Posted inଖେଳ

ସିରାଜଙ୍କ ଦେଶଭକ୍ତିକୁ ସଲାମ କଲେ କୈଫ, ଜାଫର କହିଲେ ‘କ୍ରିକେଟର ଦର୍ଶକଙ୍କ ପାଇଁ ନୁହେଁ ଦେଶ ପାଇଁ ଖେଳେ’

ନୂଆଦିଲ୍ଲୀ,୭।୧: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ୪ ମ୍ୟାଚ୍‌ ବିଶିଷ୍ଟ ସିରିଜର ତୃତୀୟ ଟେଷ୍ଟର ପ୍ରଥମ ଦିନରେ ଏକ ହୃଦୟସ୍ପର୍ଶୀ ଘଟଣା ଦେଖିବାକୁ ମିଳିଛି। ମ୍ୟାଚ୍‌ ଆରମ୍ଭ ପୂର୍ବରୁ ଜାତୀୟସଂଗୀତ ଗାନ ସମୟରେ ମହମ୍ମଦ ସିରାଜ ଭାବବିହ୍ବଳ ହୋଇଯାଇଥିଲେ। ଏହି ସମୟର ଅନେକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ଭାରତର ପୂର୍ବ କ୍ରିକେଟର ମହମ୍ମଦ କୈଫ ମଧ୍ୟ ତାଙ୍କର ଫଟୋ ଶେୟାର କରି ସିରାଜଙ୍କ ଦେଶଭକ୍ତିକୁ ସଲାମ। କିଛି ଲୋକ ଏହି ଫଟୋ ନିଶ୍ଚିତ ଦେଖନ୍ତୁ। ଏହାକୁ ମନେ ରଖନ୍ତୁ। ଏ ମହମ୍ମଦ ସିରାଜ। ତାଙ୍କ ପାଇଁ ଜାତୀୟ ସଙ୍ଗୀତର ମହତ୍ୱ ଅଧିକ ବୋଲି କହିଛନ୍ତି। କୈଫଙ୍କ ଏହି ଟୁଇଟ୍‌ରେ ଲୋକେ ଭଳିକି ଭଳି ପ୍ରତିକ୍ରିୟା ରଖୁଛନ୍ତି।

ଅପରପକ୍ଷେ ଓ୍ବାସିମ୍‌ ଜାଫର ମଧ୍ୟ ସିରାଜଙ୍କୁ ସଲାମ। ପଡ଼ିଆରେ ପ୍ରଶଂସକ ନ ଥାଇ ବି ଭାରତ ପାଇଁ ଖେଳିବାଠାରୁ ବଡ ପ୍ରେରଣା ନାହିଁ। ଜଣେ ମହାନ ବ୍ୟକ୍ତି କହିଥିଲେ ଆପଣ ଦର୍ଶକମାନଙ୍କ ପାଇଁ ଖେଳନ୍ତି ନାହିଁ ବରଂ ଦେଶ ପାଇଁ ଖେଳନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୫।୧୦ (ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେ ଅପରାହ୍ନ ୨ଟା ୪୫ ମିନିଟ୍‌ ସମୟରେ ଉତ୍ତରପ୍ରଦେଶର ବାରାଣସୀ…

ଆକାଶଛୁଆଁ ଦାମ: ୭ ହଜାରରେ ପହଞ୍ଚିଲା ଗ୍ୟାସ ସିଲିଣ୍ଡର, ଇରାନ ରୋକିଲା ସପ୍ଲାଏ!

ନୂଆଦିଲ୍ଲୀ, ୨୫।୧୦: ବିଶ୍ୱର ବିଭିନ୍ନ ଦେଶ ଆଗରେ ହାତ ପତାଉଥିବା ପାକିସ୍ତାନର ସ୍ଥିତି ଏବେ ଅତ୍ୟନ୍ତ ଦୟନୀୟ। ମହଙ୍ଗା ମାଡ଼ ଓ ଆର୍ଥିକ ସଙ୍କଟ ପାକିସ୍ତାନକୁ ଅନ୍ୟ…

ଆନ୍ଧ୍ରରେ ମାଡ଼ହେବ ବାତ୍ୟା, ଓଡ଼ିଶାରେ ବର୍ଷା

ଭୁବନେଶ୍ୱର,୨୫ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ଇତିମଧ୍ୟରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ରାତିରେ ଅବପାତରେ ପରିଣତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ରବିବାର…

ନଭେମ୍ବର ୨ରେ ଗଜକେଶରୀ ଯୋଗ: ବଢିବ ୪ ରାଶିର ଧନ, ଜାଣନ୍ତୁ ସେହି ଭାଗ୍ୟଶାଳୀ ରାଶି କିଏ…

ନୂଆଦିଲ୍ଲୀ, ୨୫।୧୦: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନଭେମ୍ବର ୨ ତାରିଖ ସକାଳେ ଚନ୍ଦ୍ରମା କର୍କଟ ରାଶିରୁ ବାହାରି ସିଂହ ରାଶିରେ ପ୍ରବେଶ କରିବେ। ସିଂହ ରାଶିରେ ପୂର୍ବରୁ…

ହାରୁଥିବା ମ୍ୟାଚକୁ ଜିତାଇବା ପରେ ତିଳକ ବର୍ମାଙ୍କ ବଡ଼ ବୟାନ, ଖୁଲାସା କରି କହିଲେ- NZ ବିପକ୍ଷରେ ଆମର ଏମିତି ଥିଲା ପ୍ଲାନ୍‌

ନୂଆଦିଲ୍ଲୀ, ୨୫।୧୦: ଚେଜ କରିବା ସମୟରେ ୨୬ଟି ବଲରେ ୬ଟି ଚୌକା ଓ ୧ଟି ଛକା ସହ ଅପରାଜିତ ୫୧ ରନର ମ୍ୟାଚ ବିଜୟୀ ପାଳି ଖେଳିଥିଲେ…

IPL ୨୦୨୭ରେ ଖେଳିବେ କି ନାହିଁ ଧୋନୀ? ଶେଷରେ ଦେଲେ ବଡ଼ ବୟାନ, ପ୍ରଶଂସକ ଶୁଣିଲେ…

ନୂଆଦିଲ୍ଲୀ, ୨୫।୧୦: IPL ୨୦୨୭ରେ ଖେଳିବେ କି ନାହିଁ ଏମଏସ ଧୋନୀ? ନିଜେ ନେଇପାରୁନାହାନ୍ତି ନିଷ୍ପତ୍ତି। ଧୋନୀ କହିଛନ୍ତି ଯେ ଡିସେମ୍ବର ମାସ ପୂର୍ବରୁ ସେ ନିଜ…

ନମନ ଧୀର ଆସିବା ପରେ ଟିମ ଇଣ୍ଡିଆରୁ ବାଦ ପଡ଼ିପାରନ୍ତି ଏହି ୩ ଷ୍ଟାର୍‌ ଖେଳାଳି, ନାଁ ଶୁଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ, ୨୫।୧୦: ଟିମ ଇଣ୍ଡିଆକୁ ଏମିତି ଜଣେ ଫିନିଶର ମିଳିଯାଇଛନ୍ତି, ଯିଏ ଶେଷ ଓଭରଗୁଡ଼ିକରେ ନିଜ ଦମରେ ମ୍ୟାଚର ମୋଡ଼ ବଦଳାଇ ପାରିବେ। ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ…

ନିର୍ବାଚନୀ ରାଲିରେ ଟ୍ରମ୍ପ୍‌ଙ୍କ ବଡ଼ ଦାବି, ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ…

ଓ୍ବାଶିଂଟନ,୨୪ା୧୦: ଆମେରିକାରେ ମଧ୍ୟବର୍ତ୍ତିକାଳୀ ନିର୍ବାଚନ ପାଇଁ ପ୍ରଚାର ଜୋର୍‌ ଧରିଥିବା ବେଳେ ସେଥିରେ ଅପରେଶନ ସିନ୍ଦୂର ସ୍ଥାନ ପାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଉଚ୍ଚ ଟାରିଫ୍‌ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?