ଭଟଲି ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ କଲେ ମହମ୍ମଦ ଶାହାରୁଖ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପ୍ରାର୍ଥୀ ମହମ୍ମଦ ଶାହାରୁଖ ଲୋଧିଆ ବୁଧବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବରଗଡ଼ ଅତିରିକ୍ତ ଜିଲାପାଳଙ୍କ ଅଫିସରେ ପହଞ୍ଚିଥିଲେ। ସେଠାରେ ସେ ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କୁ ପ୍ରାର୍ଥିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri