Posted inଖେଳ

ବାଲାଂଦେଶ ବିପକ୍ଷ ସିରିଜ୍‌ ପୂର୍ବରୁ ଭାରତୀୟ ଟିମକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୩।୧୨: ବାଲାଂଦେଶ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ପୂର୍ବରୁୁ ଭାରତୀୟ ଟିମ୍‌କୁ ଲାଗିଛି ବଡ ଝଟ୍‌କା। ଅନୁଭବୀ ଦ୍ରୁତ ବୋଲର ମହମ୍ମଦ ଶାମି ଆହତ ହୋଇଥିବା କାରଣରୁ ଏହି ସିରିଜରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ବାମ କାନ୍ଧରେ ଆଘାତ ଲାଗିଥିବା ନେଇ ବିସିସିଆଇ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ବାଲାଂଦେଶ ଗସ୍ତରେ ଭାରତୀୟ ଟିମ୍‌ ୩ ଦିନିକିଆ ଏବଂ ୨ ଟେଷ୍ଟ ମ୍ୟାଚ୍‌ ଖେଳିବ। ଡିସେମ୍ବର ୪ରୁ ଏହି ସିରିଜ ଆରମ୍ଭ ହେବ। ତେବେ ଶାମିଙ୍କ ଅନୁପସ୍ଥିତିରେ ଉମରାନ ମଲିକଙ୍କୁ ବିସିସିଆଇ ଦଳରେ ସାମିଲ କରିଛି।

ଟି୨୦ ବିଶ୍ୱକପ୍‌ ପରେ ଶାମିଙ୍କ ସମେତ ରୋହିତ ଶର୍ମା, ବିରାଟ କୋହଲି ଏବଂ କେଏଲ୍‌ ରାହୁଲଙ୍କ ଭଳି ବରିଷ୍ଠ ଖେଳାଳିଙ୍କୁ ନ୍ୟୁଜିଲାଣ୍ଡ ଗସ୍ତରୁ ବିଶ୍ରାମ ଦିଆଯାଇଥିଲା। ଶାମି ଏହି ସିରିଜରେ ଜସପ୍ରିତ ବୁମରାଙ୍କ ଅନୁପସ୍ଥିତିରେ ଦାୟିତ୍ୱ ସମ୍ଭାଳିଥିଲେ। ହେଲେ ଏବେ ସେ ନିଜେ ବାଦ୍‌ ପଡ଼ିବା ଦଳ ଲାଗି ବଡ଼ ଝଟ୍‌କା ଠାରୁ କମ୍‌ ନୁହେଁ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସିଏସ୍‌କେକୁ ଅନଫଲୋ କଲେ ରାଇନା

ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ ସୁରେଶ ରାଇନା ଏଥର ଆଇପିଏଲରୁ ଓହରି ଯାଇଛନ୍ତି। ଏହା ସତ୍ତ୍ୱେ ସେମାନେ ସର୍ବଦା ଚର୍ଚ୍ଚାରେ ରହୁଛନ୍ତି। ଚେନ୍ନାଇ ସୁପର କିଙ୍ଗ୍ସର ଦୁଇଟି...

ପୁଅକୁ ଜୀବନର ପ୍ରକୃତ ମୂଲ୍ୟ ଶିଖାଇବା ପାଇଁ ରାସ୍ତାକୁ ଓହ୍ଲାଇଲେ ଶିଖର ଧାଓ୍ବନ

କରୋନା ଯୋଗୁ ଏବେ ସମସ୍ତ କ୍ରିକେଟ ସିରିଜ୍‌ ସ୍ଥଗିତ ରଖାଯାଇଛି। ଫଳରେ କ୍ରିକେଟରମାନେ ନିଜ ପରିବାର ସମୟ ବିତାଇବା ସହ ସୋସିଆଲ ମିଡିଆରେ ମଧ୍ୟ ସକ୍ରିୟ...

ମନର ଯନ୍ତ୍ରଣା ବଖାଣିଲେ ଅଭିଷେକ

ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ୨୦୦୦ ମସିହାରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ରିଫ୍ୟୁଜି’ ସହିତ ତାଙ୍କ ଅଭିନୟ ଜୀବନ ଆରମ୍ଭ କରିଥିଲେ। ଏହି ଫିଲ୍ମରେ ଅଭିଷେକଙ୍କ...

ଓପନ ବର୍ଗରେ ଜିତିଲେ ଭାରତ ଏ, ବି

ମାମଲ୍ଳାପୁରମ୍‌, ୬ା୮ (ପି.ଟି): ଚେନ୍ନାଇର ମାମଲ୍ଲାପୁରମରେ ଖେଳାଯାଉଥିବା ୪୪ତମ ଫିଡେ ଚେସ୍‌ ଅଲିମ୍ପିଆଡର ଓପନ ବର୍ଗରେ ଭାରତ ଏ ଓ ବି ବିଜୟୀ ହୋଇଛନ୍ତି। ଭାରତ...

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ: ରିଷ୍ଟ ସ୍ପିନରଙ୍କ ଅନୁପସ୍ଥିତି ଚିନ୍ତାଜନକ: କାନେରିଆ

ନୂଆଦିଲ୍ଲୀ,୧୨।୫(ପି.ଟି.): ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନ୍‌ଶିପ୍‌ (ଡବ୍ଲ୍ୟଟିସି) ଫାଇନାଲ୍ସ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ଦଳରେ କୌଣସି ରିଷ୍ଟ ସ୍ପିନର ସ୍ଥାନ...

ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ପାଇଁ ରୋହିତ୍‌ଙ୍କ ନାମ ସୁପାରିସ

ନୂଆଦିଲ୍ଲୀ, ୧୮।୮: ଭାରତୀୟ ସୀମିତ ଓଭର କ୍ରିକେଟ୍‌ ଦଳର ଦୁର୍ଦ୍ଦର୍ଷ ଓପନର୍‌ ରୋହିତ୍‌ ଶର୍ମାଙ୍କ ନାମ ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ‘ରାଜୀବ ଗାନ୍ଧୀ ଖେଳରତ୍ନ’...

କୋହଲିଙ୍କୁ ଅଧିକ ଗୁରୁତ୍ୱ ନ ଦେବାକୁ ଅଷ୍ଟ୍ରେଲୀୟ ପ୍ରଶଂସକ ଚାହାନ୍ତି: ପେନ୍‌

ସିଡ୍‌ନୀ,୧୬।୧୧(ପି.ଟି.): ଆଗାମୀ ସିରିଜରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ଅଧିକ ଗୁରୁତ୍ୱ ଦେବାକୁ ଅଷ୍ଟ୍ରେଲିଆ ପ୍ରଶଂସକ ଚାହାନ୍ତି ନାହିଁ। ଏକଥା କହିଛନ୍ତି ଅଷ୍ଟ୍ରେଲିଆ ଅଧିନାୟକ ଟିମ୍‌...

ଚିନ୍ତାରେ ବାଂଲାଦେଶ ଦଳ

ଟଣ୍ଟନ,୧୬ା୬: ବାଂଲାଦେଶ ପାଇଁ ଚଳିତ ବିଶ୍ୱକପ୍‌ରେ ଦ୍ୱିତୀୟ ସର୍ବାଧିକ ରନ୍‌ ସ୍କୋରର ମୁସ୍ତାଫିକର ରହିମ ବ୍ୟାଟିଂ ଅଭ୍ୟାସ କରୁଥିବା ବେଳେ ଆହତ ହୋଇଛନ୍ତି। ସୋମବାର ଏଠାରେ...

Advertisement
Archives

Model This Week