Posted inଖେଳ

ମହମ୍ମଦ ଶାମିଙ୍କୁ ଜୋତା ମାରିବାକୁ ଧମକ ଦେଲେ ପୂର୍ବତନ ସ୍ତ୍ରୀ

ନୂଆଦିଲ୍ଲୀ,୫।୮: ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମି ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ପ୍ରାୟତଃ ରହିଥା’ନ୍ତି। ଶାମି ହସିନ ଜାହାଁଙ୍କୁ ବିବାହ କରିଥିଲେ। କିନ୍ତୁ ବର୍ତ୍ତମାନ ଦୁହେଁ ପରସ୍ପରକୁ ଛାଡପତ୍ର ଦେଇଛନ୍ତି। ଉଭୟ ଦମ୍ପତିଙ୍କର ଗୋଟିଏ ଝିଅ ଅଛି, ଯାହାର ନାମ ଆୟରା। ବର୍ତ୍ତମାନ ମହମ୍ମଦ ଶାମି ତାଙ୍କ ୬ ବର୍ଷର ଝିଅ ଆୟରାଙ୍କୁ ଭେଟିବାକୁ ଆସିଛନ୍ତି। ଆୟରା ତାଙ୍କ ମା’ ହସିନଙ୍କ ସହ ରୁହନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ହସିନ ଜାହା ଏହି ସୂଚନା ଦେଇଛନ୍ତି। ଏଥି ସହିତ ସେ ନିଜ ରାଗ ପ୍ରକାଶ କରିଛନ୍ତି।
ହସିନ ଜାହାନ ସୋସିଆଲ ମିଡିଆ ପୋଷ୍ଟରେ ଲେଖିଛନ୍ତି – ଭଗବାନଙ୍କୁ ଧନ୍ୟବାଦ, ବେବୋ ଶେଷରେ ତାଙ୍କ ପିତାଙ୍କୁ ଭେଟିବାକୁ ଯାଇଛନ୍ତି ଏବଂ ଆଲ୍ଲା ମୋ ଝିଅକୁ ପ୍ରତ୍ୟେକ ଶତ୍ରୁ ଏବଂ ମନ୍ଦ ଆଖିରୁ ରକ୍ଷା କରନ୍ତୁ। ୬ ବର୍ଷ ପରେ ତାଙ୍କ ଝିଅ କଥ ମନେ ପଡିଛି। ମୁଁ ଏପର୍ଯ୍ୟନ୍ତ ସବୁକିଛି ସହିକି ଅଛି। ମୁଁ ଭାବୁଛି ସାମି ସୁଧୁରି ଯିବେ। କିନ୍ତୁ ସେ ମୋ ଝିଅକୁ ମୋଠାରୁ ଛଡେଇ ନେବାକୁ ଚେଷ୍ଟା କରୁଛନ୍ତି। କିନ୍ତୁ ଆଲ୍ହା ସବୁ କିଛିର ହିସାବ ଦେବେ। ସବୁକିଛି ମୋ ହାତରେ ଥିଲେ ମୁଁ ଜୋତାରେ ପିଟନ୍ତି। ମୁଁ ଅପେକ୍ଷା କରି ରହିଛି। ଆଉ ବେଶୀ ଦିନ ବାକି ନାହିଁ।

 

View this post on Instagram

 

A post shared by Haseen Jahan (@hasinjahanofficial)

 

View this post on Instagram

 

A post shared by Haseen Jahan (@hasinjahanofficial)


Enter your email to get our daily news in your inbox.

All Right Reserved By Dharitri.Com

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri