ନିଯୁକ୍ତି ମେଳା କରିବେ ମୋହନ ସରକାର: ଖୁବଶୀଘ୍ର ୩୫ ହଜାର ଯୁବତୀଯୁବକଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ୱର,୨୭।୮: ରାଜ୍ୟରେ ଚାକିରି ଆଶାୟୀଙ୍କ ପାଇଁ ଖୁସି ଖବର। ଖୁବ୍‌ଶୀଘ୍ର ରାଜ୍ୟରେ ୩୫ ହଜାର ଯୁବତୀଯୁବକଙ୍କୁ ଯୋଗାଇ ଦିଆଯିବ ନିଯୁକ୍ତି। ଆସନ୍ତା ମାସରେ ନିଯୁକ୍ତି ମେଳା କରି ନିଯୁକ୍ତି ପତ୍ର ବଣ୍ଟନ କରିବାକୁ ନିଷ୍ପତ୍ତି ନେଇଛନ୍ତି ମୋହନ ସରକାର। ବିଭିନ୍ନ ବର୍ଗର ପ୍ରାୟ ୨୨ ହଜାର ପଦବୀର ନିଯୁକ୍ତିପତ୍ର ବଣ୍ଟାଯିବ। ବିଭିନ୍ନ ବିଭାଗରେ ଖାଲି ପଡିଥିବା ପଦବୀକୁ ଦେଖି ବିଜ୍ଞାପନ ମଧ୍ୟ ପ୍ରକାଶ କରାଯିବ।
ଖାଲି ପଡିଥିବା ପଦବୀ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ପୂରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସରକାରୀ ନିଯୁକ୍ତି ସମ୍ପର୍କରେ ଡିସେମ୍ବର ସୁଦ୍ଧା ବିଜ୍ଞାପନ ପ୍ରକାଶ କରାଯିବ।

ସୂଚନାଯୋଗ୍ୟ, ରାଜ୍ୟରେ ଖାଲିପଡିଥିବା ୧ ଲକ୍ଷ ୩୨ ହଜାର ୪୫୯ଟି ପଦବୀ ସରକାର ପୂରଣ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର…

୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?