ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ରିପୋର୍ଟ କାର୍ଡ ଦେବେ ମୋହନ ସରକାର

ଭୁବନେଶ୍ୱର,୨୭।୧୧: ୨୯ ତାରିଖ ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିବେ। ୩ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ପ୍ରଧାନମନ୍ତ୍ରୀଙ୍କ ପାଖରେ ରାଜ୍ୟର ମୋହନ ସରକାର ନିଜର ରିପୋର୍ଟ କାର୍ଡ ରଖିବେ । ଏହାସହିତ ପ୍ରଧାନମନ୍ତ୍ରୀ ମୋଦି ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଯାଇ ସେଠାରେ ଦଳୀୟ ବିଧାୟକ,ଏମ୍‌ପି ଓ ମନ୍ତ୍ରୀଙ୍କ ସମେତ ବରିଷ୍ଠ କର୍ମକର୍ତ୍ତାଙ୍କ ସହ ରାତ୍ରିଭୋଜନ କରିବେ ବୋଲି ଜଣାପଡିଛି ।

ଅନ୍ୟପଟେ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ବୁଧବାର ପୂର୍ବାହ୍ନରେ ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ, ମୁଖ୍ୟ ସଚିବ ମନୋଜ ଆହୁଜା, ପୁଲିସ ଡିଜି ୱାଇବି ଖୁରାନିଆ ପ୍ରମୁଖ ଯାଇ ସୁରକ୍ଷା ବ୍ୟବସ୍ଥା ଓ ପ୍ରସ୍ତୁତି ଯାଞ୍ଚ କରିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri