Posted inଖେଳ

ଶେହଜାଦଙ୍କ ରେକର୍ଡ

ଆବୁ ଧାବି,୧।୧୧: ମହମ୍ମଦ ଶେହଜାଦ ରବିବାର ପ୍ରଥମ ଆଫଗାନିସ୍ତାନ ଖେଳାଳି ଭାବେ ଟି୨୦ ଫର୍ମାଟରେ ଦୁଇ ହଜାର ରନ୍‌ ପୂରଣ କରିଛନ୍ତି। ରବିବାର ଖେଳାଯାଇଥିବା ନାମ୍ବିଆ ବିପକ୍ଷ ମ୍ୟାଚ୍‌ରେ ସେ ୩୩ ବଲରେ ୪୫ ରନ୍‌ର ଇନିଂସ ଖେଳିଥିଲେ। ଫଳରେ ଅନ୍ତର୍ଜାତୀୟ ଟି୨୦ରେ ତାଙ୍କ ରନ୍‌ ସଂଖ୍ୟା ୨୦୧୧ରେ ପହଞ୍ଚିଛି। ତାଙ୍କ କ୍ୟାରିୟରରେ ରହିଛି ୧୨ ଅର୍ଦ୍ଧଶତକ ଓ ୧ ଶତକ। ଅନ୍ତର୍ଜାତୀୟ ଟି୨୦ରେ ସର୍ବାଧିକ ରନ୍‌ କରିବାର ରେକର୍ଡ ଏବେ ମଧ୍ୟ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ନାମରେ ଅଛି। ସେ ୯୧ ମ୍ୟାଚ୍‌ରେ ୩୨୧୬ ରନ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି ଅଭିନେତ୍ରୀଙ୍କ ପ୍ରେମରେ ପଡ଼ିଥିଲେ ଯୁବରାଜ ସିଂ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଏବଂ କ୍ରିକେଟରଙ୍କ ମଧ୍ୟରେ ସମ୍ପର୍କ କଛି ନୂଆ କଥା ନୁହେଁ। ବଲିଉଡ୍‌ ଏବଂ କ୍ରିକେଟ ଦୁନିଆର ଏପରି ଅନେକ ଯୋଡ଼ି ଥିଲେ,...

କ୍ରାକ୍‌ଜିକ୍‌-ସାଲିସବୁରୀ ଚାମ୍ପିୟନ

ପ୍ୟାରିସ, ୧୧।୬- ଆମେରିକାର ଡେଜାରେ କ୍ରାକ୍‌ଜିକ୍‌ ଓ ବ୍ରିଟେନର ଜୋ ସାଲିସବୁରୀ ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ମିକ୍ସଡ ଡବଲ୍ସ ଚାମ୍ପିୟନ ହୋଇଛନ୍ତି। ଗୁରୁବାର ଅନୁଷ୍ଠିତ...

ଜୋକୋଭିଚ୍‌ ଚତୁର୍ଥ ରାଉଣ୍ଡରେ

ଲଣ୍ଡନ, ୬ା୭-ଗତଥରର ପୁରୁଷ ସିଙ୍ଗଲ୍ସ ଚାମ୍ପିୟନ ସର୍ବୀୟ ଖେଳାଳି ନୋଭାକ୍‌ ଜୋକୋଭିଚ୍‌ ଓ୍ବିମ୍ବେଲଡନ ଓପନ ଟେନିସ ପ୍ରତିଯୋଗିତାର ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ତେବେ ରନର୍ସଅପ୍‌...

ଖେଳ ଉପରେ କେହି ନୁହନ୍ତି, ଖେଳ ହିଁ ସର୍ବୋତ୍ତମ, କହିଲେ କ୍ରୀଡ଼ାମନ୍ତ୍ରୀ…

ନୂଆଦିଲ୍ଲୀ, ୧୫।୧୨: ଭାରତୀୟ କ୍ରିକେଟ ଟିମ୍‌ ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ପ୍ରସ୍ତୁତ ହେଉଛି। କିନ୍ତୁ ଏହାପୂର୍ବରୁ ଅଧିନାୟକତ୍ୱକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ବିରାଟ...

ଧୋନୀଙ୍କୁ ଆଉଟ୍‌ କରିବା ପରେ ଭାବପ୍ରବଣ ହେଲେ ଏହି ବୋଲର୍‌: କହିଦେଲେ ଏମିତି

ମୁମ୍ବାଇ,୨୦।୪: ଆଇପିଏଲ ୨୦୨୧ରେ ରାଜସ୍ଥାନ ରୟାଲ୍ସ (ଆରଆର) ପାଇଁ ଖେଳୁଥିବା ବାମହାତୀ ଦ୍ରୁତ ବୋଲର ଚେତନ ସାକରିଆ ତାଙ୍କ ଖେଳ ଦ୍ୱାରା ସମସ୍ତଙ୍କୁ ପ୍ରଭାବିତ କରିଛନ୍ତି।...

ଆଇପିଏଲ ମ୍ୟାଚ୍‌ ପୂର୍ବରୁ ହୋଇପାରେ ଜାତୀୟ ସଙ୍ଗୀତ ଗାନ

ନୂଆଦିଲ୍ଲୀ,୭।୧୧(ପି.ଟି.)- ପ୍ରତିଟି ଆଇପିଏଲ ମ୍ୟାଚ୍‌ ପୂର୍ବରୁ ଜାତୀୟ ସଙ୍ଗୀତ ଗାନ କରାଯିବା ଲାଗି କିଙ୍ଗ୍ସ ଏକାଦଶ ପଞ୍ଜାବ ସହ ମାଲିକ ନେସ ଓ୍ବାଡିଆ ଲିଖିତ ଭାବେ...

ଜାତୀୟ ସିନିୟର ୫-ଏ-ସାଇଡ୍‌ ମହିଳା ହକି: ଓଡ଼ିଶା କ୍ୱାର୍ଟର ଫାଇନାଲରେ

ଭୁବନେଶ୍ୱର, ୨୫।୯(କ୍ରୀଡ଼ା ପ୍ରତିନିଧି)-କାନପୁରର ଗ୍ରୀନ୍‌ ପାର୍କ ଷ୍ଟାଡିୟମରେ ଚାଲିଥିବା ୪ର୍ଥ ହକି ଇଣ୍ଡିଆ ୫-ଏ-ସାଇଡ୍‌ ମହିଳା ହକି ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ଓଡ଼ିଶା ପ୍ରବେଶ କରିଛି।...

୧୨ ବର୍ଷ ପରେ କୋହଲିଙ୍କ ନାଁରେ ଏହି ଲଜ୍ଜାଜନକ ରେକର୍ଡ

କାନବେରା,୨।୧୨: ଭାରତୀୟ କ୍ରିକେଟ ଦଳର ଅଧବନାୟକ ବିରାଟ କୋହଲି ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଏକଦିବସୀୟ ମ୍ୟାଚ୍‌ରେ ୬୩ରନ୍‌ କରି ଜୋଶ ହେଜେଲଉଡଙ୍କ ଶିକାର ହୋଇଥିଲେ। ଲଗାତାର...

Advertisement
Archives

Model This Week