ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି ଭିଜିଲାନ୍ସକୁ ନୋଟିସ କରିଛନ୍ତି କୋର୍ଟ। ମୋକିମ ହାଇକୋର୍ଟ ରାୟକୁ ଚାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ। ହାଇକୋର୍ଟ ORHDC ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ରାୟକୁ କାଏମ ରଖିଥିଲେ।

ବାରବାଟୀ-କଟକ ବିଧାୟକ ଭାବେ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଓଡ଼ିଶା ହାଇକୋର୍ଟ ଅସିଦ୍ଧ ଘୋଷଣା କରିବା ପରେ ମୋକିମ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ସୁପ୍ରିମକୋର୍ଟରୁ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ କିଛି ଦିନ ତଳେ ଆଶ୍ୱସ୍ତି ମିଳିଥିଲା । ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କରିଥିଲେ ସୁପ୍ରିମକୋର୍ଟ।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…

ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ଇଲେକ୍ଟ୍ରୋନିକ୍ସ ହବ୍ ହେବ ଭାରତ: ଘରୋଇ ଉତ୍ପାଦନ ବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କ ୪.୬ ବିଲିୟନ ଡଲାର ଅନୁଦାନ

ନୂଆଦିଲ୍ଲୀ,୨ା୧: ଭାରତ ସରକାର ଦେଶର ଇଲେକ୍ଟ୍ରୋନିକ୍ସ ଯୋଗାଣ ଶୃଙ୍ଖଳାକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶୁକ୍ରବାର ଆଇଟି (IT) ମନ୍ତ୍ରଣାଳୟ...

ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...

ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି...

ନାଟ୍ୟ ନର୍ତ୍ତନ ଡ୍ୟାନ୍ସ ଫେଷ୍ଟିଭାଲ: ସଫଳତା ଆଣିଲେ….

ଖଡ଼ିଆଳ,୨ା୧ (ସୁଜିତ କୁମାର ପ୍ରଧାନ):  ନୂଆପଡ଼ା ଜିଲା ଖଡିଆଳ ସହରର ଲାଲ ସାହେବ ପଡ଼ାରେ ଥିବା ଧର୍ମେଶ ଡ୍ୟାନ୍ସ ଏକାଡେମୀ ପୁଣି ଏକ ସଫଳତା ହାସଲ...

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri