ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି ଭିଜିଲାନ୍ସକୁ ନୋଟିସ କରିଛନ୍ତି କୋର୍ଟ। ମୋକିମ ହାଇକୋର୍ଟ ରାୟକୁ ଚାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ। ହାଇକୋର୍ଟ ORHDC ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ରାୟକୁ କାଏମ ରଖିଥିଲେ।

ବାରବାଟୀ-କଟକ ବିଧାୟକ ଭାବେ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଓଡ଼ିଶା ହାଇକୋର୍ଟ ଅସିଦ୍ଧ ଘୋଷଣା କରିବା ପରେ ମୋକିମ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ସୁପ୍ରିମକୋର୍ଟରୁ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ କିଛି ଦିନ ତଳେ ଆଶ୍ୱସ୍ତି ମିଳିଥିଲା । ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କରିଥିଲେ ସୁପ୍ରିମକୋର୍ଟ।


Enter your email to get our daily news in your inbox.

All Right Reserved By Dharitri.Com

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri