Posted inଖେଳ

କ୍ରିକେଟର ମହମ୍ମଦ ଶାମିଙ୍କ ବିରୋଧରେ ସୁପ୍ରିମକୋର୍ଟରେ ପହଞ୍ଚିଲେ ସ୍ତ୍ରୀ ହସିନ

ନୂଆଦିଲ୍ଲୀ,୩।୫: କ୍ରିକେଟର ମହମ୍ମଦ ଶାମିଙ୍କଠାରୁ ଅଲଗା ରହୁଥିବା ତାଙ୍କ ସ୍ତ୍ରୀ ହସିନ ଜାହାନ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ତ ହୋଇଛନ୍ତି। ପଶ୍ଚିମବଙ୍ଗର ଯାଦବପୁରରେ ହସିନ ପଞ୍ଜୀକୃତ କରିଥିବା ଅପରାଧିକ ମାମଲା ଉପରେ ହୋଇଥିବା ପ୍ରତିବନ୍ଧକକୁ ବିରୋଧ କରିଛନ୍ତି। ସେ କହିଛନ୍ତି, ପୂର୍ବରୁ ସେକ୍ସନ କୋର୍ଟ ଏହି ମାମଲାକୁ ସ୍ଥଗିତ ରଖିଥିଲେ। ପରେ ହାଇକୋର୍ଟ ମଧ୍ୟ ତାଙ୍କ ଆବେଦନକୁ ପ୍ରତ୍ୟାଖ୍ୟାନ କରିଥିଲେ। ଏହି କାରଣରୁ ଏହି ମାମଲା ୪ ବର୍ଷ ଧରି ଅଟକି ରହିଛି। ତେବେ କୋଲକତା ହାଇକୋର୍ଟ ଶାମିଙ୍କ ଗିରଫଦାରୀ ୱାରେଣ୍ଟ ଉପରେ ରହିତାଦେଶ ଜାରି କରିଥିବା ବେଳେ ଏହାକୁ ସୁପ୍ରିମକୋର୍ଟରେ ସେ ଚାଲେଞ୍ଜ କରିଛନ୍ତି।

 

ମହମ୍ମଦ ଶାମି ଏବଂ ହସିନ ଜାହାନ ୨୦୧୪ରେ ବିବାହ କରିଥିଲେ। ବିବାହର କିଛି ବର୍ଷ ପରେ ହସିନା ଜାହାନ ଶାମିଙ୍କ ବିରୋଧରେ ଅନେକ ଅଭିଯୋଗ ଆଣିଥିଲେ। ଏପରିକି ନିର୍ଯାତନା, ଅନ୍ୟ ମହିଳାଙ୍କ ସହ ସମ୍ପର୍କ ରଖିଥିବା ଆଦି ଶାମିଙ୍କ ବିରୋଧରେ ଅଭିଯୋଗ କରିଥିଲେ। ଏବେ ପୁଣି ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଆବେଦନରେ ସେ ଏହି ଅଭିଯୋଗର ପୁନରାବୃତ୍ତି କରିଛନ୍ତି। ହେଲେ ମହମ୍ମଦ ଶାମି ଏହି ଅଭିଯୋଗକୁ ମିଥ୍ୟା କହି କ୍ରମାଗତ ବିରୋଧ କରୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…

ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ କାଟି…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri