ପ୍ରଥମ ବୋଲର ଭାବେ ଆଇପିଏଲ୍‌ରେ ୨ଟି ମେଡେନ ଓଭର ପକାଇଲେ ସିରାଜ

ଆବୁଧାବି, ୨୧।୧୦: ଚଳିତ ଆଇପିଏଲ୍‌ର ୩୯ତମ ମ୍ୟାଚ୍‌ରେ ବୁଧବାର କୋଲକାତା ନାଇଟ୍‌ ରାଇଡର୍ସର ମୁକାବିଲା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ସହ ହୋଇଥିଲା। ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି କୋଲକାତା ନିର୍ଦ୍ଧାରିତ ୨୦ ଓଭରରେ ୮ ଉଇକେଟ୍‌ ହରାଇ ମାତ୍ର ୮୪ ରନ କରିପାରିଥିଲା। ଏହି ମ୍ୟାଚ୍‌ରେ ବାଙ୍ଗାଲୋର ଦ୍ରୁତ ବୋଲର ମହମ୍ମଦ ସିରାଜ ଏକ ବିରଳ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସିରାଜ ନିଜ ୪ ଓଭର ବୋଲିଂ କୋଟାରେ ୨ଟି ମେଡେନ ସହ ମାତ୍ର ୮ ରନ ବ୍ୟୟରେ ୩ଟି ଉଇକେଟ୍‌ ହାସଲ କରିଥିଲେ। ଏଥିସହ ଆଇପିଏଲ୍‌ ଇତିହାସରେ ପ୍ରଥମ ବୋଲର ଭାବେ ସିରାଜ ଗୋଟିଏ ମ୍ୟାଚ୍‌ରେ ୨ଟି ମେଡେନ ଓଭର ପକାଇବାରେ ବିରଳ ସୌଭାଗ୍ୟ ଲାଭ କରିଛନ୍ତି। ୨୬ ବର୍ଷୀୟ ଏହି ଡାହାଣହାତୀ ହାଇଦ୍ରାବାଦ ଦ୍ରୁତ ବୋଲର ନିଜର ପ୍ରଥମ ୩ ଓଭରରେ ୨ ରନ୍‌ ଦେଇ ୩ଟି ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚେନ୍ନାଇ ଦଳ: ହାଜେଲଉଡ୍‌ଙ୍କ ବଦଳରେ ବେହରେନଡର୍ଫ ସାମିଲ

ମୁମ୍ବାଇ,୧୦।୪(ପି.ଟି.): ଅଷ୍ଟ୍ରେଲିଆ ଦ୍ରୁତ ବୋଲର ଜୋଶ ହାଜେଲଉଡ୍‌ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରୁ ଓହରିଯିବା ପରେ ଚେନ୍ନାଇ ସୁପର କିଙ୍ଗ୍ସ ଦଳରେ ଅଦଳବଦଳ ହୋଇଛି। ହାଜେଲଉଡ୍‌ଙ୍କ...

ବ୍ରେଟ୍‌ ଲି’ଙ୍କ ଟପ୍‌-୩ ଦ୍ରୁତ ବୋଲର ଲିଷ୍ଟରେ ବୁମ୍‌ରା

ମେଲବୋର୍ନ, ୨୩।୫(ପି.ଟି.)- ଚଳିତ ମାସ ୩୦ରୁ ବ୍ରିଟେନରେ ଆଇସିସି ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଏଥିପୂର୍ବରୁ ପ୍ରାକ୍ତନ ଅଷ୍ଟ୍ରେଲୀୟ ମହାନ ବୋଲର ବ୍ରେଟ୍‌...

ପୂର୍ବତନ ଫୁଟ୍‌ବଲର ବାହାଦୁର ସିଂଙ୍କ ପରାଲୋକ

ଭୁବନେଶ୍ୱର, ୬ା୭ (ସ୍ପୋଟର୍‌ସ ବ୍ୟୁରୋ)-ଓଡ଼ିଶାର ପୂର୍ବତନ ସନ୍ତୋଷ ଟ୍ରଫି ଖେଳାଳି ସମ୍ବଲପୁର ବାସିନ୍ଦା ବୀର୍‌ ବାହାଦୁର ସିଂଙ୍କ ରବିବାର ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୬୪...

ଆଇପିଏଲ-୨୦୨୦: ମୁମ୍ବାଇ ଇଣ୍ଡିଆନ୍ସ ଚାମ୍ପିୟନ

ଦୁବାଇ, ୧୧।୧୧- ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୧୩ତମ ସଂସ୍କରଣରେ ବାଜି ମାରିଛି ମୁମ୍ବାଇ ଇଣ୍ଡିଆନ୍ସ। ଉଭୟ ବୋଲିଂ ଓ ବ୍ୟାଟିଂରେ ଚମତ୍କାରିତା ଦେଖାଇ ଏହି ଦଳ...

ମ୍ୟାଚ୍‌ ଦେଖିବାକୁ ଆସିଥିବା ଯୁବତୀଙ୍କ ପ୍ରେମରେ ପଡ଼ିଯାଇଥିଲେ ରିକି ପଣ୍ଟିଂ

ନୂଆଦିଲ୍ଲୀ, ୨୮।୭: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର୍‌ ତଥା ମହାନ ବ୍ୟାଟ୍ସମ୍ୟାନ ରିକି ପଣ୍ଟିଂଙ୍କୁ କ୍ରିକେଟ୍‌ ଇତିହାସର ଅନ୍ୟତମ ଶ୍ରେଷ୍ଠ ଅଧିନାୟକ ଭାବେ ବିବେଚନା କରାଯାଏ। ପଡ଼ିଆରେ...

ଅଭିମନ୍ୟୁ ବିଶ୍ୱର ସର୍ବକନିଷ୍ଠ ଗ୍ରାଣ୍ଡମାଷ୍ଟର

ନୂଆଦିଲ୍ଲୀ, ୨।୭-ଭାରତୀୟ ବଂଶୋଦ୍ଭବ ଆମେରିକାର ଅଭିମନ୍ୟୁ ମିଶ୍ର ବିଶ୍ୱର ସର୍ବକନିଷ୍ଠ ଚେସ୍‌ ଗ୍ରାଣ୍ଡମାଷ୍ଟର ହେବାର ସୌଭାଗ୍ୟ ଲାଭ କରିଛନ୍ତି। ହଙ୍ଗେରୀର ବୁଦାପେଷ୍ଟଠାରେ ଅନୁଷ୍ଠିତ ଟୁର୍ନାମେଣ୍ଟରେ ତୃତୀୟ...

ଆଇସିସି ମହିଳା ଟି୨୦ ର଼୍ୟାଙ୍କିଙ୍ଗ୍‌: ଭାରତ ତୃତୀୟ ସ୍ଥାନକୁ ଉନ୍ନୀତ

ଦୁବାଇ,୩।୧୦(ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ୍‌ (ଆଇସିସି) ମହିଳା ଟି୨୦ ଦଳୀୟ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଦଳ ନ୍ୟୁଜିଲାଣ୍ଡକୁ ପଛରେ ପକାଇ ତୃତୀୟ ସ୍ଥାନକୁ ଉଠିଛି। ସେହିପରି ଦିନିକିଆ...

ଅନୁଷ୍କାଙ୍କ ହାତଧରି କ୍ଲିନିକ୍‌ ନେଇ ଗଲେ ବିରାଟ କୋହଲି

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ଏହି ସମୟରେ ସେ ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। କେବଳ ସୋସିଆଲ ମିଡିଆରେ ନୁହେଁ, ନିଜ...

Advertisement
Ten Cric Info


Archives

Model This Week