Posted inଜାତୀୟ

ମୋଦିଙ୍କୁ ଟାର୍ଗେଟ କଲେ ମୋହନ ଭାଗବତ! ଆପଣ ଭଗବାନ କି ନାହିଁ…

ନୂଆଦିଲ୍ଲୀ,୬।୯: ଶଙ୍କର ଦିନକରଙ୍କ ଶତାଦ୍ଦୀ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରିୟ ସ୍ବଂୟ ସେବକ ସଂଗଠନ (ଆରଏସଏସ) ମୁଖ୍ୟ ମୋହନ ଭାଗବତ ବଡ଼ ବୟାନ ଦେଇଛନ୍ତି। ଯାହାକୁ ନେଇ ଜାତୀୟ ରାଜନୀତି ଜୋର ଧରିଛି। ଆରଏସଏସ ମୁଖ୍ୟ କହିଛନ୍ତି, ଆପଣ ନିଜ ଦାୟିତ୍ୱରେ ଭଲ ପ୍ରଦର୍ଶନ କରିଛନ୍ତି କି ନାହିଁ ତାହା ଲୋକେ ବିଚାର କରନ୍ତି। ସେ ଆମକୁ ଭଗବାନ ମାନିବୁ କି ନାହିଁ ତାହା ଜନତା ଜନାର୍ଦ୍ଦନ ହିଁ ସ୍ଥିର କରନ୍ତି। ଶଙ୍କର ଦିନକର ୧୯୭୧ପର୍ଯ୍ୟନ୍ତ ମଣିପୁରରେ ପିଲାମାନଙ୍କର ଶିକ୍ଷା ଉପରେ ଧ୍ୟାନ ଦେଇଥିଲେ ଏବଂ ଛାତ୍ରମାନଙ୍କୁ ମହାରାଷ୍ଟ୍ରକୁ ଆଣି ସେମାନଙ୍କ ରହିବା ପାଇଁ ବ୍ୟବସ୍ଥା କରିଥିଲେ।

ଭାଗବତ ଆହୁରି କହିଛନ୍ତି, ଜୀବନରେ ଯଥାସମ୍ଭବ ଭଲ କାମ କରିବାକୁ ଚେଷ୍ଟା କରିବା ଉଚିତ। ଆମେ ଭଲ କାମ କରି ସମସ୍ତଙ୍କ ଠାରେ ପ୍ରିୟପାତ୍ର ହୋଇପାରିବା କି ନାହିଁ ତାହା କାର୍ଯ୍ୟ ଦ୍ୱାରା ଜଣାପଡେ। କାର୍ଯ୍ୟ ମାଧ୍ୟମରେ ଆପଣ ଜଣେ ସମ୍ମାନିତ ବ୍ୟକ୍ତି ହୋଇପାରିବେ। କିନ୍ତୁ ଆମେ ସେହି ସ୍ତରରେ ପହଞ୍ଚିଛୁ କି ନାହିଁ ତାହା ଅନ୍ୟମାନଙ୍କ ଦ୍ୱାରା ସ୍ଥିର ହୋଇଥାଏ। ନିଜେ ନୁହେଁ। କିନ୍ତୁ ଆମେ ଏହା ଘୋଷଣା କରିବା ଉଚିତ ନୁହେଁ ଯେ ଆମେ ଭଗବାନ ହେବୁ ନା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଆମେରିକା ନିକଟରେ ମୁଣ୍ଡ ନୁଆଁଇବାକୁ ସିଧା ମନା କଲା ଇରାନ

ତେହରାନ,୩।୪: ମଧ୍ୟପ୍ରାଚ୍ୟ ଗତ ୩୪ ଦିନ ଧରି ଯୁଦ୍ଧର ନିଆଁରେ ବୁଡ଼ି ରହିଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ସତ୍ତ୍ୱେ, ଇରାନ ଅଟଳ ରହିଛି ଏବଂ ଏହି…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri