ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ମୋହନ ଭାଗବତ

ପୁରୀ,୯।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସଏସ)ର ସରସଂଘଚାଳକ ଡ. ମୋହନ ଭାଗବତ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି।
ଶୁକ୍ରବାର ସେ ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଛନ୍ତି। ମୋହନ ଭାଗବତ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି।
ଗୁରୁବାର ସେ ଭୁବନେଶ୍ୱରରେ ରହଥିଲେ । ଶୁକ୍ରବାର ପୁରୀ ଯାଇ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି । ପରେ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସୱତୀଙ୍କୁ ମଧ୍ୟ ସେ ସାକ୍ଷାତ କରିଛନ୍ତି।
ସୂଚନାଯୋଗ୍ୟ, ଆସନ୍ତା ୧୦ ଓ ୧୧ ତାରିଖ ଦୁଇ ଦିନଧରି ପୁରୀରେ ଅନୁଷ୍ଠିତ ହେଉଥିବା ଅଖିଳ ଭାରତୀୟ ପ୍ରାନ୍ତ ସେବାପ୍ରମୁଖମାନଙ୍କର ବୈଠକରେ ସେ ଯୋଗଦେବେ । ଓଡ଼ିଶା ଗସ୍ତ ସାରି ଅଗଷ୍ଟ ୧୨ ତାରିଖ ମଧ୍ୟାହ୍ନରେ ସେ ପ୍ରତ୍ୟାବର୍ତ୍ତନ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣା: ୨ ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ,୨୩।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ତପୁର ବିଧାନସଭା କ୍ଷେତ୍ରର ପୂର୍ବତନ କଂଗ୍ରେସ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣାରେ ନନ୍ଦିପଦା ପୋଲିସ…

ବାଇକ ସହ ମୁହାଁମୁହିଁ ହେଲା ଭାଜପା ନେତାଙ୍କ ଗାଡ଼ି, ଚିଟିଙ୍ଗ ଘାଟିରେ….

ପାରଳାଖେମୁଣ୍ଡି,୨୩।୩(ଗିରିଧାରୀ ପରିଛା): ଚିଟିଙ୍ଗ ଘାଟିରେ ସଡ଼କ ଦୁର୍ଘଟଣା ହୋଇଛି । କାର – ବାଇକ ମୁହାଁ ମୁହିଁ ଧକ୍କା ହୋଇଥିବା ସୂଚନା ରହିଛି । ଚନ୍ଦ୍ରଗିରି ଚିଟିଙ୍ଗ…

ନ୍ୟୁୟର୍କର La Guardia Airportର ରନଓ୍ବେରେ ବଡ଼ ଦୁର୍ଘଟଣା

ନ୍ୟୁୟର୍କ,୨୩।୩: ସୋମବାର (୨୩ ମାର୍ଚ୍ଚ) ନ୍ୟୁୟର୍କର ଲାଗାର୍ଡିଆ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଏୟାର କାନାଡା ଏକ୍ସପ୍ରେସ ବିମାନ ରନଓ୍ବେ ଉପରେ ଠିଆ ହୋଇଥିବା…

ଇସ୍ରାଏଲ ଉପରେ ନିକ୍ଷେପ କରାଯାଇଥିବା କ୍ଷେପଣାସ୍ତ୍ରରେ ସ୍ପେନିସ ପ୍ରଧାନମନ୍ତ୍ରୀଙ୍କ ଫଟୋ ଲଗାଇଲା ଇରାନ

ତେହରାନ୍‌,୨୩।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ ଆକର୍ଷଣୀୟ ଘଟଣା ଘଟୁଛି। ଇସ୍ରାଏଲରେ ଲକ୍ଷ୍ୟସ୍ଥଳରେ ନିକ୍ଷେପ କରାଯାଇଥିବା ବାଲିଷ୍ଟିକ କ୍ଷେପଣାସ୍ତ୍ରରେ IRGC…

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ଲକ୍ଷାଧିକ ଟଙ୍କା ଦୁର୍ନୀତି: ସ୍ତ୍ରୀ ନାଁରେ ଜିଏସଟି ବିଲ କରି ହେରାଫେରି

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ)ରେ ଲକ୍ଷାଧିକ ଟଙ୍କା ଦୁର୍ନୀତି ହେଇଥିବା ଅଭିଯୋଗ ହୋଇଛି। ଏପରିକି…

ହୁତୁହୁତୁ ଜଳିଗଲା ବସ: ପୁରୀ ବସଷ୍ଟାଣ୍ଡରେ ଅଘଟଣ

ପୁରୀ,୨୩।୩: ବସ୍‌ଷ୍ଟାଣ୍ଡରେ ଅଗ୍ନିକାଣ୍ଡ। ହୁତୁହୁତୁ ଜଳିଗଲା ବସ। ପୁରୀ ବସଷ୍ଟାଣ୍ଡରେ ଏକ ଘରୋଇ ବସରେ ନିଆଁ ଲାଗିଯାଇଥିଲା। ଚାହୁଁ ଚାହୁଁ ଜଳିଯାଇଥିଲା ବସ। ଅଗ୍ନିଶମ ବାହିନୀ ପହଞ୍ଚି…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଅର୍ଦ୍ଧାଧିକ ଦେଶ ସ୍କୁଲରେ ଫୋନ୍‌ ନିଷେଧ କଲେଣି: ୟୁନେସ୍କୋ

ନୂଆଦିଲ୍ଲୀ,୨୩ା୩(ପି.ଟି.): ଶ୍ରେଣୀଗୃହରେ ପିଲାମାନଙ୍କ ଧ୍ୟାନ ହ୍ରାସ ପାଇବା ସହ ଇଣ୍ଟରନେଟ୍‌, ସୋସିଆଲ ମିଡିଆ ଏବଂ ମେସେଜିଂ ଆପ୍‌ ଜରିଆରେ ସେମାନଙ୍କୁ ଡରାଇବା, ଅପମାନିତ କରିବା ଓ ବଦନାମ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri