Advertisement
Posted inଖେଳ

ପ୍ରଥମ ଥର ଲାଗି ବିଶ୍ୱର ଶ୍ରେଷ୍ଠ ଦିନିକିଆ ବୋଲର୍‌ ହେଲେ ସିରାଜ

ନୂଆଦିଲ୍ଲୀ,୨୫।୧: ଆଇସିସି ଦିନିକିଆ ବୋଲର ମାନ୍ୟତାରେ ପ୍ରଥମ ଥର ଲାଗି ଭାରତୀୟ ଦ୍ରୁତ ବୋଲର୍‌ ମହମ୍ମଦ ସିରାଜ ଶୀର୍ଷ ସ୍ଥାନ ହାସଲ କରିଛନ୍ତି। ସିରାଜ ନ୍ୟୁଜିଲାଣ୍ଡର ଟେଣ୍ଟ ବୋଲ୍ଟ ଏବଂ ଅଷ୍ଟ୍ରେଲିଆର ଜୋଶ ହାଜଲଉଡ୍‌ଙ୍କୁ ପଛରେ ପକାଇଛନ୍ତି। ଗତ ୧୨ ମାସରେ ସିରାଜ ଚମତ୍କାର ପ୍ରଦର୍ଶନ କରିଥିବା ବେଳେ ନିକଟରେ ଶେଷ ହୋଇଥିବା ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜରେ ଉଲ୍ଲେଖନୀୟ ବୋଲିଂ କରିଥିଲେ।

ସିରାଜ ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜରେ ୯ ଉଇକେଟ ଏବଂ ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୪ ଉଇକେଟ ନେଇଥିଲେ। ଏହି ପ୍ରଦର୍ଶନ ପରେ ତାଙ୍କ ପାଖରେ ୭୨୯ ରେଟିଂ ପଏଣ୍ଟ ଥିବା ବେଳେ ହାଜଲଉଡ୍‌ ତାଙ୍କଠାରୁ ୨ ପଏଣ୍ଟ ପଛରେ ଅଛନ୍ତି। ଭାରତୀୟ ବୋଲର ମହମ୍ମଦ ଶାମି ଏବେ ୩୨ ତମ ସ୍ଥାନରେ ରହିଛନ୍ତି।

ଦିନିକିଆ ବ୍ୟାଟ୍ସମ୍ୟାନ୍‌ ତାାଲିକାରେ ପାକିସ୍ତାନ ଅଧିନାୟକ ବାବର ଆଜମ ଶୀର୍ଷରେ ଅଛନ୍ତି। ଭାରତର ୩ ଖେଳାଳି ଟପ୍‌-୧୦ ମଧ୍ୟରେ ଅଛନ୍ତି। ସେହିଭଳି ଶୁଭମନ ୬ଷ୍ଠ, ବିରାଟ କୋହଲି ୭ମ, ରୋହିତ ଶର୍ମା ୮ମ ସ୍ଥାନରେ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶୁଭ୍ରାଂଶୁ ସେନାପତି ଅଧିନାୟକ

କଟକ ଅଫିସ, ୮ା୧୨: ଆଗାମୀ ରଣଜୀ ଟ୍ରଫି ସିଜନକୁ ଦୃଷ୍ଟିରେ ରଖି ୨ଟି ମ୍ୟାଚ ପାଇଁ ଓଡ଼ିଶା କ୍ରିକେଟ ଦଳ ଘୋଷଣା କରାଯାଇଛି। ବୁଧବାର ଓଡ଼ିଶା...

ଆଶେସ: ଅଷ୍ଟ୍ରେଲିଆର ପ୍ରାରମ୍ଭିକ ବିପର୍ଯ୍ୟୟ

ଲଣ୍ଡନ,୧୭।୮- ଲଡର୍‌ସରେ ଚାଲିଥିବା ଦ୍ୱିତୀୟ ଆଶେସ ଟେଷ୍ଟ ମ୍ୟାଚ୍‌ରେ ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଇଂଲଣ୍ଡ ପ୍ରଥମ ଇନିଂସରେ ୨୫୮ ରନ କରି...

ଭାରତୀୟ ମହିଳା ହକି ଦଳର ପରାଜୟ

ବୁଏନ୍ସଏୟାର୍ସ, ୩୦ା୧(ପି.ଟି.)- ଭାରତୀୟ ମହିଳା ହକି ଦଳ ବିପକ୍ଷରେ ଆର୍ଜେଣ୍ଟିନା ୨-୦ ଗୋଲରେ ବିଜୟ ହାସଲ କରିଛି। ଭ୍ରମଣକାରୀ ଦଳର ଏହାର କ୍ରମାଗତ ଦ୍ୱିତୀୟ ପରାଜୟ।...

ଏଏଫ୍‌ସି କପ୍‌: ଅଲ୍‌ ଟାଇମ୍‌ ବେଷ୍ଟ ଥ୍ରୀ ପୁରସ୍କାର ଦୌଡ଼ରେ ଛେତ୍ରୀ

ନୂଆଦିଲ୍ଲୀ, ୨୮ା୩ (ପି.ଟି.)-ଏଏଫ୍‌ସି କପ୍‌ରେ ଅଲ୍‌ ଟାଇମ୍‌ ବେଷ୍ଟ ଥ୍ରୀ ପୁରସ୍କାର ଦୌଡ଼ରେ ରହିଥିବା ୧୩ଜଣ ଷ୍ଟ୍ରାଇକରଙ୍କ ମଧ୍ୟରେ ଭାରତୀୟ ଫୁଟ୍‌ବଲ ଦଳର ଅଧିନାୟକ ସୁନିଲ...

ଜୁନ୍‌ରେ ଟେନିସ୍‌କୁ ଫେରିବେ ମୁରେ

  ଲଣ୍ଡନ, ୩୦ା୫ (ଏଏଫ୍‌ପି)-ଇଞ୍ଜୁରି ସମସ୍ୟାରୁ ମୁକ୍ତି ପାଇଛନ୍ତି ବ୍ରିଟିଶ ଟେନିସ୍‌ ଖେଳାଳି ଆଣ୍ଡି ମୁରେ। ୟୁନାଇଟେଡ୍‌ କିଙ୍ଗଡମ୍‌ ନ୍ୟାଶନାଲ ହେଲ୍‌ଥ ସର୍ଭିସ ଚ୍ୟାରିଟି ପାଇଁ...

ଫିଫା ବିଶ୍ୱକପ୍‌: ଷ୍ଟାଡିୟମ ନିର୍ମାଣ ସ୍ଥଳରେ କରୋନା ସଂକ୍ରମଣ

ଦୋହା,୧୭।୪(ଏଏଫ୍‌ପି): ୨୦୨୨ ଫିଫା ବଶ୍ୱକପ୍‌ ମଧ୍ୟପ୍ରାଚ୍ୟ ଦେଶ କାତାରରେ ଆୟୋଜନ ହେବ। ବିଶ୍ୱକପ୍‌ ପାଇଁ ନିର୍ମାଣାଧିନ ଷ୍ଟାଡିୟମ ନିକଟରେ କେତୋଟି କରୋନା ଭାଇରସ ସଂକ୍ରମଣ ହୋଇଥିବା...

ସବୁଜ, ମେରୁନ୍‌ ଜର୍ସି ବଜାୟ ରଖିବ ଏଟିକେ ମୋହନ ବାଗାନ

କୋଲକାତା,୧୦।୭(ପି.ଟି.): ଏଟିକେ ମୋହନ ବାଗାନ ପୂର୍ବପରି ତା’ର ପ୍ରସିଦ୍ଧ ସବୁଜ ଓ ମେରୁନ୍‌ ଜର୍ସିକୁ ବଜାୟ ରଖିବାକୁ ନିଷ୍ପତ୍ତି ନେଇଛି। ଏହି ଜର୍ସି ମୋହନ ବାଗାନ...

ଆରସିବିକୁ ମିଳିଲା ନୂଆ ଫିନିଶର

ଦୁବାଇ,୮।୧୦: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋର (ଆରସିବି) ପାଇଁ ଶେଷ ବଲରେ ହାରିବା କିଛି ନୂଆ କଥା ନାହିଁ। କିନ୍ତୁ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚ୍‌ରେ ଏଭଳି...

Advertisement
Archives

Model This Week