ଭଟଲି ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ କଲେ ମହମ୍ମଦ ଶାହାରୁଖ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପ୍ରାର୍ଥୀ ମହମ୍ମଦ ଶାହାରୁଖ ଲୋଧିଆ ବୁଧବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବରଗଡ଼ ଅତିରିକ୍ତ ଜିଲାପାଳଙ୍କ ଅଫିସରେ ପହଞ୍ଚିଥିଲେ। ସେଠାରେ ସେ ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କୁ ପ୍ରାର୍ଥିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ପ୍ରତିକ ପରିସ୍ଥିତିରେ ଶ୍ରମିକଙ୍କ ଅବସ୍ଥା ନେଇ ଆଲୋଚନା

ଦିଗପହଣ୍ଡି,୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ଶ୍ରମିକ ସଙ୍ଗଠନ ଏଆଇଟିୟୁସି ଏବଂ ସିଆଇଟିୟୁ ଅନୁବନ୍ଧିତ ଖେମୁଣ୍ଡି ବିଶକର୍ମା ରାଜମିସ୍ତ୍ରୀ ଓ କାରିଗର…

ମନମୁଖୀ କରାଯାଉଛି କର୍ମଚାରୀ ଛଟେଇ: ଟିପିଡବ୍ଲ୍ୟୁଓଡିଏଲ ବିରୋଧରେ ବିକ୍ଷୋଭ

ଲୋଇସିଂହା,୧।୫(ସୁଶାନ୍ତ ବାରିକ):ଟିପିଡବ୍ଲ୍ୟୁଓଡିଏଲର ମନମୁଖୀ ଛଟେଇ ବିରୋଧରେ ୱେଷ୍ଟର୍ଣ୍ଣ ଓଡ଼ିଶା ବିଦ୍ୟୁତ ଶ୍ରମିକ ମହାସଂଘ ତରଫରୁ ଲୋଇସିଂହା ବିଦ୍ୟୁୁତ ସେକ୍ସନରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନର…

ଲେଙ୍ଗୁ ମିଶ୍ର ଛକରୁ ପୁରୁଣା ଜିରାବ୍ରିଜ ରାସ୍ତା ଜବରଦଖଲ: ପୁଣି ଜୋର୍‌ ଧରିଲା ଉଚ୍ଛେଦ ଦାବି

ବରଗଡ,୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବହୁଚର୍ଚ୍ଚିତ ଲେଙ୍ଗୁ ମିଶ୍ର ଛକରୁ ପୁରୁଣା ଜିରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଦାବି ପୁଣି ତେଜି ଉଠିଛି। ଏହି ଦାବି ନେଇ ବରଗଡ଼…

କାଳବୈଶାଖୀ ପ୍ରଭାବରେ ଭାଙ୍ଗିଲା ଘର କାନ୍ଥ, କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ଦାବି

କଲ୍ୟାଣସିଂହପୁର,୧ା୫(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ଜଗନ୍ନାଥ କଲୋନୀରେ ଗୁରୁବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଦେଖିବାକୁ ମିଳିଛି। ଘର…

ନିର୍ବାଚନୀ ଫଳାଫଳ ମଧ୍ୟରେ ମମତାଙ୍କ ପାଇଁ ଆସିଲା ଖୁସିଖବର: ଜାଣିଲେ ଖୁସିରେ ନାବିବେ…

କୋଲକାତା,୧।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ସଦ୍ୟତମ ଏକଜିଟ ପୋଲ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଅଧିକାଂଶ ଏକଜିଟ ପୋଲ ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ହେବାର ପୂର୍ବାନୁମାନ…

ନିର୍ବାଚନ ଫଳାଫଳ ପୂର୍ବରୁ ମମତାଙ୍କୁ ଟ୍ରିପଲ ଝଟକା! TMC ପାଇଁ ଆସୁଛି…

କୋଲକାତା,୧।୫: ୨୦୨୬ ବଙ୍ଗଳା ନିର୍ବାଚନ ଫଳାଫଳ ପୂର୍ବରୁ ତୀବ୍ର ରାଜନୈତିକ କାର୍ଯ୍ୟକଳାପ ଚାଲିଛି। ଦିନ ହେଉ କି ରାତି, ସମଗ୍ର ବଙ୍ଗଳାରେ ଉତ୍ତେଜନାର ପରିସ୍ଥିତି ସୃଷ୍ଟି ହୋଇଛି।…

କାଳବୈଶାଖୀର ଭୀଷଣ ତାଣ୍ଡବ: ତପ୍ତପାଣିରେ ଘର ଉପରେ ପଡ଼ିଗଲା ଗଛ, ଭିତରେ ଶୋଇଥିଲେ ପରିବାର

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଧୀନ ବିଭିନ୍ନ ଗ୍ରାମାଞ୍ଚଳରେ ଗୁରୁବାର ରାତି ପ୍ରାୟ ସାଢେ ୧୧ ଟାରୁ ଭୋର ୪…

ଶ୍ରମିକ ଦିବସରେ ପୁରୁଣା କଥାକୁ ମନେ ପକାଇଲେ ଶେଖ ହସିନା, କହିଲେ ଆମେ ଦେଢ ଦଶକରେ ଯାହା କରିଥିଲୁ, ୟୁନୁସ ସରକାର…

ଢାକା,୧।୫: ଶୁକ୍ରବାର ଅନ୍ତର୍ଜାତୀୟ ଶ୍ରମିକ ଦିବସ ଅବସରରେ, ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ତାଙ୍କ ଦେଶର ବର୍ତ୍ତମାନର ପରିସ୍ଥିତିକୁ ଚିନ୍ତାଜନକ ବୋଲି ବର୍ଣ୍ଣନା କରିଥିଲେ। ହସିନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri