ମୋହନ ମାଝୀଙ୍କ ବାସଭବନରେ ବଡ଼ ବୈଠକ, ଯୋଗଦେଲେ ଧର୍ମେନ୍ଦ୍ର; ହୋଇପାରେ…

ଭୁବନେଶ୍ୱର,୩୦।୮: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବାସଭବନରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିବା ଜଣାପଡିଛି। ଯାହାକୁ ନେଇ ରାଜନୈତିକ ମହଲରେ ହଲଚଲ ଦେଖିବାକୁ ମିଳିଛି। ଏଥିସହ ରାଜ୍ୟ ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ, ସମ୍ପଦ ସ୍ବାଇଁ ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମଧ୍ୟ ଏହି ବୈଠକରେ ଯୋଗ ଦେଇଛନ୍ତି।

ବୈଠକରେ ରାଜ୍ୟର ବିକାଶ ସମ୍ବନ୍ଧୀୟ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋଚନା ହୋଇଥିବା ସୂଚନା ମିଳିଛି। ଶିକ୍ଷା, ସାମାଜିକ ସୁରକ୍ଷା ଏବଂ ଅନ୍ୟାନ୍ୟ ଜନକଲ୍ୟାଣମୂଳକ ଯୋଜନା ସମ୍ପର୍କରେ ଏକ ରୋଡମ୍ୟାପ ପ୍ରସ୍ତୁତ କରିବା ପାଇଁ ଏହି ବୈଠକରେ ଗୁରୁତ୍ୱ ଦିଆଯାଇଥିଲା। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତି ଏହି ବୈଠକକୁ ଆହୁରି ଗୁରୁତ୍ୱପୂର୍ଣ୍ଣ କରିଛି, ଯେହେତୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ସମନ୍ବୟ ସ୍ଥାପନ କରି ବିଭିନ୍ନ ପ୍ରକଳ୍ପକୁ ତ୍ୱରାନୱିତ କରିବା ଏହାର ମୁଖ୍ୟ ଉଦ୍ଦେଶ୍ୟ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ଜାପାନକୁ ହରାଇ ଭାରତ ଚାମ୍ପିୟନ

ମୋହାଲି,୫।୧୧: ଏସିଆନ ଚାମ୍ପିିୟନ୍ସ ଟ୍ରଫି ହକି ପ୍ରତିଯୋଗିତାରେ ଗୁରୁବାର ଅନୁଷ୍ଠିତ ସଂଘର୍ଷପୂର୍ଣ୍ଣ ଫାଇନାଲରେ ଭାରତ ୪-୧ ଗୋଲରେ ଜାପାନକୁ ହରାଇ ଚାମ୍ପିୟନ ହୋଇଛି। ଭାରତ ରେକର୍ଡ ଷଷ୍ଠ…

ବାତ୍ୟା କ୍ଷତିଗ୍ରସ୍ତ ଗାଁ ବୁଲିଲେ ବିଧାୟକ, ଚାଷୀଙ୍କ ଦୁର୍ଦ୍ଦଶା ବୁଝିଲେ

ପାରଳାଖେମୁଣ୍ଡି,୫।୧୧(ଗିରିଧାରୀ ପରିଛା): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ଲଗାଣ ବର୍ଷାରେ ଗଜପତି ଜିଲାର ଚାଷଜମି ଏବଂ ଜନଜୀବନ ବ୍ୟାପକ ଭାବେ ପ୍ରଭାବିତ ହୋଇଛି। ବିଶେଷ କରି ଗୋଷାଣି ବ୍ଲକର…

ପ୍ରସ୍ତାବିତ ନୂତନ ମଦ ଭାଟି ନିର୍ମାଣକୁ ଗ୍ରାମବାସୀଙ୍କ ବିରୋଧ

ଭବାନୀପାଟଣା,୫।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଅର୍ତଲ ପଞ୍ଚାୟତ କାନ୍ଦୁଲଝର ଗ୍ରାମରେ ଏକ ନୂତନ ମଦ ଭାଟି ଓ ଦୋକାନ ନିର୍ମାଣକୁ ନେଇ ଗ୍ରାମବାସୀଙ୍କ…

ଗଞ୍ଜାମରେ ବନ୍ୟା ବିପତ୍ତି: ଫର୍ମ ପୂରଣ ଫି’ ଛାଡ଼ ପାଇଁ ଛାତ୍ରଛାତ୍ରୀଙ୍କ ଦାବି, ଆନ୍ଦୋଳନ ଚେତାବନୀ

ଭଞ୍ଜନଗର,୫ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଗତ ୨୮ ତାରିଖ ରାତିରେ ଆସିଥିବା ପ୍ରଳୟଙ୍କରୀ ବନ୍ୟାରେ ଛାତ୍ରଛାତ୍ରୀ, ଚାଷୀ, ବ୍ୟବସାୟୀଙ୍କ ସମେତ ସମାଜର ବିଭିନ୍ନ ବର୍ଗର ଲୋକେ ଗୁରୁତର…

ଶାନ୍ତିପୁରକୁ ସ୍ବତନ୍ତ୍ର ୱାର୍ଡ ମାନ୍ୟତା ଦାବି ତେଜିଲା, ଜିଲାପାଳଙ୍କୁ ଜିଲାପରିଷଦ ଉପାଧ୍ୟକ୍ଷାଙ୍କ ଦାବିପତ୍ର ପ୍ରଦାନ

ଭବାନୀପାଟଣା,୫ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଚିଚୈଗୁଡା ପଞ୍ଚାୟତର ଶାନ୍ତିପୁର ରାଜସ୍ବ ଗ୍ରାମ ହୋଇଥିବାବେଳେ ଏ ପର୍ଯ୍ୟନ୍ତ ଏକ ସ୍ବତନ୍ତ୍ର ୱାର୍ଡ ମାନ୍ୟତା ପାଇପାରିନାହିଁ।…

ମୁଣ୍ଡ କାଟି ଚାଷ ଜମିରେ ଫିଙ୍ଗିଦେଲେ ଦୁର୍ବୃତ୍ତ: କୋକସରାରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାରକୁ ନେଇ ଚାଞ୍ଚଲ୍ୟ

କୋକସରା,୫ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ଲଡ଼ୁଗାଁ-ସୁପାଡ଼ ରାସ୍ତା ପାର୍ଶ୍ୱରେ ଥିବା ଏକ ଚାଷ ଜମିରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୁଣ୍ଡବିହୀନ ବୀଭତ୍ସ…

ହିନ୍ଦୀ ଶିକ୍ଷକ ରାଜେଶ ପାଇବେ ଦ୍ୱିତୀୟ ଥର ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ମାଲକାନଗିରି,୫।୧୧(ଗୌରିଶଙ୍କର ପଣ୍ଡା): ମାଲକାନଗିରି ସଦର ବ୍ଲକ ଅନ୍ତର୍ଗତ କୃଷୁୱାଡ଼ା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ରାଜେଶ କୁମାର ମେହେର ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ତୃତୀୟ…

ମଧ୍ୟବର୍ତ୍ତିକାଳୀନ ନିର୍ବାଚନରେ ବିଜୟ ହେଲେ ଭାରତୀୟ ବଂଶୋଦ୍ଭବ ଅମିଶ ଶାହା

ଓ୍ବାଶିଂଟନ,୫ା୧୧: ଭାରତୀୟ ବଂଶୋଦ୍ଭବ ୪୮ ବର୍ଷୀୟ ଡାକ୍ତର ଅମିଶ ଶାହା ଆରିଜୋନାର ପ୍ରଥମ କଂଗ୍ରେସ ନିର୍ବାଚନ ମଣ୍ଡଳୀରୁ ୟୁଏସ୍‌ ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍ସ ନିର୍ବାଚନରେ ବିଜୟୀ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?