Posted inଜାତୀୟ

୨୪ ଦିନ ପରେ ଜେଲ୍‌ରୁ ବାହାରିଲେ ମହମ୍ମଦ ଜୁବୈର

ଲକ୍ଷ୍ନୌ,୨୦।୫:ଏକାଧିକ ମାମଲାରେ ଫସିଥିବା ଅଲ୍ଟ ନ୍ୟୁଜର ସହ ପ୍ରତିଷ୍ଠାତା ମହମ୍ମଦ ଜୁବୈର ଦୀର୍ଘ ୨୪ ଦିନ ପରେ ବୁଧବାର ଜେଲରୁ ମୁକ୍ତ ହୋଇଛନ୍ତି। ଜୁବୈରଙ୍କୁ ରାତି ପ୍ରାୟ ଆଠଟା ବେଳେ ତିହାର ଜେଲରୁ ବାହାରକୁ ଅଣାଯାଇଥିଲା। ତାଙ୍କ ନାଁରେ ୟୁପିର ବିଭିନ୍ନ ସ୍ଥାନରେ ରୁଜୁ ହୋଇଥିବା ୬ଟି ଯାକ ମାମଲାରେ ଆଜି ସୁପ୍ରିମକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଥିଲେ।
ଜୁବୈରଙ୍କୁ ଜୁନ ୨୭ରେ ଦିଲ୍ଲୀ ପୋଲିସ ଗିରଫ କରିଥିଲା। ୨୦୧୮ର ଗୋଟିଏ ଟୁଇଟ୍‌ ପାଇଁ ତାଙ୍କୁ ଗିରଫ କରାଯାଇଥିଲା। ଏହାପରେ ତାଙ୍କ ନାଁରେ ଆଉ ୭ଟି ଏଫଆଇଆର ଉତ୍ତର ପ୍ରଦେଶରେ ରୁଜୁ ହୋଇଥିଲା। କିଛି ଦିନ ତଳେ ସୁପ୍ରିମକୋର୍ଟ ଜୁବୈରଙ୍କୁ ଦିଲ୍ଲୀ ଓ ଉତ୍ତର ପ୍ରଦେଶର ଗୋଟିଏ ଏଫଆଇଆର ମାମଲାରେ ଜାମିନ ଦେଇଥିଲେ। ଆଜି ବାକି ସମସ୍ତ ମାମଲାରେ ତାଙ୍କୁ ଜାମିନ ମିଳିଛି।
ୟୁପିରେ ତାଙ୍କ ନାଁରେ ରୁଜୁ ହୋଇଥିବା ସମସ୍ତ ଏଫଆଇଆରକୁ ସୁପ୍ରିମକୋର୍ଟ ଦିଲ୍ଲୀକୁ ସ୍ଥାନାନ୍ତରଣ ମଧ୍ୟ କରିଛନ୍ତି। ସେହିପରି ଜୁବୈରଙ୍କ ବିରୋଧରେ ତଦନ୍ତ ପାଇଁ ଗଠନ ହୋଇଥିବା ଏସଆଇଟିକୁ କୋର୍ଟ ଭାଙ୍ଗି ଦେଇଛନ୍ତି। ଯଦି ଆଗକୁ ଜୁବୈରଙ୍କ ନାଁରେ କୌଣସି ଏଫଆଇଆର ରୁଜୁ ହେବ, ତା’ହେଲେ ବି ତାଙ୍କର ଅନ୍ତରୀଣ ଜାମିନ କାଏମ ରହିବ। ସେ ଯଦି ଚାହିଁବେ, ତା’ହେଲେ ଦିଲ୍ଲୀ ହାଇକୋର୍ଟରେ ଆବେଦନ କରି ଏଫଆଇଆର ରଦ୍ଦ ପାଇଁ ନିବେଦନ କରିପାରିବେ। ଆଜି କୋର୍ଟ ତାଙ୍କୁ ୨୦,୦୦୦ ଟଙ୍କାର ମୁଚାଲିକାରେ ସମସ୍ତ ୬ ମାମଲାରେ ଜାମିନ ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ଚିହ୍ନିବେ କେମିତି? କନଷ୍ଟେବଳଙ୍କଠାରୁ ଆରମ୍ଭ କରି ଆଇଜି-ଡିଜି ପର୍ଯ୍ୟନ୍ତ ଜାଣନ୍ତୁ ଏହି…

ପୋଲିସ ବିଭାଗରେ ଅନେକ ପଦ ପଦବୀ ରହିଛି। ମାତ୍ର ସାଧାରଣ ଲୋକଟିଏ ଏହି ଖାକି ପୋଷାକରୁ ସେମାନେ କିଏ କେଉଁ ପଦବୀରେ ଅଛନ୍ତି ଜାଣିବା ପାଇଁ ବେଳେବେଳେ…

ଆନ୍ଧ୍ରପ୍ରଦେଶରେ କରୋନା ଆକ୍ରାନ୍ତ ଚିହ୍ନଟ! ଟିକା ନେବା ପରେ ବି ୪ ସଂକ୍ରମିତ, ୨ ଜଣଙ୍କ ଜୀବନ ଗଲା…

ଅମରାବତୀ,୧୦।୭: ଆନ୍ଧ୍ରପ୍ରଦେଶରୁ ଆସିଛି ଚିନ୍ତାଜନକ ଖବର। ଦେଶରେ ପୁଣିଥରେ ମାରାତ୍ମକ କରୋନା ଭାଇରସ ଫେରିବାର ସଙ୍କେତ ମିଳିଛି। ରାଜ୍ୟର କଡ଼ପ୍ପା ଜିଲାରେ କୋଭିଡ-୧୯ର କିଛି ନୂଆ ମାମଲା…

ଗୋଟିଏ ପରେ ଗୋଟିଏ ଭୁଲ କରୁଛନ୍ତି ଗୌତମ ଗମ୍ଭୀର-ଶ୍ରେୟସ ଆୟର! ଟିମ ଇଣ୍ଡିଆର ପରିସ୍ଥିତି ଆହୁରି ଖରାପ ହୋଇ ଯିବନାହିଁ ତ…

ନୂଆଦିଲ୍ଲୀ,୧୦।୭: ୨୦୨୬ ଟି୨୦ ବିଶ୍ୱକପ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ବିଜୟରେ ଅଭ୍ୟସ୍ତ ହୋଇଯାଇଥିଲା; ସିରିଜ ହାରିବା ପ୍ରଶ୍ନବାଚୀ ବାହାରେ ଥିଲା। ତା’ପରେ ଶ୍ରେୟସ ଆୟର…

୨୦ ଦିନରେ ୨ ପିଢିକୁ ହରାଇଲା ଆମ ପରିବାର…ରାଷ୍ଟ୍ରପତିଙ୍କୁ ଭାବପ୍ରବଣ ଇମେଲ ପଠାଇଲେ କେତନଙ୍କ ପିତା

ପୁନେ,୧୦।୭: ମହାରାଷ୍ଟ୍ରର ପୁଣେରୁ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାରେ ନ୍ୟାୟ ପାଇଁ ଆବେଦନ ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟରେ ପହଞ୍ଚିଛି। କେତନଙ୍କ ପିତା ବିଶାଲ ଅଗ୍ରୱାଲ…

ଟଙ୍କିକିଆ ମୁଦ୍ରା ତିଆରି କରିବାରେ ଏତିକି ଟଙ୍କା ଖର୍ଚ୍ଚ କରନ୍ତି ସରକାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୭: ଟଙ୍କିକିଆ ମୁଦ୍ରା ଦୈନନ୍ଦିନ କାରବାରରେ ସବୁଠୁ ଅଧିକ ବ୍ୟବହାର ହୁଏ। ଏହାକୁ ତିଆରି କରିବାର ଖର୍ଚ୍ଚ ଏହାର ମୂଲ୍ୟଠାରୁ ଅଧିକ। ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା…

ପାଣ୍ଡିଆନଙ୍କ ଭେନେଜୁଏଲା ଗସ୍ତକୁ ନେଇ ବଢିଲାଣି ଚର୍ଚ୍ଚା, ଭୂମିକମ୍ପ ପରେ କାହିଁକି ଭେନେଜୁଏଲା ଯାତ୍ରା କରିଥିଲେ ଭାରତର ‘ସାଇକ୍ଲୋନ ମ୍ୟାନ’? ଜାଣନ୍ତୁ…

ନୂଆଦିଲ୍ଲୀ/କାରାକସ,୧୦।୭: ପୂର୍ବତନ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘନିଷ୍ଠ ସହଯୋଗୀ ଏବଂ ବିପର୍ଯ୍ୟୟ ପରିଚାଳନା ବିଶେଷଜ୍ଞ ଭିକେ ପାଣ୍ଡିଆନ ସମ୍ପ୍ରତି ଭୂମିକମ୍ପ ପ୍ରଭାବିତ ଭେନେଜୁଏଲା ଗସ୍ତ କରିଥିଲେ।…

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri