Posted inଖେଳ

ଆଇ-ଲିଗ୍‌କୁ ଫେରିଲା ମହମ୍ମଡାନ ସ୍ପୋର୍ଟିଂ

କଲ୍ୟାଣୀ, ୧୭ା୧୦ (ପି.ଟି.)-ଏଠାରେ ଶୁକ୍ରବାର ଅନୁଷ୍ଠିତ କ୍ୱାଲିଫାୟର୍ସରେ ଭବାନୀପୁର ଏଫ୍‌ସିକୁ ୨-୦ ଗୋଲରେ ପରାସ୍ତ କରିବା ପରେ ମହମ୍ମଡାନ ସ୍ପୋର୍ଟିଂ ୭ ବର୍ଷ ପରେ ଆଇ-ଲିଗ୍‌କୁ ପ୍ରତ୍ୟାବର୍ତ୍ତନ କରିଛି। ଦଳ ପକ୍ଷରୁ ଭାନ୍‌ଲାଲ୍‌ବା ଚାଙ୍ଗ୍‌ଟେ (୨୮ତମ ମିନିଟ୍‌) ଓ ଗାନି ଅହମ୍ମଦ ନିଗମ୍‌ (୬୭ତମ) ଗୋଲ ସ୍କୋର କରିଥିଲେ। କ୍ରମାଗତ ୩ଟି ବିଜୟ ସହ ୯ ପଏଣ୍ଟ ଅର୍ଜନ କର ଗୋଟିଏ ରାଉଣ୍ଡ ଖେଳ ବାକିଥାଇ ଯୋଗ୍ୟତା ଭିତ୍ତିରେ ଏକମାତ୍ର ଆଇ-ଲିଗ୍‌ ସ୍ଥାନ ହାସଲ କରିନେଇଛି। ଘଟଣାକ୍ରମେ ଅକ୍ଟୋବର ୧୯ରେ ଫାଇନାଲ ରାଉଣ୍ଡ ଖେଳ ହେବ। ସେଦିନ ମହମ୍ମଡାନ ସ୍ପୋର୍ଟିଂ ଏଫ୍‌ସି ବେଙ୍ଗାଲୁରୁ ୟୁନାଇଟେଡ୍‌ ସହ ମୁକାବିଲା କରିବାକୁ ଥିବାବେଳେ ଅନ୍ୟ ଏକ ମ୍ୟାଚ୍‌ ଆରା ଏଫ୍‌ସି ଓ ଭବାନୀପୁର ଏଫ୍‌ସି ମଧ୍ୟରେ ଖେଳାଯିବ। ମୋହନ ବାଗାନ ଓ ଇଷ୍ଟ ବେଙ୍ଗଲ ଇଣ୍ଡିଆନ ସୁପର ଲିଗ୍‌ରେ ଖେଳୁଥିବାରୁ ଏଥର ଆଇ-ଲିଗ୍‌ରେ କୋଲକାତାରୁ ଏକମାତ୍ର ଦଳ ଭାବେ ଭାଗ ନେବ ମହମ୍ମଡାନ ସ୍ପୋର୍ଟିଂ। ଆଇ-ଲିଗ୍‌ ଡିସେମ୍ବରରେ ଆରମ୍ଭ ହେବାର ସମ୍ଭାବନା ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ, ଅଜା ଗିରଫ

ଫୁଲବାଣୀ,୧ା୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ୍‌ ଗୋଚ୍ଛାପଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ତାଙ୍କ ସମ୍ପର୍କୀୟ ଅଜା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗରେ ଗିରଫ…

Iran Israel Conflict: ଟ୍ରମ୍ପଙ୍କ ବଡ଼ ଦାବି, ଗୋଟିଏ ଆକ୍ରମଣରେ ୪୮…

ନୂଆଦିଲ୍ଲୀ,୧।୩:  ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଆମେରିକା ଏବଂ ଇସ୍ରାଏଲୀ ସାମରିକ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ଏକ ବଡ଼ ଏବଂ ଆଶ୍ଚର୍ଯ୍ୟଜନକ ଦାବି କରିଛନ୍ତି । ସେ…

ଅଶ୍ଳୀଳ ଭିଡିଓ କରି ବ୍ଲାକମେଲ କରୁଥିଲେ ପୂର୍ବତନ ପ୍ରେମିକ, ଭେଟିବାକୁ ଡାକି ହତ୍ୟା କରି ମୁହଁରେ ଏସିଡ୍…

ଲକ୍ଷ୍ନୌ,୧।୩: ଉତ୍ତର ପ୍ରଦେଶର ବାଲିଆରୁ ପ୍ରେମ, ବ୍ଲାକମେଲିଂ ଏବଂ ହତ୍ୟାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କୁ ହତ୍ୟା କରିଛନ୍ତି…

IND vs WI Super-8 Live Score: ଭାରତ ଆଗରେ ୧୯୬ ରନ୍‌ର ବିଜୟ ଟାର୍ଗେଟ୍‌

କୋଲକାତା,୧।୩: କୋଲକାତାର ଐତିହାସିକ ଇଡେନ୍‌ ଗାର୍ଡେନ୍ସ ମଇଦାନରେ ରବିବାର ଖେଳାଯାଇଥିବା ଭାରତ ଏବଂ ୱେଷ୍ଟଇଣ୍ଡିଜ୍‌ ମ୍ୟାଚ୍‌ରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ…

ବିମାନବନ୍ଦରଠାରୁ ୧୦୦ମିଟର ଦୂରରେ ହୋଇଥିଲା ବିସ୍ଫୋରଣ, ବର୍ଣ୍ଣନା କଲେ ସିନ୍ଧୁ

ନୂଆଦିଲ୍ଲୀ, ୧ା୩: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଉପସାଗରୀୟ ଅଞ୍ଚଳରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ ଦୁଇଥର ଅଲିମ୍ପିକ ପଦକ…

ମହେନ୍ଦ୍ରଗିରିରେ ବାବାଙ୍କ ଆଶ୍ରମର ଭିତରେ ପଶି ଭାଙ୍ଗରୁଜା, ପାଣି ମଟର ଭାଙ୍ଗିଲେ ଦୃବର୍ତ୍ତ

ପାରଳାଖେମୁଣ୍ଡି,୧।୩(ଗିରିଧାରୀ ପରିଛା): ଗଜପତି ଜିଲାର ଐତିହାସିକ ତଥା ଆଧ୍ୟାତ୍ମିକ ଓ ପୌରାଣିକ କ୍ଷେତ୍ର ରାୟଗଡ଼ ବ୍ଲକ ଅଧିନରେ ଥିବା ମହେନ୍ଦ୍ରଗିରି ଏବେ ଅଶାନ୍ତମୟ ହୋଇପଡିଛି । ଶନିବାର…

ଓଭରଟେକ୍ ହେଲା କାଳ, ସଡ଼କ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ

ଦିଗପହଣ୍ଡି,୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଚକାତେନ୍ତୁଳି ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରବିବାର ଅପରାହ୍ନ ପ୍ରାୟ…

୪ରେ ଦକ୍ଷିଣ ଆଫ୍ରିକା- ନ୍ୟୁଜିଲାଣ୍ଡ ପ୍ରଥମ ସେମିଫାଇନାଲ

ନୂଆଦିଲ୍ଲୀ,୧।୩: ଟି୨୦ ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ସୁପର-୮ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୫ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଜିମ୍ବାଓ୍ବେ ଦ୍ୱାରା ପ୍ରଦତ୍ତ ୧୫୪ ରନର ଟାର୍ଗେଟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri