ଜାନକୀଙ୍କ ସ୍ମୃତି ସଭାରେ ବର୍ଷିଲେ ମୋକିମ, କହିଲେ କଂଗ୍ରେସର ପତନ ପାଇଁ…

ଭୁବନେଶ୍ୱର,୩ା୧: ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସ୍ମୃତି ସଭାରେ ବର୍ଷିଲେ ମୋକିମ । କଂଗ୍ରେସ ହାଇକମାଣ୍ଡଙ୍କୁ ଟାର୍ଗେଟ କରି ସେ ବର୍ଷିଛନ୍ତି । ତେବେ ରାଜ୍ୟରେ କଂଗ୍ରେସ ପତନ ପାଇଁ କେବଳ ଦିଲ୍ଲୀ ସୁପ୍ରିମୋ ହିଁ ଦାୟୀ । ପିସିସି ସଭାପତି ପଦ ବାରମ୍ବାର ପରିବର୍ତ୍ତନ କରିଥିଲେ । ଫଳରେ ଭୋଟ ପ୍ରତିଶତ କମିଛି । କମଳ ନାଥ ଓଡ଼ିଶା ଆସି ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ଅତୀତ କହିଥିଲେ ।

ସେତେବେଳେ ଶରତ ପଟ୍ଟନାୟକଙ୍କୁ ପିସିସି ସଭାପତି କରାଗଲା । ସେବେଠାରୁ ହିଁ କଂଗ୍ରେସର ଡାଉନଫଲ ଆରମ୍ଭ ହୋଇଥିଲା । ଆଜି ପର୍ଯ୍ୟନ୍ତ ସେହି କ୍ଷତିରୁ ଉଠି ପାରୁନାହିଁ କଂଗ୍ରେସ । ତେବେ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଆଦର୍ଶନରେ କଂଗ୍ରେସ ଚାଲିବା ଉଚିତ । କିନ୍ତୁ ତାଙ୍କ ଆଦର୍ଶରେ କୌଣସି ନେତା ଚାଲିବାର ଆନ୍ତରିକତା ଦେଖାଯାଉ ନାହିଁ । ସେତେବେଳେ ସୋନିଆ ଗାନ୍ଧୀ ଜାନକୀଙ୍କ ସହ ଆଲୋଚନା କରିଥିଲେ ଆଜିର ଦିନରେ କଂଗ୍ରେସର ଏଭଳି ସ୍ଥିତି ହୋଇନଥାନ୍ତା। ତେବେ ଏଭଳି କହି କଣ ଆଭାସ ଦେଲେ ମୋକିମ । ଏହାପରେ ମୋକିମ ଆଉ ଏକ ନୂଆ ଦଳ ଗଢ଼ିବା ନେଇ ଚର୍ଚ୍ଚା ବଢ଼ିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri