Posted inଖେଳ

ସବୁ ସୀମା ଟିପଲେ ଏହି କ୍ରିକେଟ୍‌ଙ୍କ ସ୍ତ୍ରୀ, ଭିଡିଓ ଶେୟାର କରି କହିଲେ…

ଭାରତୀୟ କ୍ରିକେଟ୍‌ର ମହମ୍ମଦ ଶାମିଙ୍କ ସ୍ତ୍ରୀ ହସିନ ଜାହାନ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ହସିନଙ୍କ ସହ ଶାମିଙ୍କ ବିବାଦକୁ ସମସ୍ତେ ମନେ ରଖିଛନ୍ତି। ସୋସିଆଲ ମିଡିଆରେ ହସିନ ବହୁତ ସକ୍ରିୟ ଅଛନ୍ତି। ଇନଷ୍ଟାଗ୍ରାମରେ ଲଗାତାର ନିଜର ଫଟୋ ଏବଂ ଭିଡିଓ ଶେୟାର କରି ଚର୍ଚ୍ଚାକୁ ଆସିଥାନ୍ତି। ହସିନ ଏଥର ଏଭଳି ଏକ ଭିଡିଓ ଶେୟାର କରିଛନ୍ତି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଇନଷ୍ଟାଗ୍ରାମରେ ହସିନ ଜାହାନ ଏକ ଭିଡିଓ ଶେୟାର କରି କହିଛନ୍ତି, ଅଭଦ୍ର ବ୍ୟବହାର କରିବାର ଗୋଟିଏ ସୁବିଧା ହେଉଛି ଯେ ଅଦରକାରୀ ଲୋକମାନେ ଆଉ ମୁହଁ ଲଗାନ୍ତି ନାହିଁ। ଏହି ପୋଷ୍ଟ କରିବା ପରେ ଭାରତୀୟ କ୍ରିକେଟ ପ୍ରଶଂସକ ଏବଂ ଅନେକ ଲୋକ ଏହାକୁ ମହମ୍ମଦ ଶାମିଙ୍କ ସହ ଯୋଡି ଦେଖିବା ଆରମ୍ଭ କରିଥିଲେ। ଜଣେ ପ୍ରଶଂସକ ଲେଖିଛନ୍ତି, ଏହି କାରଣରୁ ଆମ ଭାଇ ଆପଣଙ୍କ ଚେହେରାକୁ ଦେଖନ୍ତି ନାହିଁ, ତାପରେ କେହି ଜଣେ କହିଥଲେ ଯେ ଆପଣଙ୍କ ଓଠରେ ଟେପ ଲଗାଇ ଦିଅନ୍ତୁ। ଏହି ଭିଡିଓ ସୋସିଆଲ ମିଡିଆରେ ବହୁତ ଭାଇରାଲ ହେବାରେ ଲାଗିଛି।
ବହୁ ବର୍ଷ ଧରି ଚାଲିଆସୁଥିବା ମହମ୍ମଦ ଶାମି ଏବଂ ହସିନ ଜାହାଁଙ୍କ ମଧ୍ୟରେ ବିବାଦ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ। ୨୦୧୮ରେ ଶାମିଙ୍କ ନାଁରେ ଆକ୍ରମଣ, ବଳାତ୍କାର, ହତ୍ୟା ଉଦ୍ୟମ ଏବଂ ଘରୋଇ ହିଂସା ଅଭିଯୋଗ ଆଣିଥିଲେ ହସିନ। ଶାମିଙ୍କ ବିରୋଧରେ ଆଇପିସିର ଧାରା ୪୯୮ଏ (ଯୌତୁକ ନିର୍ଯାତନା) ଏବଂ ଧାରା ୩୫୪ (ଯୌନ ଉତ୍ପୀଡ଼ନ) ଅନୁଯାୟୀ ଏକ ମାମଲା ରୁଜୁ ହୋଇଥିଲା।
ମହମ୍ମଦ ଶାମି ୬ ଜୁନ ୨୦୧୪ରେ କୋଲକାତାର ମଡେଲ ହସିନ ଜାହାନଙ୍କୁ ବିବାହ କରିଥିଲେ। ହସିନ ଜଣେ ମଡେଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri