Posted inUncategorized

ଫାଇନାଲରେ ଶାମୀ ଗୁରୁତର ଆହତ, ରକ୍ତ ଜୁଡ଼ୁବୁଡ଼ୁ ହେଲା ହାତ !

ଦୁବାଇ,୯।୩: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଫାଇନାଲ ମୁକାବିଲା ଖେଳାଯାଉଛି। ଦୁବାଇରେ ଖେଳାଯାଉଥିବା ଏହି ମୁକାବିଲାରେ ଭାରତୀୟ ଟିମ୍‌ ଲାଗି ଏକ ଖରାପ ଖବର ସାମ୍ନାକୁ ଆସିଛି। ଦଳର ମୁଖ୍ୟ ପେସର ମହମ୍ମଦ ଶାମୀ ଆହତ ହୋଇଛନ୍ତି। ୭ମ ଓଭରରେ ନିଜ ବଲ୍‌ରେ ଆସୁଥିବା କ୍ୟାଚ୍‌ ଧରିବା ଲାଗି ଚେଷ୍ଟା କରିବା ବେଳେ ସେ ଗମ୍ଭୀର ଭାବେ ଆହତ ହୋଇଥିଲେ। ତାଙ୍କ ଆଙ୍ଗୁଠିରୁ ରକ୍ତ ଝରିଥିଲା। ପରିସ୍ଥିତି ଏଭଳି ହୋଇଥିଲା ଯେ ତାଙ୍କ ହାତ ରକ୍ତ ଜୁଡ଼ୁବୁଡ଼ୁ ହୋଇଯାଇଥିଲା। ତୁରନ୍ତ ତାଙ୍କୁ ଚିକିତ୍ସକଙ୍କ ସହାୟତା ନେବାକୁ ପଡ଼ିଥିଲା। ପରେ ସେ ପୁଣିଥରେ ବୋଲିଂ କରିଥିଲେ।

୭ମ ଓଭରର ତୃତୀୟ ବଲ୍‌ରେ ରାଚିନ ରବିନ୍ଦ୍ର ଜୋରଦାର ଶଟ୍‌ ଖେଳିଥିଲେ। ଏହା ଶାମୀଙ୍କ ପାଖ ଦେଇ ଯାଇଥିଲା। ଶାମି ସୁଯୋଗର ଫାଇଦା ଉଠାଇବାକୁ ଚାହିଁ ଦୁ ହାତ ଲଗାଇଥିଲେ। ହେଲେ ସେ କ୍ୟାଚ୍‌ ଧରି ପାରି ନ ଥିଲେ। ବରଂ ତାଙ୍କ ଆଙ୍ଗୁଠିରେ ଆଘାତ ଲାଗିଥିଲା ଏବଂ ରକ୍ତ ବୋହୁଥିଲା।

ରାଚିନ ଟୁର୍ନାମେଣ୍ଟରେ ଜବରଦସ୍ତ ଫର୍ମରେ ଥିଲେ। ଏଣୁ ଫାଇନାଲ ଭଳି ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ତାଙ୍କର ଉଇକେଟ ହରାଇ ଆଘାତ ହେବା ଯୋଗୁ ରୋହିତ ଖପ୍ପା ନଜର ଆସିଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

କୋଠରି ଅଛିି, ପାନୀୟ ଜଳ, ଶୌଚାଳୟ ନାହିଁ

କୋରାପୁଟ,୨୭ା୮(ଅମିତାଭ ବେହେରା): ଶିକ୍ଷାର ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ଲୋକମାନେ ବାସ କରୁଥିବା ଅଞ୍ଚଳଗୁଡ଼ିକରେ…

ବଢ଼ୁଛି ଜେନ୍‌ ଆଲ୍‌ଫାଙ୍କ ଆନ୍ଦୋଳନ

ନୂଆଦିଲ୍ଲୀ, ୨୭ା୮ : ରାଜସ୍ଥାନର ଜୟପୁରସ୍ଥିତ ରାମପୁରା କନୱରପୁରା ଗ୍ରାମର ପ୍ରାଥମିକ ସ୍କୁଲ ଘରର ଭଙ୍ଗାଦଦରା ଅବସ୍ଥା ଯୋଗୁ ପିଲାମାନଙ୍କୁ ଏକ ଗୁହାଳରେ ପାଠ ପଢ଼ାଯାଉଥିଲା। ନିକଟରେ…

ତହସିଲଦାର, ଏଆର୍‌ଆଇ ନିଲମ୍ବିତ

ନୂଆପଡ଼ା,୨୭ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ତହସିଲ ଅନ୍ତର୍ଗତ ଚାନ୍ଦୋପଲା ଗଁାରେ ଜମି ବିକ୍ରିରେ ଜାଲିଆତି କରିବା ଅଭିଯୋଗରେ ମଙ୍ଗଳବାର ତହସିଲଦାର ସର୍ବେଶ୍ୱର ଜାଲ ଓ…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri