବମନ୍ଦିର, ଫସିଲେ ପୂଜକ ଦମ୍ପତି, ୮ ଘଣ୍ଟା ପରେ…

କୁଚିଣ୍ଡା,୧୬ା୮(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକରେ ପ୍ରବାହିତ ଖର୍ଲା ନଦୀରେ ବନ୍ୟା ଆସିଛି। ବନ୍ୟାପାଣି ମାଡ଼ି ଆସିବାରୁ ଚକଦରହ ଶିବମନ୍ଦିରଟି ପାଣିରେ ଅଧା ବୁଡ଼ି ଯାଇଥିଲା।…

ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍‌ ହୋଇ ଶବଦାହ କଲେ ଗ୍ରାମବାସୀ

ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା…

ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ

ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri