Posted inଖେଳ

ରିଜଓ୍ବାନଙ୍କ ହେବ ଏମ୍‌ଆରଆଇ ସ୍କାନ

ଦୁବାଇ,୫ା୯: ସତର୍କତାମୂଳକ ପଦକ୍ଷେପ ସ୍ବରୂପ ପାକିସ୍ତାନ ଉଇକେଟକିପର ବ୍ୟାଟର ମହମ୍ମଦ ରିଜଓ୍ବାନଙ୍କର ଏମ୍‌ଆର୍‌ଆଇ ସ୍କାନ କରାଯିବ। ଚାଲିଥିବା ଏସିଆ କପ୍‌ କ୍ରିକେଟ ଭାରତ ବିପକ୍ଷ ୫ ଉଇକେଟ ବିଜୟ ମ୍ୟାଚ ବେଳେ ତାଙ୍କ ଡାହାଣ ଗୋଡ଼ରେ ଆଘାତ ଲାଗିଥିଲା। ରିପୋର୍ଟ ଅନୁସାରେ ଭାରତର ଇନିଂସ ବେଳେ ମହମ୍ମଦ ହାସ୍‌ନେନ୍‌ଙ୍କ ଏକ ବଲ୍‌କୁ ସଂଗ୍ରହ କରିବାକୁ ଉଦ୍ୟମ କରୁଥିବା ବେଳେ ତାଙ୍କ ଡାହାଣ ଗୋଡ଼ ମୋଡି ହୋଇଯାଇଥିଲା। ସେତେବେଳେ ରିଜଓ୍ବାନ ଯନ୍ତ୍ରଣା ଅନୁଭବ କରିଥିଲେ। ଆଘାତପ୍ରାପ୍ତ ସତ୍ତ୍ୱେ ରିଜଓ୍ବାନ ଇନିଂସ ଓପନ କରିଥିଲେ। ୫୧ ବଲ୍‌ରୁ ୭୧ ରନ୍‌ ସଂଗ୍ରହ କରିଥିଲେ, ଫଳରେ ପାକିସ୍ତାନ ଭାରତର ୧୮୧/୭ ସ୍କୋରକୁ ୫ ଉଇକେଟ ବିନିମୟରେ ଚେଜ୍‌ କରିବାରେ ସଫଳ ହୋଇଥିଲା। ରିଜଓ୍ବାନ ତୃତୀୟ ଉଇକେଟରେ ୭୩ରନ୍‌ର ଗୁରୁତ୍ୱପୂର୍ଣ୍ଣ ପାର୍ଟନରଶିପ୍‌ରେ ଅଂଶୀଦାର ରହିଥିଲେ, ଯାହାକି ପାକିସ୍ତାନ ଗ୍ରୁପ୍‌ ପର୍ଯ୍ୟାୟରେ ଭାରତଠାରୁ ପରାଜୟର ପ୍ରତିଶୋଧ ନେଇ ପାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?