ମୋହମ୍ମଦିଙ୍କୁ ଆଉ ସାଢ଼େ ୭ ବର୍ଷ ଜେଲ

ଦୁବାଇ,୯ା୨(ଏପି):ଇରାନ୍‌ର ନୋବେଲ ଶାନ୍ତି ପୁରସ୍କାର ବିଜୟିନୀ ନର୍ଗେସ ମୋହମ୍ମଦିଙ୍କୁ ଦେଶର ଏକ ଅଦାଲତ ଆଉ ସାଢ଼େ ୭ ବର୍ଷ ଜେଲ ଦଣ୍ଡାଦେଶ ଦେଇଛି। ୨୦୨୩ରେ ନୋବେଲ ପୁରସ୍କାର ପାଇଥିବା ମୋହମ୍ମଦିଙ୍କୁ ଗତବର୍ଷ ସରକାର ବିରୋଧୀ ଆନ୍ଦୋଳନ ଉସୁକାଇବା ଅଭିଯୋଗରେ ୬ ବର୍ଷ ଓ ଅନ୍ୟ ଏକ ମାମଲାରେ ଦେଢ଼ବର୍ଷ ଜେଲ ଦଣ୍ଡାଦେଶ ହୋଇଥିଲା। ୫୩ ବର୍ଷୀୟା ଜଣାଶୁଣା ମାନବାଧିକାର କର୍ମୀ ମୋହମ୍ମଦି ଗତ ୨ ତାରିଖରୁ ଜେଲରେ ଅନଶନରେ ବସିଥିବାବେଳେ ଶନିବାର ମହଶାଦ ସହରସ୍ଥିତ ରିଭୋଲ୍ୟୁଶନାରି କୋର୍ଟ ପକ୍ଷରୁ ତାଙ୍କୁ ଆଉ ସାଢ଼େ ୭ ବର୍ଷ ଜେଲ ଦଣ୍ଡାଦେଶ ଦିଆଯାଇଛି। ମୋହମ୍ମଦିଙ୍କ ଓକିଲ ମୋସ୍ତାଫା ନିଲି ସାମାଜିକ ଗଣମାଧ୍ୟମ Xରେ ରବିବାର ଏହି ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଧକ୍କା ଦେଲା ଆମବସ୍‌, ରଙ୍ଗ୍‌ରୁଟ୍‌ରେ ଆସି ବାପ-ଝିଅଙ୍କୁ…

ଭୁବନେଶ୍ୱର,୨୭ା୬: ପୁଣି ଧକ୍କା ଦେଇଛି ଆମବସ୍‌। ପ୍ରତିଦିନ ଆମବସ୍‌ କେଉଁଠି ନା କେଉଁଠି ଦୁର୍ଘଟଣା ଘଟାଉଥିବା ଖବର ଆସୁଛି। ଶନିବାର ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱର ଅଞ୍ଚଳରେ ବାପ-ଝିଅଙ୍କୁ ଧକ୍କାଦେଇଛି…

FIFA World Cup 2026ରେ ଇତିହାସ ରଚିଲା କେପ ଭର୍ଡେ: ନକ୍‌ଆଉଟ୍‌ ପହଞ୍ଚିବାରେ ବିଶ୍ୱର ସବୁଠୁ ଛୋଟ ଦେଶ

ଫିଲାଡେଲଫିଆ,୨୭।୬:୨୦୨୬ ଫିଫା ବିଶ୍ୱକପ୍‌ରେ ରାଉଣ୍ଡ ଅଫ ୩୨ ପୂର୍ବରୁ କେପ ଭର୍ଡେ ଏକ ଚମତ୍କାର ପ୍ରଦର୍ଶନ ସହିତ ଇତିହାସ ରଚିଛି। ପ୍ରାୟ ୫୫୦,୦୦୦ ଜନସଂଖ୍ୟା ବିଶିଷ୍ଟ ଆଫ୍ରିକାର…

ଆଧାର କାର୍ଡ଼ ଦେଖାଇଲେ ମିଳିବ କି ଫ୍ରି ଏସି? ଜାଣନ୍ତୁ ସତ…

ନୂଆଦିଲ୍ଲୀ,୨୭।୬: ଆଜିକାଲି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକଙ୍କ ପାଇଁ “ମାଗଣା ଏସି ଯୋଜନା”…

ଘର ଛାଡ଼ିଦେବେ ସଲମାନ: ଜାଣନ୍ତୁ କାହିଁକି

ବଲିଉଡ ସୁପରଷ୍ଟାର ସଲମାନ ଖାନ ତାଙ୍କ ଫିଲ୍ମକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ଯଦିଓ ‘ସିକନ୍ଦର’ ପରଠାରୁ ତାଙ୍କର କୌଣସି ଫିଲ୍ମ ରିଲିଜ ହୋଇନାହିଁ, କିନ୍ତୁ ସେ…

ଚନ୍ଦ୍ରିକା ମୃତ୍ୟୁ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ; OTAS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବହିଷ୍କୃତ

ଭୁବନେଶ୍ୱର, ୨୭।୬:  ବହୁ ଚର୍ଚ୍ଚିତ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ରାଜ୍ୟ ସରକାର ପକ୍ଷରୁ ବଡ଼ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। OTAS (Odisha Tahasildar Administrative Service) ଅଧିକାରୀ…

ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…

ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ…

ଓଡ଼ିଶା ପୋଲିସକୁ ମିଳିବ ‘ପ୍ରେସିଡେଣ୍ଟସ୍୩ କଲର:  ଜୁଲାଇ ୫ରେ ଗୃହମନ୍ତ୍ରୀ ଅମିତ ଶାହ ପ୍ରଦାନ କରିବେ ସମ୍ମାନ

ଭୁବନେଶ୍ୱର, ୨୭।୬: ଓଡ଼ିଶା ପୋଲିସ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ଆସିବାକୁ ଯାଉଛି। ଦେଶର ଅନ୍ୟତମ ସର୍ବୋଚ୍ଚ ପୋଲିସ ସମ୍ମାନ ‘ପ୍ରେସିଡେଣ୍ଟସ୍ କଲର’ (President’s Colour) ରେ…

ଶିଶୁ ଜନ୍ମ ହେଲେ ମୁଖ୍ୟମନ୍ତ୍ରୀ ଦେବେ ୧ ଗ୍ରାମର ସୁନା ମୁଦି, ରାଜ୍ୟ ସରକାରଙ୍କ ଖାସ୍ ସ୍କିମ୍…

ଚେନ୍ନାଇ,୨୭ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ନିଜର ଏକ ପ୍ରମୁଖ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ଏଣିକି ରାଜ୍ୟର ସମସ୍ତ ସରକାରୀ ମାତୃତ୍ୱ କେନ୍ଦ୍ର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri