ମହମ୍ମଦ ମୋଖବେର ଇରାନର କାର୍ଯ୍ୟକାରୀ ରାଷ୍ଟ୍ରପତି

ଦୁବାଇ,୨୦ା୫: ହେଲିକପ୍ଟର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କର ମୃତ୍ୟୁ ଘଟିବା ପରେ ଦେଶର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମନେଇ ସୋମବାର ପ୍ରଥମ ଉପରାଷ୍ଟ୍ରପତି ମହମ୍ମଦ ମୋଖବେରଙ୍କୁ କାର୍ଯ୍ୟକାରୀ ରାଷ୍ଟ୍ରପତି ନିଯୁକ୍ତ କରିଛନ୍ତି। ରଇସିଙ୍କ ପରଲୋକରେ ଖାମନେଇ ଦେଶରେ ୫ ଦିନିଆ ଶୋକ ଦିବସ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି…

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ।...

ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ

ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri