Posted inଖେଳ

ଶାମିଙ୍କ ଖେଳିବା ସମ୍ଭାବନା କମ୍‌

ଆଡିଲେଡ୍‌, ୧୯।୧୨- ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ୍‌ର ବଳକା ମ୍ୟାଚ୍‌ରେ ଭାରତୀୟ ପେସର ମହମ୍ମଦ ଶାମିଙ୍କ ଖେଳିବା ସମ୍ଭାବନା କମ୍‌। କାରଣ ପ୍ରଥମ ଟେଷ୍ଟରେ ବ୍ୟାଟିଂ କରୁଥିବାବେଳେ ଆହତ ହୋଇଛନ୍ତି ଏହି ପେସର। ତାଙ୍କ ରିଷ୍ଟରେ ଆଘାତ ଲାଗିଛି। ଏହି ଆହାତ ସମସ୍ୟା ଯୋଗୁ ସେ ବ୍ୟାଟିଂ ଛାଡ଼ି ପ୍ୟାଭିଲିଅନ ଫେରିଯାଇଥିଲେ। ଆଘାତ ସମସ୍ୟା କେତେ ଗୁରୁତର ଜଣାପଡ଼ି ନ ଥିଲେ ମଧ୍ୟ ସେ ବାମହାତ ଉଠାଇ ପାରୁ ନାହାନ୍ତି।

ଭାରତୀୟ ଦଳର ଦ୍ୱିତୀୟ ଇନିଂସରେ ଅଷ୍ଟ୍ରେଲିଆ ପେସର ପାଟ କୁମିନ୍ସଙ୍କ ଏକ ଶଟ ପିଚ୍‌ ବଲ୍‌ ଶାମିଙ୍କ ଏଲ୍‌ବୋରେ ବାଜିଥିଲା। ସ୍କାନିଂ ପାଇଁ ତାଙ୍କୁ ମେଡିକାଲ ନିଆଯାଇଛି।

ଶାମିଙ୍କ ଆହତ ସମସ୍ୟା ସମ୍ପର୍କରେ କିଛି ଅପଡେଟ୍‌ ଆସିନାହିଁ। ସେ ଖୁବ୍‌ ଯନ୍ତ୍ରଣା ଅନୁଭବ କରୁଛନ୍ତି। ଏପରି କି ସେ ବାମହାତ ଉଠାଇ ପାରୁ ନାହାନ୍ତି। ପରବର୍ତ୍ତୀ ସମୟରେ ସମ୍ଭବତଃ ଏ ସମ୍ପର୍କରେ କିଛି ସୂଚନା ମିଳିପାରେ ବୋଲି କୋହଲି ମ୍ୟାଚ୍‌ ପରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶାହା ନୁହେଁ ଏହି କ୍ରିକେଟରଙ୍କୁ ଦିଆଯିବ ସୁଯୋଗ: କୋହଲି

ନୂଆଦିଲ୍ଲୀ,୪।୨: ଅନ୍ତଃରାଷ୍ଟ୍ରୀୟ କ୍ରିକେଟରୁ ମହେନ୍ଦ୍ର ସିଂହ ଧୋନୀ ସନ୍ୟାସ ନେବା ପରେ ଭାରତୀୟ କ୍ରିକେଟ ଟିମ୍‌ର ଉଇକେଟକିପର କିଏ ହେବ ସେ ନେଇ ଚର୍ଚ୍ଚା ଜାରି...

ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବ ଭାରତ

ମାଞ୍ଚେଷ୍ଟର, ୨୭।୬:ଚଳିତ ବିଶ୍ୱକପରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ତା’ର ଷଷ୍ଠ ଲିଗ ପର୍ଯ୍ୟାୟ ମ୍ୟାଚରେ ଗୁରୁବାର ଓ୍ବେଷ୍ଟଇଣ୍ଡିଜକୁ ଭେଟିଛି। ଏହି ମ୍ୟାଚ୍‌ରେ ଭାରତ ଟସ୍‌...

ରିକି ପଣ୍ଟିଂଙ୍କ ଅଷ୍ଟ୍ରେଲିଆ ଟିମ୍‌କୁ ଏକାକୀ ପାଣି ପିଆଇ ଦେଇଥିଲେ

ବେଲଫାଷ୍ଟ,୧୪।୯: କ୍ରିକେଟରୁ ଜିମ୍ବାଓ୍ବେର ସିନିୟର ବ୍ୟାଟ୍ସମ୍ୟାନ ବ୍ରେଣ୍ଡନ ଟେଲରଙ୍କ ଅବସର ସହ ଏକ ଯୁଗ ଶେଷ ହୋଇଛି। ଜିମ୍ବାଓ୍ବେ କ୍ରିକେଟ ଇତିହାସର ସବୁଠୁ ସଫଳତମ ବ୍ୟାଟ୍ସମ୍ୟାନ...

ଆଇଏସ୍‌ଏଲ୍‌-୨୦୨୦: ଗୋଆକୁ ହରାଇଲା ମୁମ୍ବାଇ

ମାର୍ଗାଓ, ୨୬।୧୧: ଆଡାମ ଲି ଫନ୍‌ଡ୍ରେଙ୍କ ଇଞ୍ଜୁରି ଟାଇମ୍‌ ପେନାଲ୍ଟି ଗୋଲ ବଳରେ ମୁମ୍ବାଇ ସିଟି ଏଫ୍‌ସି ବୁଧବାର ଅନୁଷ୍ଠିତ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌) ମ୍ୟାଚରେ...

କରୋନା ଆତଙ୍କ ସତ୍ତ୍ୱେ ୟୁକେରେ ଛୁଟି କଟାଉଛି ଭାରତୀୟ ଦଳ

ଲଣ୍ଡନ, ୭।୭(ଏପି)- ଇଂଲଣ୍ଡ କ୍ରିକେଟ ଦଳର ୩ ଖେଳାଳି ଓ ୪ଜଣ ସପୋର୍ଟ ଷ୍ଟାଫ୍‌ କରୋନା ଭାଇରସ ସଂକ୍ରମିତ ହୋଇଛନ୍ତି। ଏହାସତ୍ତ୍ୱେ ୟୁକେ ଟୁର୍‌ରେ ଥିବା...

ପେଟ୍ରୋଲ ପମ୍ପରେ ବସି ଝଗଡା କଲେ ଧୋନୀ-ସାକ୍ଷୀ, ଫ୍ୟାନ୍‌ କଲେ ପ୍ରଶଂସା

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବିଶ୍ୱକପ୍‌ ପରେ କିଛି କ୍ରିକେଟରୁ ଦୂରେଇ ରହିଛି। ଏହି ସମୟରେ ନିଜ ପରିବାର ସହ...

ଆଇପିଏଲ୍‌:ଫୋକସ୍‌ରେ ନୂଆ ଅଧିନାୟକ ପନ୍ତ, ଦିଲ୍ଲୀ କ୍ୟାପିଟାଲ୍ସ ଲାଗି ଏକାଧିକ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୭।୪(ପି.ଟି.): ଆଉ ଦୁଇ ଦିନ ପରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆୟୋଜନ ହେବାକୁ ଯାଉଥିବା ବେଳେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ନୂଆ ଚ୍ୟାଲେଞ୍ଜ୍‌ ସୃଷ୍ଟି...

ଭାରତ ହାତରୁ ମ୍ୟାଚ୍‌ ଛଡ଼ାଇ ନେଲେ ଅଷ୍ଟ୍ରେଲିଆ ଅଧିନାୟିକା, ପୁଣି ହାରିଲା…

ଅକ୍‌ଲ୍ୟାଣ୍ଡ,୧୯।୩: ଆଇସିସି ମହିଳା ବିଶ୍ୱକପର ଆଉ ଏକ ମୁକାବିଲାରେ ପୁଣି ହାରିଛି ଭାରତ। ସ୍ଥାନୀୟ ଇଡେନ୍‌ ପାର୍କରେ ଶନିବାର ଖେଳାଯାଉଥିବା ମ୍ୟାଚ୍‌ରେ ଭାରତୀୟ ମହିଳା ଟିମ...

Advertisement
Archives

Model This Week