Posted inଖେଳ

ଏହି କ୍ରିକେଟର୍‌ଙ୍କ କାର୍‌ ଓଲଟିଲା

ଜୟପୁର,୩୧।୧୨:ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହମ୍ମଦ ଆଜାରୁଦ୍ଦିନଙ୍କ କାର୍‌ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଏଥିରେ ସେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଲାଲସୋଟ କୋଟା ମେଗା ହାଇଓ୍ବେରେ ଏହି ଦୁର୍ଘଟଣା ଘଟିଥିଲା। ଆଜାରୁଦ୍ଦିନ୍‌ ନିଜ ପରିବାର ସହ ରଣନ୍ଥମ୍ବୋର ଭବନ ବୁଲି ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା। ଗାଡି ଓଲଟିବା ଫଳରେ ରାସ୍ତା କଡରେ ଛିଡା ହୋଇଥିବା ଜଣେ ଯୁବକ ଆହତ ହୋଇଛନ୍ତି। ଆଜାରୁଦ୍ଦିନ ଏବଂ ତାଙ୍କ ପରିବାର ଲୋକଙ୍କୁ କୌଣସି ଆଘାତ ଲାଗିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଂଲଣ୍ଡ ଗସ୍ତ: ପାକିସ୍ତାନ ଦଳରେ ନବାଗତ ହାଇଦର

କରାଚୀ,୧୨।୬ (ପି.ଟି.): ଆଗାମୀ ଇଂଲଣ୍ଡ ଗସ୍ତ ପାଇଁ ପାକିସ୍ତାନ ଏକ ୨୯ ଜଣିଆ ଦଳ ଘୋଷଣା କରିଛି। ଏଥିରେ ୪ ବର୍ଷ ପରେ ଦ୍ରୁତ ବୋଲର...

ଚିନ୍ତିତ ହେବାର ଆବଶ୍ୟକତା ନାହିଁ

ଦୁବାଇ,୨୨।୯: ସନରାଇଜର୍ସ ହାଇଦ୍ରାବଦ୍‌ (ଏସ୍‌ଆର୍‌ଏଚ୍‌) ଦଳର ପେସର ଟି ନଟରାଜନ କୋଭିଡ୍‌ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥି ଯୋଗୁ ଚଳିତ ଆଇପିଏଲ ସିଜନର ଦ୍ୱିତୀୟ ପର୍ଯ୍ୟାୟ...

ଫିଲ୍ମ ଜଗତରେ ପାଦ ରଖିବାକୁ ଯାଉଛନ୍ତି ଆଉ ଜଣେ କ୍ରିକେଟର୍‌

ପୂର୍ବତନ ଭାରତୀୟ କ୍ରିକେଟର ଇରଫାନ ପଠାନ ତାମିଲ ଫିଲ୍ମ କୋବ୍ରା ସହିତ ଅଭିନୟ ଜଗତରେ ପାଦ ଥାପିବାକୁ ଯାଉଛନ୍ତି। ଏହି ଫିଲ୍ମର ଟିଜର ରିଲିଜ ହୋଇଛି।...

ବସନ୍ତ ରାୟଜୀଙ୍କୁ ପୂରିଲା ଶହେ ବର୍ଷ: ସଚିନ-ଷ୍ଟିଭ୍‌ ଓ୍ବଗ୍‌ କାଟିଲେ କେକ୍‌

ନୂଆଦିଲ୍ଲୀ,୨୬।୧: ବରିଷ୍ଠ କ୍ରିକେଟର ବସନ୍ତ ରାୟଜୀଙ୍କୁ ରବିବାର ଶହେ ବର୍ଷ ପୂରିଛି। ଏହି ଅବସରରେ ମାଷ୍ଟର ବ୍ଲାଷ୍ଟର ସଚିନ୍‌ ତେନ୍ଦୁଲକର ଏବଂ ଅଷ୍ଟ୍ରେଲିଆ କ୍ରିକେଟର ଷ୍ଟିଭ୍‌...

ପୂର୍ବତନ ହେଭିଓ୍ବେଟ୍‌ ଚାମ୍ପିୟନ ସ୍ପିଙ୍କ୍ସଙ୍କ ପରଲୋକ

ଲାସ୍‌ ଭେଗାସ, ୮ା୨ (ଏପି)-ପୂର୍ବତନ ହେଭିଓ୍ବେଟ୍‌ ଚାମ୍ପିୟନ ଲିଅନ୍‌ ସ୍ପିଙ୍କ୍ସଙ୍କ ପରଲୋକ ହୋଇଛି। ତାଙ୍କୁ ୬୭ବର୍ଷ ବୟସ ହୋଇଥିଲା। ସେ ଅଲିମ୍ପିକ ସ୍ବର୍ଣ୍ଣ ଜିତିଥିଲେ। ସେ...

କୁଜନେଶୋଭା – କେଜ୍‌ ଫାଇନାଲ

ସିନ୍‌ସିନାଟି, ୧୮।୮(ଏଏଫ୍‌ପି):  ସିନ୍‌ସିନାଟି ଓପନ୍‌ ଟେନିସ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ ଇଭେଣ୍ଟର ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଟାଇଟଲ ପାଇଁ ଫାଇନାଲରେ ୧୬ତମ ସିଡ ଖେଳାଳି...

ରୋନାଲ୍ଡୋ ବୋତଲ ହଟାଇବାରୁ କୋକା କୋଲାର ବଡ଼ କ୍ଷତି

ବୁଡାପେଷ୍ଟ,୧୭।୬ (ପି.ଟି.) : ୟୁରୋକପ୍‌ରେ ପର୍ତ୍ତୁଗାଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ହଙ୍ଗେରୀ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଏକ ଖବରଦାତା ସମ୍ମିଳନୀରେ ତାଙ୍କ ଆଗରେ ରଖାଯାଇଥିବା କୋକା...

ଆଇପିଏଲର ୧୩ ତମ ମ୍ୟାଚ୍‌: ଜିଟି ବନାମ କେକେଆର, ଖେଳିବେନି ହାର୍ଦ୍ଦିକ…

ଅହମଦାବାଦ,୯।୪ : ଆଇପିଏଲ ସିରିଜ ୧୬ର ୧୩ ତମ ମ୍ୟାଚ ରବିବାର ଗୁଜରାଟ ଟାଇଟାନ୍ସ (ଜିଟି) ଏବଂ କୋଲକାତା ନାଇଟ ରାଇଡର୍ସ(କେକେଆର)ମଧ୍ୟରେ ଅହମଦାବାଦର ନରେନ୍ଦ୍ର ମୋଦି...

Advertisement
Archives

Model This Week