Posted inଖେଳ

ପୁଣି ବାଦ୍‌ ପଡ଼ିଲେ ଶାମି? ଦ୍ୱିତୀୟ ଟି୨୦ ପୂର୍ବରୁ…

ନୂଆଦିଲ୍ଲୀ,୨୪।୧: ଭେଟେରାନ ଦ୍ରୁତ ବୋଲର୍‌ ମହମ୍ମଦ ଶାମୀଙ୍କ ପ୍ରଶଂସକଙ୍କ ପାଇଁ ନିରାଶାଜନକ ଖବର। ଆହତ ସମସ୍ୟା ଯୋଗୁ ଦୀର୍ଘ ୧୪ ମାସ ଧରି ଦଳରୁ ସେ ବାଦ୍‌ ପଡ଼ିଥିବା ବେଳେ ଇଂଲଣ୍ଡ ବିପକ୍ଷ ସିରିଜରେ ଖେଳିପାରନ୍ତି ବୋଲି କୁହାଯାଉଥିଲା। ହେଲେ ପ୍ରଥମ ମ୍ୟାଚ୍‌ରେ ତାଙ୍କୁ ସୁଯୋଗ ମିଳି ନ ଥିଲା। ଏବେ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରୁ ମଧ୍ୟ ବାଦ୍‌ ପଡ଼ିବେ ବୋଲି କୁହାଯାଉଛି। ଏଣୁ ପୁଣିଥରେ ନୀଳ ଜର୍ସିରେ ତାଙ୍କୁ ଦେଖିବାକୁ ଅପେକ୍ଷା କରିବାକୁ ହେବ।

ଏକ ରିପୋର୍ଟରେ ଦାବି କରାଯାଇଛି ଯେ, ଦ୍ୱିତୀୟ ଟି୨୦ ଜାନୁଆରୀ ୨୫ରେ ଚେନ୍ନାଇରେ ଖେଳାଯିବ। ଶାମି ଏହି ମୁକାବିଲାରୁ ବାଦ୍‌ ପଡ଼ିପାରନ୍ତି। କାରଣ ସେ ସମ୍ପୂର୍ଣ୍ଣ ଫିଟ୍‌ ହୋଇନାହାନ୍ତି।

ତେବେ କୋଲକାତାରେ ଖେଳାଯାଇଥିବା ପ୍ରଥମ ମ୍ୟାଚ୍‌ ପରେ ଯୁବ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା କହିଥିଲେ ଶାମି ଏବେ ସମ୍ପୂର୍ଣ୍ଣ ଫିଟ। ହେଲେ ତାଙ୍କୁ ଦଳରେ କାହିଁକି ସାମିଲ କରାଯାଇନାହିଁ ତାହା ମ୍ୟାନେଜମେଣ୍ଟର ନିଷ୍ପତ୍ତି। ଏବେ ସତ କ’ଣ ତାହା ଶାମି ନଚେତ ଚୟନକର୍ତ୍ତା କହିପାରିବେ।

ଅପରପକ୍ଷେ ଇଂଲଣ୍ଡ ବିପକ୍ଷରେ ଭାରତ ୫ ମ୍ୟାଚ୍‌ ଖେଳିବ। ଏଣୁ ଶାମିଙ୍କ ଉପରେ ବୋର୍ଡ କୌଣସି ଚାପ ଦେବାକୁ ଚାହୁଁ ନ ଥାଇପାରେ। ସେହିଭଳି ଚାମ୍ପିଅନ୍ସ ଟ୍ରଫିକୁ ଧ୍ୟାନରେ ରଖି ଦଳ ତାଙ୍କୁ ଅଧିକ ବିଶ୍ରାମ ଦେବାକୁ ଚାହୁଁଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ସେମିକନ୍ ଇଣ୍ଡିଆରେ ବଡ଼ ଘୋଷଣା କଲେ ଅଶ୍ୱିନୀ ବୈଷ୍ଣବ, ଓଡ଼ିଶାରେ ହେବ…

ନୂଆଦିଲ୍ଲୀ,୧୭।୯: ସେମିକଣ୍ଡକ୍ଟର କ୍ଷେତ୍ରରେ ଭାରତର ପରବର୍ତ୍ତୀ ପର୍ଯ୍ୟାୟର ଅଭିଯାନ ଅଧିକ ବ୍ୟାପକ ହେବ। ଦେଶରେ ଅତିକମ୍‌ରେ ୨୦୦ଟି ଷ୍ଟାର୍ଟଅପ୍‌ ଓ କମ୍ପାନୀକୁ ଚିପ୍‌ ଡିଜାଇନ କାର୍ଯ୍ୟରେ ସାମିଲ…

ଗୋଟିଏ ଯୁବତୀଙ୍କୁ ଭଲପାଉଥିଲେ, ଈର୍ଷାରେ ପାଣିଟାଙ୍କି ଉପରୁ ଠେଲି ନେଇଗଲେ ବନ୍ଧୁଙ୍କ ଜୀବନ; ତଦନ୍ତ ପରେ…

ରାଉରକେଲା,୧୭।୯(ସଙ୍ଗୀତା ଜେନା): ସୁନ୍ଦରଗଡ଼ ଜିଲା ଲାଠିକଟା ଅଞ୍ଚଳରେ ଜଣେ ଯୁବକଙ୍କୁ ତାଙ୍କ ନିଜ ବନ୍ଧୁ ନିର୍ମାଣାଧୀନ ପାଣିଟାଙ୍କି ଉପରୁ ଠେଲି ହତ୍ୟା କରିଥିବା ଭଳି ଏକ ସାଂଘାତିକ…

୭୬ ବର୍ଷରେ ବି ଫିଟ୍‌ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଜନ୍ମଦିନରେ ଜାଣନ୍ତୁ ତାଙ୍କ ବିଷୟରେ କିଛି ଅଜଣା କଥା…

ନୂଆଦିଲ୍ଲୀ,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୭ ସେପ୍ଟେମ୍ବର ୧୯୫୦ରେ ଗୁଜରାଟରେ ଜନ୍ମଗ୍ରହଣ କରିଥିଲେ। ଆଜି ତାଙ୍କ ଜନ୍ମଦିନରେ ସାରା ଦେଶରେ ତାଙ୍କ ଜୀବନର ବିଭିନ୍ନ ଦିଗ ଉପରେ…

ଚାରିଆଡେ ଚର୍ଚ୍ଚା; ମୋଦିଙ୍କୁ ଏଭଳି ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବନ୍ଧୁ ପୁଟିନ୍, ବିଶ୍ବରେ ଆପଣଙ୍କ….

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ରୁଷିଆରୁ ଆସିଛି ଶୁଭେଚ୍ଛା ବାର୍ତ୍ତା। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜନ୍ମଦିନର ଶୁଭକାମନା ଜଣାଇବା ସହ…

ବ୍ୟାଗରେ କୁକୁର ଧରି ଅଫିସରେ ପହଞ୍ଚିଲେ ଯୁବନେତା, ଅଫିସରଙ୍କ ଟେବୁଲ ଉପରେ ଛାଡି…

ମୁମ୍ବାଇ,୧୭।୯: ମହାରାଷ୍ଟ୍ରର ନାଶିକ ଜିଲା ନିଫାଡ଼ରେ ବୁଲା କୁକୁରଙ୍କ ସମସ୍ୟାକୁ ନେଇ ଏକ ଅଭିନବ ଢଙ୍ଗରେ ପ୍ରତିବାଦ କରାଯାଇଛି । UBT ଶିବସେନାର ଯୁବ ନେତା ବିକ୍ରମ…

ଗ୍ରାମରେ ପଶିଗଲା ଗୋଠଛଡ଼ା ଦନ୍ତା: ଘର ଭାଙ୍ଗି ଚାଉଳ ଖାଇଲା, ଜଙ୍ଗଲରେ ୩ ହାତୀଙ୍କୁ ନେଇ ଆତଙ୍କ!

ବଣାଇଁ,୧୭।୯(ପ୍ରଦୀପ ତ୍ରିପାଠୀ): ବୁଧବାର ସନ୍ଧ୍ୟାରେ ବଣାଇଁ ବନାଞ୍ଚଳ ଅନ୍ତର୍ଗତ ବଡ଼ପୋଷ ଗ୍ରାମରେ ଏକ ଗୋଠଛଡା ଦନ୍ତା ହଠାତ୍ ଘରେ ପଶି ଯାଇଥିଲା । ଖାଦ୍ୟ ଅନ୍ୱେଷଣରେ ଘୂରିବୁଲୁଥିବା…

ନନ୍ଦୀ ପ୍ରତିମୂର୍ତ୍ତି ପାଖରେ ପହଞ୍ଚିଲା ମାଙ୍କଡ଼, ତା’ ପରେ ଯାହା କଲା ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରତିଦିନ କିଛି ନା କିଛି ଭିଡିଓ ସାମ୍ନାକୁ ଆସୁଛି। ଏଥିମଧ୍ୟରୁ ଅନେକ ଭିଡିଓ ଆଶ୍ଚର୍ଯ୍ୟ କରିଦେଉଥିବାବେଳେ ଆଉ କିଛି ଭିଡିଓ ହୃଦୟସ୍ପର୍ଶୀ। ଏବେ ଏମିତି…

UPI AutoPay ମାଧ୍ୟମରେ SIP ଏବଂ Insurance ଭରୁଛନ୍ତି କି? ଜାଣନ୍ତୁ ୧୫ ଅକ୍ଟୋବରରୁ କ’ଣ ବଦଳିବ…

ନୂଆଦିଲ୍ଲୀ,୧୭।୯: ଯଦି ଆପଣ ପ୍ରତିମାସରେ Mutual Fund SIP, ଇନ୍ସୁରାନ୍ସ ପ୍ରିମିୟମ୍, OTT ସବସ୍କ୍ରିପସନ୍ କିମ୍ବା ବିଜୁଳି-ମୋବାଇଲ୍ ବିଲ୍ ପରିଶୋଧ ପାଇଁ UPI AutoPay ବ୍ୟବହାର କରୁଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?