ଲାଇସେନ୍ସକୁ ନେଇ ବଡ଼ ନିଷ୍ପତ୍ତି ନେଲେ ମୁଖ୍ୟମନ୍ତ୍ରୀ, ଏଣିକି ଦିନକରେ ମିଳିବ…

ଭୁବନେଶ୍ୱର,୫।୭: ଏଣିକି ଦିନକରେ ମିଳିବ ପ୍ରୋଭିଜିନାଲ ଟ୍ରେଡ ଲାଇସେନ୍ସ । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ନଗର ଉନ୍ନୟନ ବିଭାଗର ୫ଟି ସେବାକୁ ଓଡ଼ିଶା ଲୋକସେବା ଅଧିକାର ଆଇନ-୨୦୧୨ରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ, ସହରାଞ୍ଚଳରେ ପ୍ରୋଭିଜିନାଲ ଟ୍ରେଡ ଲାଇସେନ୍ସ ଦିନକରେ ଆଉ ଫାଇନାଲ ଟ୍ରେଡ ଲାଇସେନ୍ସ ସର୍ବାଧିକ ୯୦ଦିନର ସମୟସୀମା ମଧ୍ୟରେ ମିଳିବ । ଏହାସହିତ ବିଲଡିଂ ପ୍ଲାନ ପରିବର୍ତ୍ତନ,ସଂଶୋଧନ, ପୁନଃବୈଧକରଣ ଓ ପ୍ଲିନଥ ଅନୁମୋଦନ ଆଦି ପାଇଁ ନଗର ଉନ୍ନୟନ ବିଭାଗ ଧାର୍ଯ୍ୟ ସମୟସୀମା ମଧ୍ୟରେ ଏହିସବୁ ସେବା ଯୋଗାଇ ଦେବ ।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଟଙ୍କା ବି ଦରମା ନେଉ ନଥିଲେ ମମତା ବାନାର୍ଜୀ, କେମିତି ଚଳୁଥିଲେ ଦିଦି? ଜାଣିଲେ…

କୋଲକାତା,୮।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଆଶ୍ଚର୍ଯ୍ୟଜନକ ଫଳାଫଳ ପରେ, ପ୍ରଶାସନିକ ପୁନର୍ଗଠନ ତୀବ୍ର ହୋଇଛି। ରାଜ୍ୟପାଳ ମେ ୭ ତାରିଖରେ ପଶ୍ଚିମବଙ୍ଗ ବିଧାନସଭାକୁ ଭାଙ୍ଗି ଦେଇ ଏକ…

ତାମିଲନାଡୁରେ DMK-AIADMK ମେଣ୍ଟକୁ ନେଇ ବଡ଼ ଖୁଲାସା କଲେ ଷ୍ଟାଲିନଙ୍କ ପାଖଲୋକ, ବିଜୟ-କଂଗ୍ରେସ ଶୁଣି କାବା!

ଚେନ୍ନାଇ,୮।୫: ତାମିଲନାଡୁରେ କେଉଁ ଦଳ କିମ୍ୱା ମେଣ୍ଟ ସରକାର ଗଠନ କରିବ ସେ ସମ୍ପର୍କରେ ଚିତ୍ର ଅସ୍ପଷ୍ଟ ରହିଛି। ଗୋଟିଏ ପଟେ, ଟିଭିକେ ସର୍ୱାଧିକ ସଂଖ୍ୟକ ଆସନ…

ଆସିଲା ବଡ଼ ଅପଡେଟ୍, କେରଳ ପାଇଁ କଂଗ୍ରେସର ମୁଖ୍ୟମନ୍ତ୍ରୀ ଚୂଡ଼ାନ୍ତ!

ଥିରୁଭାନନ୍ତପୁରମ,୮ା୫: ପାଞ୍ଚଟି ରାଜ୍ୟର ନିର୍ବାଚନ ଫଳାଫଳ ଘୋଷଣା କରାଯାଇଛି। ଆସାମ ଏବଂ ପଶ୍ଚିମବଙ୍ଗରେ ଭାଜପା ଏକ ବଡ଼ ବିଜୟ ହାସଲ କରିଥିବା ବେଳେ, କେରଳରେ କଂଗ୍ରେସ ନେତୃତ୍ୱାଧୀନ…

ବିଜୟଙ୍କୁ ନେଇ ବଡ଼ ବୟାନ ଦେଲା କଂଗ୍ରେସ, ଜାତୀୟ ରାଜନୀତିରେ ହଇଚଇ

ଚେନ୍ନାଇ,୮।୫: ଶୁକ୍ରବାର ତାମିଲନାଡୁର ରାଜନୈତିକ ଘଟଣାକ୍ରମ ସମ୍ପର୍କରେ କଂଗ୍ରେସ ଦଳକୁ କଟାକ୍ଷ କରି ଭାରତୀୟ ଜନତା ପାର୍ଟି (ଭାଜପା)ର ସାଧାରଣ ସମ୍ପାଦକ (ସଂଗଠନ) ବି.ଏଲ. ସନ୍ତୋଷ ମନ୍ତବ୍ୟ…

ଶ୍ୱଶୁରଘର ପିଣ୍ଡାରେ ଝୁଲୁଛି ଜ୍ୱାଇଁଙ୍କ ମୃତଦେହ, ସ୍ତ୍ରୀ-ଝିଅଙ୍କୁ ନେବାକୁ ଆସି…

ବାସୁଦେବପୁର,୮ା୫(କାଳୀପଦ ରାୟ): ଭଦ୍ରକ ସଦର ବ୍ଲକ ଅଧୀନ ସାବରଙ୍ଗ ପଞ୍ଚାୟତର ରାଉତ ସାହିରେ ଶ୍ୱଶୁର ଘର ପିଣ୍ଡାରେ ସନ୍ଦେହ ଜନକ ଅବସ୍ଥାରେ ଝୁଲୁଥିବାର ଦେଖିବାକୁ ମିଳିଛି। ସେ…

ବଲାଙ୍ଗୀରରେ ଜିତୁ ମୁଣ୍ଡା ଭଳି ଘଟଣା, ସ୍ତ୍ରୀର ମୃତ୍ୟୁ ପରେ ଟଙ୍କା ଉଠାଇ ପାରୁ ନାହାନ୍ତି ସ୍ବାମୀ

ଲାଠୋର,୮।୫(ଭୁବନେଶ୍ୱର ବାରିକ): କେନ୍ଦୁଝର ଜିଲାର ଜିତୁ ମୁଣ୍ଡା ଘଟଣା ସାରା ଦେଶରେ ହଇଚଇ ସୃଷ୍ଟି କରିଥିଲା । ବ୍ୟାଙ୍କରୁ ଟଙ୍କା ଉଠାଣ ପାଇଁ ନିଜ ମୃତା ଭଉଣୀଙ୍କ…

ବିଜୟଙ୍କ ମୁଖ୍ୟମନ୍ତ୍ରୀ ହେବା ସ୍ବପ୍ନ ଚୂରମାର୍‌! ବଡ଼ ଚାଲ୍‌ ଖେଳିଲେ ଷ୍ଟାଲିନଙ୍କ ପୁଅ

ଚେନ୍ନାଇ,୮।୫: ତାମିଲନାଡୁ ରାଜନୀତି ଏପରି ଏକ ମୋଡ଼ରେ ପହଞ୍ଚିଛି, ଯେଉଁଠାରେ ପ୍ରତି ଘଣ୍ଟାରେ କ୍ଷମତା ଗତିଶୀଳତା ପରିବର୍ତ୍ତନ ହେଉଥିବା ପରି ମନେ ହେଉଛି। ଅଭିନେତାରୁ ରାଜନେତା ହୋଇଥିବା…

ନାରୀଙ୍କୁ ସୁରକ୍ଷା, ନାରୀଙ୍କୁ ସମ୍ମାନ ଦାବିରେ ଏକାଠି ହେଲେ ଶତାଧିକ ମହିଳା, ବିରୋଧୀଙ୍କ କୁଶପୁତ୍ତଳିକା ଦାହ କରି…

ପାଟଣା,୮ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ଶୁକ୍ରବାର ଜନଆକ୍ରୋଶ ମହିଳା ସମାବେଶ ରାଲି ପାଟଣା ମୁଖ୍ୟାଳୟ ଆନନ୍ଦେଶର ଶିବ ମନ୍ଦିରରୁ ବାହାରି ବଜାରପରିକ୍ରମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri